ଧବଳେଶ୍ୱରଙ୍କ ପୀଠରେ ଆଜି ବଡ଼ଓଷା

ଆଠଗଡ଼: ବଡ଼ଓଷା ପାଇଁ ଧବଳେଶ୍ୱରଙ୍କ ପୀଠ ଆଜି ଲୋକାରଣ୍ୟ । ବଡ଼ଓଷାରେ ବଡସିଂହାର ବେଶରେ ଦର୍ଶନ ଦେଉଛନ୍ତି ବାବା ଧବଳେଶ୍ୱର । ରାତ୍ର ୩ଟାରେ ପହଡ଼ ଖୋଲାଯାଇ ସମସ୍ତ ପ୍ରକାର ନିତିକାନ୍ତି ସରିବା ପରେ ସାଧାରଣ ଦର୍ଶନ ନିମନ୍ତେ ଦ୍ୱାରଫିଟା ଯାଇଥିଲା।

ହଜାର ହଜାର ଶ୍ରଦ୍ଧାଳୁଙ୍କ ମଧ୍ୟରେ ପୀଠରେ ଚାଲିଛି ଶୃଙ୍ଖଳିତ ଦର୍ଶନ। ତ୍ରୟୋଦଶୀ ଓ ଚତୁର୍ଦ୍ଦଶୀର ସନ୍ଧି କ୍ଷଣରେ ଲାଗି ହେବ ବାବା ଧବଳେଶ୍ୱରଙ୍କର ଅତିପ୍ରିୟ ଭୋଗ ଗଜଭୋଗ ଓ ତରଣ। । ବଡ଼ଓଷା ତଥା କାର୍ତ୍ତିକ ବ୍ରତ କରିଥିବା ଶ୍ରଦ୍ଧାଳୁମାନେ ଗଜଭୋଗ ଓ ତରଣ ପାଇବା ପରେ ବ୍ରତ ଉଦଯାପନ କରିଥାନ୍ତି ।ସେଥିପାଇଁ ଆଜି ରାତି ୩ଟାରେ ଦ୍ଵାର ଫିଟାଯାଇ୧୦୮ ଗରା ଜଳରେ ମହାସ୍ନାନ କରାଯାଇ, ମଇଲମ, ମଙ୍ଗଳ ଆଳତୀ ଆଦି ସମସ୍ତ ନୀତିକାନ୍ତି ପରେ ଭକ୍ତ ଓ ଶ୍ରଦ୍ଧାଳୁଙ୍କୁ ଦର୍ଶନ ପାଇଁ ଛଡ଼ା ଯାଇଥିଲା। ଆଜି ମଧ୍ୟ ରାତ୍ରରେ ଗଜ ଭୋଗ ଲାଗି ହେବା ପରେ ତାହାକୁ ଶ୍ରଦ୍ଧାଳୁଙ୍କ ମଧ୍ୟରେ ବିତରଣ କରାଯିବ।

  • Related Posts

    ପ୍ରଶ୍ନପତ୍ର ଲିକ୍ ଘଟଣା: ଏମ୍‌କେସିଜିରେ ପହଞ୍ଚିଲା ସ୍ୱାସ୍ଥ୍ୟ ବିଭାଗର ଉଚ୍ଚସ୍ତରୀୟ ଟିମ୍

    ଏମ୍‌କେସିଜି ମେଡିକାଲ କଲେଜରେ ମେଡିକାଲ ପିଜି ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ମାମଲା । ଘଟଣାର ତଦନ୍ତ କରିବା ପାଇଁ ଆଜି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଏକ ୩ ଜଣିଆ ସ୍ୱତନ୍ତ୍ର ଟିମ୍ ଏମ୍‌କେସିଜି ମେଡିକାଲ କଲେଜରେ ପହଞ୍ଚିଛନ୍ତି…

    Continue reading
    ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ଗୁରୁତର ତ୍ରୁଟି

    ଭୁବନେଶ୍ବର,: ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ଗୁରୁତର ତ୍ରୁଟି । ଝୁଲଣା-୧ବହିରେ ‘ଅ’ ବଦଳରେ ‘ଚ’ରୁ ଆରମ୍ଭ ହୋଇଛି ବର୍ଣ୍ଣମାଳା । ସେହିପରି ‘ବନ୍ଦେ ଉତ୍କଳ ଜନନୀ’ରେ ବି ଭୁଲ୍ । ଜାତୀୟ ସଙ୍ଗୀତରେ ବି ଗୁରୁତର ତ୍ରୁଟି ଦେଖାଦେଇଛି ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ