ଯୁବକଙ୍କୁ ଟାଙ୍ଗିଆରେ ହାଣି ବିଭତ୍ସ ହତ୍ୟା

ବଲାଙ୍ଗିର: ଦିନ ଦ୍ୱିପ୍ରହରରେ ଯୁବକଙ୍କୁ ଟାଙ୍ଗିଆରେ ହାଣି ବିଭତ୍ସ ହତ୍ୟା। ବଲାଙ୍ଗୀର ଜିଲା ଚିମିନିଭାଟି ପଡ଼ା ପ୍ରାଥମିକ ସ୍କୁଲ ନିକଟ ଜନଗହଳି ରାସ୍ତାରେ ଜଣେ ଯୁବକଙ୍କୁ ହତ୍ୟା କରାଯାଇଛି କ୍ଷ ହତ୍ୟାକାରୀ ଫେରାର ହୋଇଯାଇଥିବା ବେଳେ ପୋଲିସ ଟିମ୍‌ ପହଞ୍ଚି ତଦନ୍ତ କରୁଛି। ପରିବାରଲୋକେ ପହଞ୍ଚିବା ପରେ ଯୁବକଙ୍କ ପରିଚୟ ମିଳିଛି କ୍ଷ ତାଙ୍କ ନାମ ରାମ ଦାସ ବୋଲି ଜଣାପଡ଼ିଛି।
ପ୍ରାରମ୍ଭିକ ସୂଚନାନୁଯାୟୀ, ରାମ ହେଉଛନ୍ତି ଚିମିନିଭାଟି ପଡ଼ାର ଜଣେ ଟ୍ରକ ଡ୍ରାଇଭର । ହେଲେ ତାଙ୍କ ନିକଟରେ ଯେଉଁ ବାଇକ୍‌ ଛିଡା ହୋଇଛି ତାହା କୁରୁଲ ଗ୍ରାମର କୃଷ୍ଣ ରାଉତଙ୍କର ବୋଲି ଜଣାପଡ଼ିଛି। ଟଙ୍କା ପଇସା ଧାର ଉଧାରକୁ ନେଇ ତାଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଇଛି କ୍ଷ ଘଟଣାସ୍ଥଳରେ ପୋଲିସର ସାଇଣ୍ଟିଫିକ୍‌ ଟିମ ପହଞ୍ଚି ତଦନ୍ତ ଚଳାଇଛି । ଏସ୍‌ଡିପିଓ ସରୋଜ ଉପାଦେୟ ନିଜେ ରହି ଘଟଣାର ତଦନ୍ତ କରୁଛନ୍ତି।

  • Related Posts

    ବିଜେପି ନେତାଙ୍କୁ ହତ୍ୟା; ୨ ଅଟକ

    କଳାହାଣ୍ଡି: କଳାହାଣ୍ଡି ମଦନପୁର ରାମପୁର ଥାନା ଅଞ୍ଚଳରେ ବିଜେପି ନେତାଙ୍କୁ ହତ୍ୟା ଘଟଣାରେ ୨ ଜଣ ଅଟକ । ଏ ନେଇ ସୂଚନା ଦେଇଛନ୍ତି କଳାହାଣ୍ଡି ଏସପି । ପୂର୍ବ ଶତ୍ରୁତାରୁ ଏହି ହତ୍ୟାକାଣ୍ଡ ଘଟିଥିବା ପ୍ରାଥମିକ ତଦନ୍ତରୁ ଅନୁମାନ କରାଯାଉଛି…

    Continue reading
    ବାପର କାଠ ଫାଳିଆ ମାଡ଼ରେ ପୁଅର ମୃତ୍ୟୁ

    ଭବାନୀପାଟଣା: କଳାହାଣ୍ଡି ଜିଲା କଲମପୁର ଥାନା ନୂଆଗୁଡ଼ାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ବାପର କାଠ ଫାଳିଆ ମାଡରେ ଭେଣ୍ଡିଆ ପୁଅର ମୃତ୍ୟୁ ହେବା ଘଟଣା ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି । ନୁଆଗୁଡା ଗାଁ ର ମାନସିଂହ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ