ବସ୍ତିରେ ସ୍ବାସ୍ଥ୍ୟ କାର୍ଡ ବାଣ୍ଟିଲେ ମନ୍ତ୍ରୀ ଓ ବିଧାୟକ

ଭୁବନେଶ୍ୱର: ଏକାମ୍ର ନିର୍ବାଚନ ମଣ୍ଡଳୀର ଡୁମୁଡୁମା ଓ ପୋଖରୀପୁଟ ସହରାଞ୍ଚଳ ସ୍ୱାସ୍ଥ୍ୟ କେନ୍ଦ୍ର କୁ ଅଚାନକ ଗସ୍ତ କରି ସ୍ବାସ୍ଥ୍ୟ ମନ୍ତ୍ରୀ ଡ଼.ମୁକେଶ ମହାଲିଙ୍ଗ ଓ ଏକାମ୍ର ବିଧାୟକ ବାବୁ ସିଂ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା, ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ଓ ଆୟୁଷ୍ମାନ ବୟୋ ବନ୍ଦନା ଯୋଜନା ସମ୍ବନ୍ଧରେ ଆଶା ଏବଂ ହସ୍ପିଟାଲର କର୍ମଚାରୀଙ୍କ ସହ ଆଲୋଚନା କରିଥିଲେ। ଏହା ପରେ ସ୍ଥାନୀୟ ଅଂଚଳରେ ମନ୍ତ୍ରୀ ଓ ବିଧାୟକ ଲୋକଙ୍କୁ ସ୍ବାସ୍ଥ୍ୟ କାର୍ଡ ବାଣ୍ଟିଥିଲେ।
ଏହି ଅବସରରେ ସ୍ବାସ୍ଥ୍ୟ ମନ୍ତ୍ରୀ ଡ଼.ମୁକେଶ ମହାଲିଙ୍ଗ କହିଛନ୍ତି ଯେ, ଲୋକଙ୍କ ସ୍ୱାସ୍ଥ୍ୟକୁ ଗୁରୁତ୍ୱ ଦେଇ ସ୍ୱାସ୍ଥ୍ୟ କାର୍ଡ଼ ବଣ୍ଟନ ପ୍ରକ୍ରିୟାକୁ ତ୍ୱରିତ କରିବା ପାଇଁ ଆମ ସରକାର ପ୍ରତିବଦ୍ଧ। ଏଥିପାଇଁ ଆବଶ୍ୟକ ବ୍ୟବସ୍ଥା ଏବଂ ଭିତ୍ତିଭୂମିକୁ ସୁନିଶ୍ଚିତ କରାଯିବ ବୋଲି କହିଥିଲେ।

ଏହି ଅବସରରେ ଏକାମ୍ର ବିଧାୟକ ବାବୁ ସିଂ କହିଛନ୍ତି ଯେ,ଲୋକଙ୍କ ପାଇଁ ଉନ୍ନତ ସ୍ୱାସ୍ଥ୍ୟ ସେବା ଯୋଗାଇଦେବା ନିମନ୍ତେ ଆମ ସରକାର ପ୍ରତିବଦ୍ଧ ଅଟନ୍ତି। ଏହାକୁ ଗୁରୁତ୍ଵ ଦେଇ ସ୍ୱାସ୍ଥ୍ୟ କାର୍ଡ ବଣ୍ଟନକୁ ପ୍ରାଧାନ୍ୟ ଦେବା ନିମନ୍ତେ ସମସ୍ତଙ୍କୁ ପରାମର୍ଶ ଦେଲେ ମନ୍ତ୍ରୀ।ପ୍ରତିଶ୍ରୁତି ପୂରଣ ହେଲା।ବିକଶିତ ଓଡ଼ିଶା ସହ ବିକଶିତ ଏକାମ୍ର ର ସ୍ୱପ୍ନ ସାକାର ହେଉଛି ।
ଆଜି ଏହି କାର୍ୟ୍ୟକ୍ରମ ରେ ସରକାରୀ ଅଧିକାରୀ ଙ୍କ ସହ ସ୍ଥାନୀୟ ଜନ ପ୍ରତିନିତି ରାମଚନ୍ଦ୍ର ରଣସିଂହ, ହିମାଂଶୁ ଛୋଟରାୟ, ରଶ୍ମିତା ସେଠୀ, ଜିତୁ ପଟ୍ଟନାୟକ, ଗଦାଧର ପାତ୍ର,ଅକ୍ଷୟ ଜେନା, ସୁମିତ୍ରା ଆଚାର୍ୟ୍ୟ, ଇଦିଶ ଭୁଇଁଆ, ଅପର୍ତ୍ତି ସୁନ୍ଦରାୟ, ବୈଜୟନ୍ତୀ ତ୍ରିପାଠୀ,ସୁରୀୟକାନ୍ତ ରାଉତରାୟ ପ୍ରମୁଖ ଉପସ୍ଥିତ ଥିଲେ।

  • Related Posts

    ଛାତ୍ର ସଂସଦ ନିର୍ବାଚନ ଭବିଷ୍ୟତର ନେତୃତ୍ୱ ଗଢ଼ିବାର ଏକ ମଜଭୁତ ମୂଳଦୁଆ:ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର: ଓଡ଼ିଶାରେ ଛାତ୍ର ସଂସଦ ନିର୍ବାଚନ ପରିଚାଳନାକୁ ନେଇ ବଢ଼ୁଥିବା କଳ୍ପନାଜଳ୍ପନା ମଧ୍ୟରେ, ଆଜି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ୟ୍ୟବଂଶୀ ସୂରଜ ଭୁବନେଶ୍ୱରର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଥିଲେ । ରାଜ୍ୟ ସରକାର ଖୁବ୍‌ଶୀଘ୍ର ସାରା ଓଡ଼ିଶାର କଲେଜ…

    Continue reading
    ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର

    କୋଷାଗୁମୁଡ଼ା: ବୁଲା କୁକୁରର ଦୌରାତ୍ମ୍ୟ । ଘରେ ପଶି ଶୋଇଥିବା ଶିଶୁକୁ ଝୁଣି ଲହୁଲୁହାଣ କରିଦେଇଛି । ଶିଶୁର ମୁହଁ ସହ ଶରୀରର ବିଭିନ୍ନ ଅଂଶକୁ କାମୁଡ଼ି କ୍ଷତାକ୍ତ କରିଦେଇଛି । ଏଭଳି ହୃଦୟ ବିଦାରକ ଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ