ବିଜେଡି ପ୍ରଚାରକ ସାଜିଥିବା ଅଫିସରଙ୍କୁ ଚେତାବନୀ ଦେଲେ ବିଧାୟକ ଅଶୋକ

ଭୁବନେଶ୍ୱର: ବିଜେଡି ପ୍ରଚାରକ ସାଜିଥିବା ଅଫିସରଙ୍କ ବିରୋଧରେ ତଦନ୍ତ ଚାଲିଛି ବୋଲି ଶନିବାର ଗଣମାଧ୍ୟମକୁ ପ୍ରତିକ୍ରିୟା ରଖିଛନ୍ତି ଭାଜପା ବିଧାୟକ ଅଶୋକ ମହାନ୍ତି। ସେ କହିଛନ୍ତି, ତଥ୍ୟ ସଂଗ୍ରହ ଚାଲିଛି। ‘ଆଶିଷ ସିଂ ଓ ଡିଏସ କୁଟ୍ଟେଙ୍କ ବିରୋଧରେ ବହୁ ଦିନରୁ ତଦନ୍ତ ଚାଲିଥିଲାା ତଦନ୍ତରୁ ସତ୍ୟାସତ୍ୟ ଜଣାପଡ଼ିବା ପରେ କାରଣ ଦର୍ଶାଅ ନୋଟିସ ଜାରି ହୋଇଥିଲା। ୨ ଅଫିସର ସିଧାସଳଖ ବିଜେଡିର ନିର୍ବାଚନ ପରିଚାଳନା କାମ କରୁଥିଲେ। ଏହି ଅଫିସରଙ୍କ ବିରୋଧରେ ଯେଉଁ କାର୍ଯ୍ୟାନୁଷ୍ଠାନ ହେଲା ତାହା ଯଥାର୍ଥ ବୋଲି ବିଧାୟକ କହିଛନ୍ତି। ଅନ୍ୟପକ୍ଷେ ଅଫିସରମାନେ ଏଥିରୁ କ୍ଷାନ୍ତ ରୁହନ୍ତୁ, ନଚେତ ସରକାର ଆହୁରି କଠୋର ହେବେ ବୋଲି ଅଶୋକ ଦୃଢ଼ଉକ୍ତି ପ୍ରକାଶ କରିଛନ୍ତି।
ସୂଚନାଯୋଗ୍ୟ, ଆଶିଷ ସିଂ ଏବଂ ଡିଏସ୍‌ କୁଟ୍ଟେଙ୍କ ପାଇଁ ବଢିଲା ଅଡୁଆ । କାର୍ଯ୍ୟାନୁଷ୍ଠାନ ପାଇଁ ଗୃହ ବିଭାଗ ଆରମ୍ଭ କଲା ପ୍ରକ୍ରିୟା । ଆଶିଷ ସିଂହ ଓ ଡିଏସ କୁଟ୍ଟେଙ୍କ ଉପରେ ହୋଇପାରେ କାର୍ଯ୍ୟାନୁଷ୍ଠାନ । ୩୦ ଦିନ ଭିତରେ ଉଭୟଙ୍କୁ ଉତ୍ତର ଦେବା ପାଇଁ ନିର୍ଦ୍ଦେଶ । ନିର୍ବାଚନ ପରିଚାଳନାରେ ସମ୍ପୃକ୍ତି ଅଭିଯୋଗରେ କୁଟ୍ଟେଙ୍କୁ ଉତ୍ତର ଦେବାକୁ ନିର୍ଦ୍ଦେଶ । ସନ୍ତୋଷଜନକ ଉତ୍ତର ନଦେଲେ ହୋଇପାରେ ତଦନ୍ତ ।

  • Related Posts

    ବେଗୁନିଆ କାହା ମାମୁଁ ଘର ? ଅଟ୍ରିରେ ପ୍ରଦୀପ ଓ ପ୍ରଶାନ୍ତ ମୁହାଁମୁହିଁ

    ଖୋର୍ଦ୍ଧା : ବେଗୁନିଆ ବୋଲଗଡ ନିର୍ବାଚନମଣ୍ଡଳୀ କାହା ଘର ? ବର୍ତ୍ତମାନ ବିଧାୟକ ପ୍ରଦୀପ ସାହୁଙ୍କର ନା ପୂର୍ବତନ ବିଧାୟକ ତଥା ବର୍ତ୍ତମାନ ଖୋର୍ଦ୍ଧା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କର, ତାହା ଏବେ ଚର୍ଚ୍ଚାର କେନ୍ଦ୍ର ବିନ୍ଦୁ ପାଲଟିଛି । ନିକଟରେ ବେଗୁନିଆ…

    Continue reading
    କଲେଜ ନିର୍ବାଚନ : ସୋମବାର ସୁଦ୍ଧା କାର୍ଯ୍ୟସୂଚୀ

    ଭୁବନେଶ୍ୱର, ୩ ।୧୦ : ଖୁବ୍‌ଶୀଘ୍ର କଲେଜ ନିର୍ବାଚନ ତାରିଖ ଘୋଷଣା କରାଯିବ । ଆଜି ତାରିଖ ଘୋଷଣା ହେବବୋଲି ଅନୁମାନ କରାଯାଉଥିଲା । ତେବେ ରାଜନୀତିକ କାରଣବଶତଃ ତାରିଖ ଘୋଷଣା ହୋଇପାରିନାହିଁ । ରବିବାର କିମ୍ବା ସୋମବାର କଲେଜ ନିର୍ବାଚନ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ