କଂଗ୍ରେସ କର୍ମୀଙ୍କ ଆକ୍ରମଣରେ ୧୨ ଜଣ ପୁଲିସ କର୍ମଚାରୀ ଆହତ

ଭୁବନେଶ୍ବର: ଲୋୟର ପିଏମଜିରେ ପୁଲିସ-କଂଗ୍ରେସ କର୍ମୀ ମୁହାଁମୁହିଁ ହୋଇଛନ୍ତି। ଏହି କାରଣରୁ ଏଠାରେ ଉତ୍ତେଜନା ଦେଖାଯାଇଛି। ଉତ୍ତେଜନା ପରେ ଭୁବନେଶ୍ୱର ଡିସିପି ଜଗମୋହନ ମୀନା ସାମ୍ବାଦିକ ସମ୍ମିଳନୀ କରିଛନ୍ତି। ସେ କହିଛନ୍ତି କଂଗ୍ରେସ କର୍ମୀଙ୍କ ଆକ୍ରମଣରେ ୧୨ ଜଣ ପୁଲିସ କର୍ମଚାରୀ ଆହତ ହୋଇଛନ୍ତି। ଆହତ ପୁଲିସ କର୍ମଚାରୀମାନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏବେ ସେମାନଙ୍କର ଚିକିତ୍ସା ଜାରି ରହିଛି। ଗୋଟିଏ ଗାଡ଼ି ପୋଡ଼ିବାକୁ ଉଦ୍ୟମ ହୋଇଛି। ହେଲେ ଡ୍ରାଇଭରଙ୍କ ଯୋଗୁଁ କଂଗ୍ରେସ କର୍ମୀମାନେ ଏପରି କରିପାରିନଥିଲେ। ଏନେଇ ଘଟଣାର ତଦନ୍ତ କରାଯିବ। ବର୍ତ୍ତମାନ ସ୍ଥିତି ଆୟତ୍ତରେ ଅଛି। ବ୍ୟାରିକେଡ ଭାଙ୍ଗିବାକୁ ଉଦ୍ୟମ କରିବାରୁ କାର୍ୟ୍ୟାନୁଷ୍ଠାନ ହୋଇଛି।

  • Related Posts

    ଭିଣୋଇଙ୍କୁ ପିଟି ପିଟି ମାରିଦେଲା ଶାଳକ

    ବଡ଼ବିଲ: ପାରିବାରିକ ବିବାଦକୁ କେନ୍ଦ୍ର କରି ଚାଞ୍ଚଲ୍ୟକର ହତ୍ୟାକାଣ୍ଡ। ଭିଣୋଇକୁ ପିଟି ପିଟି ମାରିଦେଲା ଶାଳକ । ବଡ଼ବିଲ ଥାନା ଅନ୍ତର୍ଗତ ଉଲିବୁରୁ ବୁରୁସାହିରେ ଅଭାବନୀୟ ଘଟଣା ଘଟିଛି। ଘଟଣାସ୍ଥଳରେ ପୁଲିସ ପହଞ୍ଚି ମୃତଦେହ ଜବତ କରିବା ସହ ଅଭିଯୁକ୍ତକୁ ଧରିବାକୁ…

    Continue reading
    ରାଜଧାନୀରେ ବନ୍ଧୁକ ଦେଖାଇ ଯୁବତୀଙ୍କୁ ଦୁଷ୍କର୍ମ !

    ରାଜଧାନୀରେ ଲଜ୍ଜା । ବନ୍ଧୁକ ଦେଖାଇ ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ । ନୟାପଲ୍ଲୀ ଥାନା ଅଞ୍ଚଳରେ ଘରେ ଏକା ଥିବା ବେଳେ ଦୁଷ୍କର୍ମ । ଜଣେ ଦୁର୍ବୃତ୍ତ ମୁହଁରେ ମାସ୍କ ପିନ୍ଧି ଦୁଷ୍କର୍ମ କରିଥିବାର ଅଭିଯୋଗ ହୋଇଛି । ଜଣେ ଦୁର୍ବୃତ୍ତ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ