ଓଡ଼ିଶାର ସବୁ ଆନ୍ତଃ ରାଜ୍ୟ ବିବାଦର ସମାଧାନ ପାଇଁ ଗଠନ ହେବ ଆନ୍ତ ମନ୍ତ୍ରୀ ସ୍ତରୀୟ କମିଟି

ଭୁବନେଶ୍ୱର: ବିଭିନ୍ନ ରାଜ୍ୟ ସହିତ ଓଡ଼ିଶାର ଥିବା ବିବାଦ ଗୁଡ଼ିକର ସମାଧାନ ପାଇଁ ଏକ ମନ୍ତ୍ରୀ ସ୍ତରୀୟ କମିଟି ( Inter Ministerial Committee ) ଗଠନ କରାଯିବ। ଆଜି ଲୋକ ସେବା ଭବନରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ଉଚ୍ଚ ସ୍ତରୀୟ ବୈଠକରେ ମୁଖ୍ୟମନ୍ତ୍ରୀ ମାଝୀ ଏହି ନିଷ୍ପତ୍ତି ଗ୍ରହଣ କରିଛନ୍ତି।

 

ବୈଠକରେ ବିଭିନ୍ନ ଆନ୍ତଃ ରାଜ୍ୟ ବିବାଦ ସଂପର୍କରେ ବିଷଦ ଆଲୋଚନା କରାଯାଇଥିଲା। ପୋଲାଭରମ, ବଂଶଧାରା, ମହାନଦୀ, କୋଟିଆ ଆଦି ବିଭିନ୍ନ ସମସ୍ୟା ଉପରେ ଆଲୋଚନା କରାଯାଇଥିଲା।

 

ଆଲୋଚନାରେ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ଆଡଭୋକେଟ ଜେନେରାଲ ପିତାମ୍ବର ଆଚାର୍ଯ୍ୟ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ, ଉନ୍ନୟନ କମିଶନର ଅନୁ ଗର୍ଗ, ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଦେଓ ରଞ୍ଜନ କୁମାର ସିଂହ, ଆଇନ ବିଭାଗ ପ୍ରମୁଖ ସଚିବ ମାନସ ରଞ୍ଜନ ବାରିକ ପ୍ରମୁଖ ଉପସ୍ଥିତ ଥିଲେ।

  • Related Posts

    ଆସନ୍ତା ଆର୍ଥିକ ବର୍ଷରୁ ପ୍ଲାଷ୍ଟିକ୍‌ ନୋଟ୍‌

    ମୁମ୍ବାଇ: ଆସନ୍ତା ଆର୍ଥିକ ବର୍ଷ ୧ା ୨୦୨୭-୨୮ଠାରୁ ଦେଶରେ ପ୍ଲାଷ୍ଟିକ୍ ନୋଟ୍‌ ପ୍ରଚଳନ ଆରମ୍ଭ କରିବାକୁ ଭାରତୀୟ ରିଜର୍ଭ ବ୍ୟାଙ୍କ ଲକ୍ଷ୍ୟ ରଖିଛି। ଏ ସମ୍ପର୍କରେ ରିଜର୍ଭ ବ୍ୟାଙ୍କ ଗଭର୍ଣ୍ଣର ସଞ୍ଜୟ ମାଲହୋତ୍ରା କହିଛନ୍ତି ଯେ ଯୋଜନା ଅନୁସାରେ ପରୀକ୍ଷଣ ସଫଳ…

    Continue reading
    ରେପୋରେଟ୍ ସ୍ଥିର ରଖିଲା RBI

    ନୂଆଦିଲ୍ଲୀ: ଭାରତୀୟ ରିଜର୍ଭ ବ୍ୟାଙ୍କ ମୁଦ୍ରାସ୍ପୀତି ବୈଠକରେ ବଡ଼ ନିଷ୍ପତ୍ତି ନେଇଛି । ରେପୋରେଟ୍ ହାରକୁ ୫.୨୫% ରେ ସ୍ଥିର ରଖିବାକୁ ନିଷ୍ପତ୍ତି ନେଇଛି ଆରବିଆଇ । ଯାହାର ଅର୍ଥ ହେଉଛି ଆପଣଙ୍କର EMI ବର୍ତ୍ତମାନ ପାଇଁ ହ୍ରାସ ପାଇବ ନାହିଁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ