ଏପ୍ରିଲ ୧୨ରେ ଓଡ଼ିଶା ଆସିବେ ଜେ ପି ନଡ୍ଡା

ବିଜେପିର ଜାତୀୟ ସଭାପତି ତଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ଜେ ପି ନଡ୍ଡା ଆସନ୍ତା ମାସ ୧୨ ତାରିଖରେ ଓଡ଼ିଶା ଗସ୍ତରେ ଆସିବେ। ଏନେଇ କନ୍ଧମାଳ ସାଂସଦ ସୁକାନ୍ତ ପାଣିଗ୍ରାହୀ ସୂଚନା ଦେଇଛନ୍ତି।
ଭୁବନେଶ୍ୱର: ବିଜେପିର ଜାତୀୟ ସଭାପତି ତଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ଜେ ପି ନଡ୍ଡା ଆସନ୍ତା ମାସ ୧୨ ତାରିଖରେ ଓଡ଼ିଶା ଗସ୍ତରେ ଆସିବେ। ଏନେଇ କନ୍ଧମାଳ ସାଂସଦ ସୁକାନ୍ତ ପାଣିଗ୍ରାହୀ ସୂଚନା ଦେଇଛନ୍ତି। ଏହି ଅବସରରେ ସେ ଦୂର କାର୍ଯ୍ୟକର୍ତ୍ତାମାନଙ୍କର ମାର୍ଗଦର୍ଶନ କରିବେ। ବହୁ ନେତାଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି। ଦଳ ଓ ସଂଗଠନ ଭିତରେ କିପରି ସମନ୍ବୟ ରହିବ, ତୃଣମୂଳ ସ୍ତରରେ ସଂଗଠନକୁ କିପରି ସୁଦୃଢ଼ କରାଯିବ, ସରକାରଙ୍କ ସଫଳତାର ପ୍ରଚାର ପ୍ରସାର ଦିଗରେ ଦଳର ଭୂମିକା କ’ଣ ରହିବ, ସେ ନେଇ ସେ ରୋଡ ମ୍ପ୍ୟା ପ୍ରସ୍ତୁତ କରିପାରନ୍ତି। ବିଜେପି ରାଷ୍ଟ୍ରୀୟ ସଭାପତି ଜେ ପି ନଡ୍ଡାଙ୍କ ଓଡ଼ିଶା ଗସ୍ତ ବେଶ୍ ଗୁରୁତ୍ବ ବହନ କରୁଛି। ସାଂଗଠନିକ କାର୍ଯ୍ୟ ନେଇ ଆଲୋଚନା ବେଳେ ସଭାପତି କି ଆଭିମୁଖ୍ୟ ଦେଖାଉଛନ୍ତି, ତାହା ଉପରେ ସମସ୍ତଙ୍କର ନଜର ରହିଛି।

  • Related Posts

    ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼

    ଧର୍ମଶାଳା: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି। ଯାଜପୁର ଜିଲ୍ଲା ଧର୍ମଶାଳା ଗଡ଼ମଧୁପୁର ପଞ୍ଚାୟତ ପନ୍ତୁରି ଗାଁରେ ଘଟିଛି ଏହି ଘଟଣା। ଏହାର ପ୍ରତିବାଦରେ ଏସ୍‌ପି ଅଫିସ୍ ଆଗରେ ବିଜେଡି କର୍ମୀ ଧାରଣା ଦେଇଛନ୍ତି। ଜିଲ୍ଲାର ପ୍ରମୁଖ ନେତାମାନେ…

    Continue reading
    ‘ବିକଶିତ ଭାରତ’ ନିର୍ମାଣ ପାଇଁ ଭାରତବର୍ଷ ଦୃତ ଗତିରେ ଆଗେଇ ଚାଲିଛି : ଡି.ପୁରନ୍ଦେଶ୍ୱରୀ

    ଭୁବନେଶ୍ୱର: ନାଟକ ବା ପଥପ୍ରାନ୍ତ ନାଟକ ଜରିଆରେ ସରକାରଙ୍କ କଲ୍ୟାଣକାରୀ ଯୋଜନା ଓ ବିକାଶମୁଳକ କାର୍ଯ୍ୟଗୁଡିକୁ ଲୋକଙ୍କ ପାଖରେ ପହଂଚାଇବା ଉଦ୍ଦେଶ୍ୟରେ ‘ନମୋ ସେବା ଗାଥା’ ର ପ୍ରଦର୍ଶନ ଅତ୍ୟନ୍ତ ପ୍ରଶଂସନୀୟ ବୋଲି କହିବା ସହିତ ସେବା ହିଁ ସଂକଳ୍ପ ଏବଂ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ