ଧର୍ମେନ୍ଦ୍ରଙ୍କୁ ହାଇକୋର୍ଟଙ୍କ ନୋଟିସ

ଭୁବନେଶ୍ୱର: କେନ୍ଦ୍ର ଶିକ୍ଷାମନ୍ତ୍ରୀ ତଥା ସମ୍ବଲପୁର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କୁ ନୋଟିସ  । ମାନ୍ୟବର ଓଡ଼ିଶା ହାଇକୋର୍ଟ ଏହି ନୋଟିସ କରିଛନ୍ତି । ସମ୍ବଲପୁର ଲୋକସଭା ନିର୍ବାଚନ ଅନିୟମିତତା ମାମଲାରେ ହାଇକୋର୍ଟ  ଧର୍ମେନ୍ଦ୍ର ପ୍ରଧାନଙ୍କୁ ନୋଟିସ କରିଛନ୍ତି । ସ୍ୱାଧୀନ ପ୍ରାର୍ଥୀ ସୁବାସ ମହାପାତ୍ରଙ୍କ ଆବେଦନ ଆଧାରରେ ଏହି ନୋଟିସ ଜାରି କରାଯାଇଛି । ସ୍ୱାଧୀନ ପ୍ରାର୍ଥୀ ସୁବାସ ମହାପାତ୍ର  କେନ୍ଦ୍ର ଶିକ୍ଷାମନ୍ତ୍ରୀ ତଥା ସମ୍ବଲପୁର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ବିରୋଧରେ ତ୍ରୁଟିପୂର୍ଣ୍ଣ ନାମାଙ୍କନ ଦାଖଲ ଓ ଅଫିସ ଅଫ୍ ପ୍ରଫିସ ଅଭିଯୋଗ ଆଣିଛନ୍ତି ।

  • Related Posts

    ବଡ଼ ଖବର: ୧୫ରେ ଛାତ୍ର ସଂସଦ ନିର୍ବାଚନ

    ଭୁବନେଶ୍ୱର: ଦୀର୍ଘ ବର୍ଷର ଅପେକ୍ଷାର ଅନ୍ତଃ ହୋଇଛି । ଆସନ୍ତା ୧୫ ତାରିଖ ଦିନ ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଛି । ଏନେଇ ସୋମବାର ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଘୋଷଣା କରିଛନ୍ତି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ…

    Continue reading
    ପଞ୍ଚାୟତ ନିର୍ବାଚନ: ତିନି ଦଳର ଜୋରଦାର୍‌ କସରତ

    ଭୁବନେଶ୍ୱର,: ଆଗକୁ ଆସୁଛି ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ । ଏ ନେଇ ବିଧିବଦ୍ଧ ଭାବେ ତାରିଖ ଘୋଷଣା ହୋଇନଥିଲେ ମଧ୍ୟ ସବୁ ରାଜ୍ୟ ରାଜନୀତି ବେଶ୍‌ ସରଗରମ ହୋଇପଡ଼ିଛି । ପଞ୍ଚାୟତ ନିର୍ବାଚନରେ ବାଜିମାତ୍‌ କରିବାକୁ ଶାସକ ବିଜେପିଠୁ ଆରମ୍ଭ କରି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ