ଓଡ଼ିଶା ଗସ୍ତରେ ଦିଲ୍ଲୀ ବିଧାନସଭାର ବାଚସ୍ପତି

ଭୁବନେଶ୍ୱର: ଦିଲ୍ଲୀ ବିଧାନସଭା ବାଚସ୍ପତି ବିଜେନ୍ଦର ଗୁପ୍ତା ଓ ଉପବାଚସ୍ପତି ମୋହନ ସିଂ ବିଷ୍ଟ ତିନିଦିନିଆ ଓଡ଼ିଶା ଗସ୍ତରେ ଆସି ଓଡ଼ିଶା ବିଧାନସଭାର ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀଙ୍କୁ ରାଜ୍ୟ ବିଧାନସଭାଠାରେ ସାକ୍ଷାତ କରିଛନ୍ତି ।
ଦିଲ୍ଲୀ ବିଧାନସଭା ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ଆସିଥିବା ଏହି କମିଟିର ସଦସ୍ୟମାନେ ଓଡ଼ିଶା ବିଧାନସଭାର କାର୍ୟ୍ୟାବଳୀ ଓ କାର୍ୟ୍ୟଧାରା ସମ୍ପର୍କରେ ବିଶେଷ ଭାବେ ଅବଗତ ହେବା ସହ ଓଡ଼ିଶା ବିଧାନସଭାରେ ଜାତୀୟ ଇ-ବିଧାନ ଆପ୍ଲିକେସନ୍‌ (ନେଭା) ମାଧ୍ୟମରେ କାଗଜବିହୀନ ବିଧାନସଭା ପରିଚାଳନାର ସଫଳ କାର୍ୟ୍ୟକାରିତା ନେଇ ଆଲୋଚନା କରିଥିଲେ ।
ଏହି ଅବସରରେ ଦିଲ୍ଲୀ ବିଧାନସଭାର ସଚିବ ଶ୍ରୀ ରଣଜିତ ସିଂ, ବିତ୍ତ ଅଧିକାରୀ ଶ୍ରୀ ଗୁରୀନ୍ଦର ସିଂ ଏବଂ ଅନ୍ୟ ବରିଷ୍ଠ ଅଧିକାରୀଙ୍କ ସମେତ ରାଜ୍ୟ ବିଧାନସଭାର ସଚିବ ଶ୍ରୀ ସତ୍ୟବ୍ରତ ରାଉତ ପ୍ରମୁଖ ଉପସ୍ଥିତ ଥିଲେ ।

  • Related Posts

    ପ୍ରାକ୍‌ ନିର୍ବାଚନୀ ହିଂସା: ବ୍ୟାସନଗର ମହାବିଦ୍ୟାଳୟରେ ଫୁଟିଲା ବୋମା

    ଯାଜପୁର: ଦୀର୍ଘ 8 ବର୍ଷ ପରେ ମହାବିଦ୍ୟାଳୟ ଓ ବିଶ୍ବ ବିଦ୍ୟାଳୟରେ ହେବାକୁ ଯାଉଛି ଛାତ୍ର ସଂସଦ ନିର୍ବାଚନ । ଏହା ପୂର୍ବରୁ କଲେଜ ମାନଙ୍କରେ ଦେଖିବାକୁ ମିଳିଲାନି ପ୍ରାକ୍‌ ନିର୍ବାଚନୀ ହିଂସା । ଆଜି(ଗୁରୁବାର) ଭୋର୍‌ ସମୟରେ ଯାଜପୁର ଜିଲ୍ଲାର…

    Continue reading
    ୧୨ ତାରିଖ ବେଳକୁ ଘୂର୍ଣ୍ଣିବଳୟ!

    ଭୁବନେଶ୍ୱର: ୧୨ ତାରିଖ ବେଳକୁ ଉତ୍ତର ଆଣ୍ଡାମାନ ସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ। ପରେ ଆଣ୍ଡାମାନ ସାଗରରେ ଲଘୁଚାପ ହୋଇପାରେ । କିନ୍ତୁ ଏହା କେତେ ଶକ୍ତିଶାଳୀ ହେବ ଆଉ କେଉଁ ଦିଗକୁ ଯିବ, ତାହା ଏବେଠୁ କହିବା ମୁସ୍କିଲ ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ