୧୨ରେ ଶପଥ ନେବେ ଜଷ୍ଟିସ୍‌ କୃଷ୍ଣ ଶ୍ରୀପାଦ ଦୀକ୍ଷିତ

କଟକ:ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ଜଷ୍ଟିସ୍‌ କୃଷ୍ଣ ଶ୍ରୀପାଦ ଦୀକ୍ଷିତ ଆସନ୍ତା ୧୨ ତାରିଖ ସୋମବାର ଶପଥ ନେବେ। ଜଷ୍ଟିସ୍‌ ଦୀକ୍ଷିତଙ୍କ ଯୋଗଦାନ ପରେ ଓଡ଼ିଶା ହାଇକୋର୍ଟର ବିଚାରପତିଙ୍କ ସଂଖ୍ୟା ୧୯ରେ ପହଞ୍ଚିବ। ଗତ ମାସ ୧୫ ଓ ୧୯ରେ ଅନୁଷ୍ଠିତ କଲେଜିୟମ ବୈଠକରେ ଜଷ୍ଟିସ୍‌ କୃଷ୍ଣ ଶ୍ରୀପାଦ ଦୀକ୍ଷିତଙ୍କ ସହ ମୋଟ ୭ ଜଣ ବିଚାରପତିଙ୍କୁ ବିଭିନ୍ନ ହାଇକୋର୍ଟକୁ ବଦଳି ପାଇଁ ସୁପାରିସ୍‌ କରାଯାଇଥିଲା। ଏହି ସୁପାରିସକୁ କେନ୍ଦ୍ର ସରକାର ଗତ ୨ ତାରିଖରେ ଅନୁମୋଦନ କରିଥିଲେ। ଜଷ୍ଟିସ୍‌ ଦୀକ୍ଷିତ ୨୦୧୮ ମସିହା ଫେବୃଆରୀ ୧୪ରେ କର୍ଣ୍ଣାଟକ ହାଇକୋର୍ଟର ଅତିରିକ୍ତ ବିଚାରପତି ଭାବେ ଶପଥ ଗ୍ରହଣ କରିଥିଲେ। ୨୦୨୦ ଜାନୁଆରୀ ୭ରେ ସେ ସ୍ଥାୟୀ ବିଚାରପତି ଭାବେ ନିଯୁକ୍ତି ପାଇ କାର୍ୟ୍ୟ କରିଆସୁଛନ୍ତି।

  • Related Posts

    ଅବକାରୀ ମାଫିଆ ସାବଧାନ : ଘର ଉପରେ ହେବ ଚଢ଼ାଉ

    ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ଅଧକ୍ଷ୍ୟତାରେ ଅବକାରୀ ବିଭାଗର ସମୀକ୍ଷା ବୈଠକ – ଅକ୍ଟୋବର ୧୦ ରୁ ୩୧ ପର୍ଯ୍ୟନ୍ତ ହେବ ସ୍ୱତନ୍ତ୍ର ଚଢ଼ାଉ ଅଭିଯାନ – ବେଆଇନ କାରବାର ଉପରେ କଡା କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ – ଦଣ୍ଡବିଧାନ ପ୍ରକ୍ରିୟାକୁ ଅଧିକ…

    Continue reading
    ଏସଇବିସି କମିଶନ ଗଠିତ : ଅବସରପ୍ରାପ୍ତ ବିଚାରପତି ପ୍ରମଥ ହେଲେ ଅଧ୍ୟକ୍ଷ

    ଭୁବନେଶ୍ୱର, ୭ ।୧୦ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଉଭୟ ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ବିଭିନ୍ନ ସ୍ଥାନୀୟ ସ୍ୱାୟତ୍ତ ଶାସନ ସଂସ୍ଥାଗୁଡିକରେ (ପଞ୍ଚାୟତ ଓ ପୌରାଞ୍ଚଳ) ସାମାଜିକ ଓ ଶିକ୍ଷାଗତ ଭାବେ ପଛୁଆ ବର୍ଗର ଲୋକଙ୍କ ସଂଖ୍ୟା, ସେମାନଙ୍କ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ