ଜେଇଇ(ମେନ) ଫଳାଫଳ ପ୍ରକାଶ

ଭୁବନେଶ୍ୱର: ଯୁଗ୍ମ ପ୍ରବେଶିକା ପରୀକ୍ଷା(ଜେଇଇ-ମେନ) ୨୦୨୫-୨୬ ସେସନ-୨ର ଫଳାଫଳ ପ୍ରକାଶ ପାଇଛି। ଛାତ୍ରଛାତ୍ରୀମାନେ www.jeemain.nta.ac.in ​ ଓ୍ବେବସାଇଟକୁ ଯାଇ ନିଜ ପରୀକ୍ଷା ଫଳ ଯାଞ୍ଚ କରିପାରିବେ। ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି(ଏନଟିଏ) ଦ୍ଵାରା ଆୟୋଜିତ ଏହି ପରୀକ୍ଷାରେ ୨୪ ଛାତ୍ରଛାତ୍ରୀ ୧୦୦ ପର୍ସେଣ୍ଟାଇଲ ରଖି ଶୀର୍ଷ ସ୍ଥାନରେ ରହିଛନ୍ତି।
ଗତ ଏପ୍ରିଲ ୨ରୁ ୮ ତାରିଖ ମଧ୍ୟରେ ୫ଟି ପର୍ୟ୍ୟାୟରେ ୩୦୦ ସହରର ୫୩୧ କେନ୍ଦ୍ରରେ ଏହି ପରୀକ୍ଷା ଅନୁଷ୍ଠିତ ହୋଇଥିଲା। ୧୦ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ।

  • Related Posts

    ଗୋପପୁରରେ ଫୁଟବଲ ପ୍ରତିଯୋଗିତା ଉଦଯାପିତ: ସମ୍ବଲପୁର ଜୁନିଅର ଏଫସି ଚାମ୍ପିଅନ

    ଦେବଗଡ଼:ଦେବଗଡ଼ ଜିଲ୍ଲା ବାରକୋଟ ବ୍ଲକର ଗୋପପୁରଠାରେ ରାଧାକୃଷ୍ଣ କ୍ଲବ ପକ୍ଷରୁ ଚାଲିଥିବା ୫ ଦିନିଆ ଫୁଟବଲ ପ୍ରତିଯୋଗିତା ଆଜି ଉଦଯାପିତ ହୋଇଯାଇଛି।ପ୍ରତିଯୋଗିତାରେ ୧୬ଟି ଦଳ ଅଂଶଗ୍ରହଣ କରିଥିଲେ।ଫାଇନାଲ ମ୍ୟାଚ୍‌ରେ ସମ୍ବଲପୁର ଜୁନିଅର ଏଫସି ଓ ବାରକୋଟ ଏଫସି ମା ରମ୍ଭାଦେବୀ ଦଳ…

    Continue reading
    ଟେଣ୍ଡର ନିୟମ ଉଲ୍ଲଂଘନ ଏବଂ ଅସ୍ବାଭାବିକ କମ୍ ଦର ଦାଖଲକାରୀ ଠିକାଦାରଙ୍କ ବିରୋଧରେ ପଦକ୍ଷେପ ପାଇଁ ଦାବି

    ଦେବଗଡ଼:ଟେଣ୍ଡର ନିୟମ ଉଲ୍ଲଂଘନ ଏବଂ ଅସ୍ବାଭାବିକ କମ୍ ଦର ଦାଖଲକାରୀ ଠିକାଦାରଙ୍କ ବିରୋଧରେ କଠୋର ପଦକ୍ଷେପ ପାଇଁ ଦେବଗଡ଼ ଡିଷ୍ଟ୍ରିକ୍ଟ କଣ୍ଟ୍ରାକ୍ଟର୍ସ ୟୁନିଅନ୍ ପକ୍ଷରୁ ଦାବି କରାଯାଇଛି। ଏନେଇ ଆଜି ସଂଘ ପକ୍ଷରୁ ସମଲ ସ୍ଥିତ ବ୍ରାହ୍ମଣୀ ବେସିନ୍ ମୁଖ୍ୟ ଯନ୍ତ୍ରୀ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ