ଅକ୍ଷୟ ତୃତୀୟା : ଆରମ୍ଭ ହେବ ରଥ ନିର୍ମାଣ

ପୁରୀ : ଆଜି ପବିତ୍ର ଅକ୍ଷୟ ତୃତୀୟା। ଏହି ଅବସରରେ ମହାପ୍ରଭୁଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ କାର୍ୟ୍ୟର ଶୁଭାରମ୍ଭ ସହ ଚନ୍ଦନ ଯାତ୍ରା ଆରମ୍ଭ ହେବ। ଏଥିପାଇଁ ନରେନ୍ଦ୍ର ପୁଷ୍କରିଣୀ ସଜେଇ ହୋଇଥିବା ବେଳେ ମହାପ୍ରଭୁଙ୍କ ଆଗମନକୁ ଅପେକ୍ଷା କରିଛନ୍ତି ଚାପ ଡଙ୍ଗା ନନ୍ଦା ଓ ଭଦ୍ରା।

ତେବେ ଚନ୍ଦନ ଯାତ୍ରା ପାଇଁ ଜିଲ୍ଲା ଓ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି। ପୋଲିସ ପ୍ରଶାସନ ପକ୍ଷରୁ ମହାପ୍ରଭୁଙ୍କ ଚନ୍ଦନ ଚାପକୁ ଶୃଙ୍ଖଳିତ କରିବା ପାଇଁ ୫ ପ୍ଲାଟୁନ୍ ପୋଲିସ ଫୋର୍ସ ସହ ଜଣେ ଅତିରିକ୍ତ ଏସପି, ୫ ଡିଏସପି, ୮ ଇନ୍ସପେକ୍ଟରଙ୍କ ଓ ୨୦ ଜଣ ସବ ଇନ୍ସପେକ୍ଟର ଦାୟିତ୍ବରେ ରହିବେ। ଚନ୍ଦନ ଯାତ୍ରାରେ ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ରାମକୃଷ୍ଣ, ମଦନମୋହନ, ଶ୍ରୀଦେବୀ, ଭୂଦେବୀଙ୍କ ସମେତ ପଞ୍ଚୁପାଣ୍ଡବ ଆଜିଠାରୁ ନରେନ୍ଦ୍ର ପୁଷ୍କରିଣୀରେ ୨୧ ଦିନ ବ୍ୟାପି ନୌକାବିହାର ବା ଜଳକ୍ରୀଡା କରିବେ।

  • Related Posts

    ପ୍ରାକ୍‌ ନିର୍ବାଚନୀ ହିଂସା: ବ୍ୟାସନଗର ମହାବିଦ୍ୟାଳୟରେ ଫୁଟିଲା ବୋମା

    ଯାଜପୁର: ଦୀର୍ଘ 8 ବର୍ଷ ପରେ ମହାବିଦ୍ୟାଳୟ ଓ ବିଶ୍ବ ବିଦ୍ୟାଳୟରେ ହେବାକୁ ଯାଉଛି ଛାତ୍ର ସଂସଦ ନିର୍ବାଚନ । ଏହା ପୂର୍ବରୁ କଲେଜ ମାନଙ୍କରେ ଦେଖିବାକୁ ମିଳିଲାନି ପ୍ରାକ୍‌ ନିର୍ବାଚନୀ ହିଂସା । ଆଜି(ଗୁରୁବାର) ଭୋର୍‌ ସମୟରେ ଯାଜପୁର ଜିଲ୍ଲାର…

    Continue reading
    ୧୨ ତାରିଖ ବେଳକୁ ଘୂର୍ଣ୍ଣିବଳୟ!

    ଭୁବନେଶ୍ୱର: ୧୨ ତାରିଖ ବେଳକୁ ଉତ୍ତର ଆଣ୍ଡାମାନ ସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ। ପରେ ଆଣ୍ଡାମାନ ସାଗରରେ ଲଘୁଚାପ ହୋଇପାରେ । କିନ୍ତୁ ଏହା କେତେ ଶକ୍ତିଶାଳୀ ହେବ ଆଉ କେଉଁ ଦିଗକୁ ଯିବ, ତାହା ଏବେଠୁ କହିବା ମୁସ୍କିଲ ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ