‘ଅପରେସନ୍ ସିନ୍ଦୂର’:ପାକିସ୍ତାନ ଉପରେ ମିସାଇଲ ମାଡ

ନୂଆଦିଲ୍ଲୀ: ପହଲଗାମ ଆତଙ୍କୀ ହାମଲା ପ୍ରତିଶୋଧ ନେଲା ଭାରତ । ‘ଅପରେସନ୍ ସିନ୍ଦୂର’ ପାକିସ୍ତାନ ଉପରେ ମିସାଇଲ ମାଡ । ୯ ଆତଙ୍କୀ ଆଡ୍ଡା ଧ୍ୱଂସ । ପାକିସ୍ତାନ ଓ ପାକ୍ ଅଧିକୃତ କାଶ୍ମୀର ଉପରେ ଥିବା ଆତଙ୍କୀ ଆଡ୍ଡା ଉପରେ ଭାରତର ମଧ୍ୟରାତ୍ରିରେ ମିସାଇଲ୍ ଆକ୍ରମଣ । ଲସ୍କର-ଇ- ତୋଇବା ଏଲଇଟି ଏବଂ ଜୈଶ ଇ ମହମ୍ମଦ ଜଇଏମ୍ ଆତଙ୍କୀ ଆଡ୍ଡା ମିସାଇଲ ମାଡରେ ଉଡେଇ ଦେଇଛି ଭାରତ ।
ଆତଙ୍କୀସ୍ତାନରେ ଆତଙ୍କ ଖେଳାଇଲା ଭାରତୀୟ ସେନା । ମଧ୍ୟରାତ୍ରୀରେ ପାକିସ୍ତାନୀଙ୍କର ହଜିଲା ନିଦ । ଅନ୍ଧାର ରାତିରେ ପହଲଗାମ୍‌ର ପ୍ରତିଶୋଧ ନେଲା ଭାରତ । ରାତି ଗୋଟାଏର ହେଲା ଆକ୍ରମଣ । ପାକିସ୍ତାନର ୯ଟି ସ୍ଥାନରେ ମିସାଇଲ ଆଟାକ କଲା ଭାରତ । ସମଗ୍ର ଅପରେସନକୁ ତଦାରଖ କରୁଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।ଭାରତୀୟ ସେନାର ‘ଅପରେସନ ସିନ୍ଦୂର’ । ପାକ୍ ଅଧିକୃତ କାଶ୍ମୀରରେ ଥିବା ଆତଙ୍କୀ ଶିବିର ଉପରେ ଆକ୍ରମଣ । ଏହା ପରେ ପାକିସ୍ତାନ ସେନା ପକ୍ଷରୁ ଏଲଓସିରେ ଗୁଳି ମାଡ ହୋଇଥିଲା । ଏହାର ଜବାବରେ ଭାରତୀୟ ସେନା ପକ୍ଷରୁ ଦୃଢ ଜବାବ ଦିଆଯାଇଛି ।

  • Related Posts

    ଆଶୁତୋଷ ଦୀକ୍ଷିତ ବାୟୁସେନା ମୁଖ୍ୟ ନିଯୁକ୍ତ

    ନୂଆଦିଲ୍ଲୀ: ଏୟାର ମାର୍ଶାଲ ଆଶୁତୋଷ ଦୀକ୍ଷିତଙ୍କୁ କେନ୍ଦ୍ର ସରକାର ନୂଆ ବାୟୁସେନା ମୁଖ୍ୟ (୨୯ତମ) ନିଯୁକ୍ତ କରିଛନ୍ତି। ସେ ଏବେ ବାୟୁସେନା ଉପମୁଖ୍ୟ ଭାବେ କାର୍ଯ୍ୟରତ। ସେ ଆସନ୍ତା ୩୧ ତାରିଖରୁ ଦାୟିତ୍ବ ଗ୍ରହଣ କରିବେ। ସେ ଏବେକାର ବାୟୁସେନା ମୁଖ୍ୟ…

    Continue reading
    ଫ୍ରାନ୍‌ସିସ ହାଲ୍‌ଜେନଙ୍କୁ ଫିଜିକ୍ସରେ ନୋବଲ୍ ପୁରସ୍କାର

    ଚଳିତ ବର୍ଷ ପାଇଁ ଫିଜିକ୍ସରେ ନୋବଲ୍ ପୁରସ୍କାର ବିଶିଷ୍ଟ ପଦାର୍ଥ ବିଜ୍ଞାନୀ ଫାନ୍ସିସ ହାଲ୍‌ଜେନଙ୍କୁ ପ୍ରଦାନ କରାଯିବ । ଆଇସ କ୍ୟୁବ୍ ନ୍ୟୁଟ୍ରିନୋ ଅବଜରଭେଟୋରିରେ ତାଙ୍କ ଗବେଷଣା ପାଇଁ ଏହି ପଦାର୍ଥ ବିଜ୍ଞାନୀଙ୍କୁ ଚିଳିତ ବର୍ଷର ନୋବଲ୍ ପୁରସ୍କାର ପ୍ରଦାନ କରାଯିବ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ