ଆଜିଠୁ ପୁଣି ଆରମ୍ଭ ହେବ ଆଇପିଏଲ୍‌‌

ନୂଆଦିଲ୍ଲୀ: ଆଜିଠୁ ପୁଣି ଆଇପିଏଲ୍‌‌ ମ୍ୟାଚ ଆରମ୍ଭ କରାଯିବ। ଆରସିବି ଓ କଲକାତା ମଧ୍ୟରେ ପ୍ରଥମ ମ୍ୟାଚ ଖେଳାଯିବ। ୬ଟି ଭେନ୍ୟୁରେ ଅବଶିଷ୍ଟ ୧୭ଟି ମ୍ୟାଚ ଅନୁଷ୍ଠିତ ହେବ। ବେଙ୍ଗାଲୁରୁ, ଜୟପୁର, ଦିଲ୍ଲୀ, ଲକ୍ଷେ୍ମø, ମୁମ୍ବାଇ, ଅହମ୍ମଦାବାଦରେ ମ୍ୟାଚ ଖେଳାଯିବ। ମେ’ ୨୯ରେ କ୍ୱାଲିଫାୟର ଏବଂ ମେ’ ୩୦ରେ ଏଲିମିନେଟର ମ୍ୟାଚ ସହଜୁନ ୧ରେ କ୍ୱାଲିଫାୟର-୨ ମ୍ୟାଚ ଅନୁଷ୍ଠିତ ହେବ। ଜୁନ ୩ ତାରିଖରେ ଫାଇନାଲ ମ୍ୟାଚ ଖେଳାଯିବ ବୋଲି ସୂଚନା ମିଳିଛି।

  • Related Posts

    ଲକ୍ଷ୍ନୌକୁ ୬ ଓ୍ବିକେଟରେ ହରାଇଲା ଦିଲ୍ଲୀ

    ଲକ୍ଷ୍ନୌ:ଆଇପିଏଲ୍ ୨୦୨୬ ର ପଞ୍ଚମ ଲିଗ୍ ମ୍ୟାଚ୍ ରେ, ଦିଲ୍ଲୀ କ୍ୟାପିଟାଲ୍ସ ଲକ୍ଷ୍ନୌ ସୁପରଜାଏଣ୍ଟସ୍ କୁ ୬ ୱିକେଟରେ ପରାସ୍ତ କରିଛି। ସମୀର ରିଜଭି ଏବଂ ଟ୍ରିଷ୍ଟନ୍ ଷ୍ଟବ୍ସ ଦଳକୁ ବିଜୟୀ କରିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ। ଏହି ଯୋଡ଼ି…

    Continue reading
    ଆଇପିଏଲ: ଆଜି ଦିଲ୍ଲୀ-ଲକ୍ଷ୍ନୌ ମୁହାଁମୁହିଁ

    ଆଜି ଆଇପିଏଲ ୨୦୨୬ର ପଞ୍ଚମ ମ୍ୟାଚ ଖେଳାଯିବ । ରିଷଭ ପନ୍ତଙ୍କ ନେତୃତ୍ୱରେ ଲକ୍ଷ୍ନୌ ଦଳ ଘରୋଇ ଗ୍ରାଉଣ୍ଡ୍‌ରେ ଦିଲ୍ଲୀକୁ ଭେଟିବ । ଉଭୟ ଦଳ ବିଜୟ ସହ ଅଭିଯାନ ଆରମ୍ଭ କରିବାକୁ ଲକ୍ଷ୍ୟ ରଖିଥିବାରୁ ଆଜି ଏକ ସଂଘର୍ଷପୂର୍ଣ୍ଣ ମୁକାବିଲା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ