୩୦ ଫୁଟ୍‌ ଉଚ୍ଚ ଓଭର ବ୍ରିଜ୍‌ ଉପରୁ ଖସିପଡ଼ିଲା ଟ୍ୟାଙ୍କର

ରାୟଗଡ଼ା: ଓଭର ବ୍ରିଜ୍‌ ଉପରେ ଦୁର୍ଘଟଣା ଘଟିଛି। ପ୍ରାୟ ୩୦ ଫୁଟ୍‌ ଉପରୁ ଟ୍ୟାଙ୍କର ଖସିପଡ଼ିଛି। ଓଭର ବ୍ରିଜ ଉପରେ ଯାଉଥିବା ବେଳେ ଟ୍ୟାଙ୍କରଟି ଭାରସାମ୍ୟ ହରାଇଥିବା ଜଣାପଡ଼ିଛି। ରାୟଗଡ଼ା ସଦର ମାର୍କେଟ୍ ଓଭର ବ୍ରିଜ୍‌ ଉପରେ ଦୁର୍ଘଟଣା ଘଟାଇବା ପରେ ଘଟଣାସ୍ଥଳରୁ ଡ୍ରାଇଭର ଫେରାର ହୋଇଯାଇଛନ୍ତି। ଘଟଣାସ୍ଥଳରେ ପୁଲିସ ପହଞ୍ଚି ଯାଞ୍ଚ କରୁଛି। ଫେରାର ଡ୍ରାଇଭରକୁ ମଧ୍ୟ ଖୋଜା ଚାଲିଛି।

ଏତେବଡ଼ ଦୁର୍ଘଟଣା ପରେ ମଧ୍ୟ କାହାରି କୌଣସି କ୍ଷତି ହୋଇନାହିଁ। ୩୦ ଫୁଟ୍ ତଳକୁ ଟ୍ୟାଙ୍କର ଖସିଥିଲେ ମଧ୍ୟ ଡ୍ରାଇଭର ସୁରକ୍ଷିତ ଭାବେ ଫେରାର ହୋଇଯାଇଛନ୍ତି। ଦୁର୍ଘଟଣାସ୍ଥଳରେ କାହାରି କିଛି କ୍ଷତି ହୋଇନାହିଁ।

  • Related Posts

    ରାଜ୍ୟପାଳ- ମୁଖ୍ୟମନ୍ତ୍ରୀ ସାକ୍ଷାତ

    ଭୁବନେଶ୍ୱର: ରାଜ୍ୟପାଳଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଛାତ୍ର ସଂସଦ ନିର୍ବାଚନ ବେଳେ ରାଜ୍ୟପାଳଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ । ପ୍ରାୟ ଅଧଘଣ୍ଟାରୁ ଅଧିକ ସମୟ ଧରି ଉଭୟଙ୍କ ମଧ୍ୟରେ ଆଲୋଚନା ହୋଇଛି । ନିକଟରେ ଦିଲ୍ଲୀରେ…

    Continue reading
    ପଣ୍ଡିତ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର : ଆଜି ପୂଜ୍ୟ ପ୍ରଣାମ ପୁଣ୍ୟାତ୍ମା, ଲୋକସେବକ ମଣ୍ଡଳର ଉପସଭାପତି ତଥା ‘ସମାଜ’ ପ୍ରତିଷ୍ଠାତା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୯ ତମ ଜୟନ୍ତୀ। ଏହି ଅବସରରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ଉତ୍କଳମଣିଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ