ନବୀନ ନିଜ ବକ୍ତବ୍ୟର ପୁନଃ ବିଚାର କରନ୍ତୁ : ମନମୋହନ

ଭୁବନେଶ୍ବର : ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ପ୍ରତିକ୍ରିୟା ପରେ ଜବାବ ରଖିଛନ୍ତି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ । ସେ କହିଛନ୍ତି, ବିଜୁ ବାବୁଙ୍କ ପ୍ରତି ଆମର ଯଥେଷ୍ଟ ସମ୍ମାନ ଅଛି । ଓଡ଼ିଶାର ବରପୁତ୍ର ଥିଲେ, ସ୍ୱାଧୀନତା ସଂଗ୍ରାମ ସମୟରେ ଏବଂ ଯେଉଁସବୁ ଭଲ କାମ କରିଛନ୍ତି ଓଡ଼ିଶାବାସୀ ତାଙ୍କୁ ନିଶ୍ଚିତ ମନେ ରଖିବେ । ଆଜି ଶ୍ରଦ୍ଧାଞ୍ଜଳି କରିବାର ଦିନ । ନବୀନ ଯାହା କହିଛନ୍ତି ତାହା ରାଜନୈତିକ ଉଦ୍ଦେଶ୍ୟ ପ୍ରଣୋଦିତ । ଆମ ହାଡ଼ ମାଂସରେ ପୂଜ୍ୟପୂଜା ଅଛି । ଯେଉଁ ମାନେ ମହା ମନିଷୀ ସମସ୍ତଙ୍କୁ ପୂଜ୍ୟାପୂଜା ହେବା ଉଚିତ ସମସ୍ତଙ୍କୁ ସମ୍ମାନ ଦେବା ଦରକାର । ବିଜୁ ବାବୁଙ୍କ ପ୍ରତି ଯେଉଁ ସମ୍ମାନ ଅଛି ରହିବ । ଜଣେ ପୂର୍ବ ମୁଖ୍ୟମନ୍ତ୍ରୀଙ୍କ ଠାରୁ ଏଭଳି ବକ୍ତବ୍ୟ ଉଚିତ ନୁହେଁ । ସେ ନିଜେ କହୁଛନ୍ତି ନା ତାଙ୍କୁ କିଏ କୁହାଉଛନ୍ତି ମୁଁ ଜାଣିନି । ତାଙ୍କ ପରାମର୍ଶଦାତା ଭୁଲ ଅଛି । ନିଜ ବକ୍ତବ୍ୟର ପୁନଃ ବିଚାର କରନ୍ତୁ ବୋଲି ବୋଲି ମନମୋହନ କହିଛନ୍ତି ।

  • Related Posts

    ଆଜିଠୁ ପାଳନ ହେବ ସେବା ସଂକଳ୍ପ ସପ୍ତାହ

    ଆଜିଠୁ ପାଳନ ହେବ ସେବା ସଂକଳ୍ପ ସପ୍ତାହ। ସରକାର ମୁଖ୍ୟ ଭାବେ ନିରବଚ୍ଛିନ୍ନ ୨୫ ବର୍ଷର ନେତୃତ୍ବ ପୂରଣ କରିଥିବାରୁ କେନ୍ଦ୍ର କ୍ୟାବିନେଟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଅଭିନନ୍ଦନ ଜଣାଇ ଏକ ସଂକଳ୍ପ ପାରିତ ହୋଇଛି। ଆଜିଠୁ ସାରା ଦେଶରେ ସେବା…

    Continue reading
    ସାମିଲ ହେବେ ଯୁବ ଓ କଟିଥିବା ଭୋଟର;୨୬ରୁ ଘରକୁ ଘର ବୁଲି ସର୍ଭେ

    ଭୁବନେଶ୍ୱର : ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର୍‌) ପ୍ରକ୍ରିୟାରେ ବାଦ୍ ପଡ଼ିଥିବା ଓ ଯୁବ ଭୋଟର୍‌ଙ୍କୁ ଭୋଟର୍‌ ତାଲିକାରେ ଅନ୍ତର୍ଭୁକ୍ତ କରିବା ପାଇଁ ବୁଧବାର ଠାରୁ ୯ ତାରିଖ ପର୍ଯ୍ୟନ୍ତ ତିନିଦିନିଆ ରାଜ୍ୟବ୍ୟାପୀ ସ୍ବତନ୍ତ୍ର ଅଭିଯାନ ଅନୁ‌ଷ୍ଠିତ ହେବ। ଭୋଟର ତାଲିକାକୁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ