ସୈଫ ଅଲ୍ଲୀ ଖାନଙ୍କୁ ଛୁରାମାଡ଼ ଘଟଣାରେ ଆଉ ଜଣେ ସନ୍ଦିଗ୍ଧ ଅଟକ

ନୂଆଦିଲ୍ଲୀ: ସୈଫ୍‌ ଅଲ୍ଲୀ ଖାନଙ୍କୁ ଛୁରାମାଡ଼ ଘଟଣାରେ ଆଉ ଜଣେ ସନ୍ଦିଗ୍ଧ ଅଟକ । ଛତିଶଗଡ଼ ଦୁର୍ଗରୁ ସନ୍ଦିଗ୍ଧ ଧରାପଡ଼ିଥିବା ସୂଚନା ମିଳିଛି । ଜ୍ଞାନେଶ୍ବରୀ ଏକ୍ସପ୍ରେସରୁ ଏହି ସନ୍ଦିଗ୍ଧକୁ ଧରିଛି ରେଲୱେ ପୋଲିସ । ସନ୍ଦିଗ୍ଧ ଜଣକ ଜ୍ଞାନଶ୍ବେରୀ ଏକ୍ସପ୍ରେସରେ ଯାତ୍ରା କରୁଥିବା ଖବର ପାଇ ସ୍ଥାନୀୟ ପୋଲିସର ସହାୟତାରେ ତାକୁ ଟ୍ରେନରୁ ଓହ୍ଲାଇଦିଆଯାଇଥିଲା। ବର୍ତ୍ତମାନ ତାକୁ ହେପାଜତରେ ରଖି ପୋଲିସ ପଚରାଉଚରା କରୁଛି। ସୂଚନାଯୋଗ୍ୟ, ଗତ ୧୫ତାରିଖ ବିଳମ୍ବିତ ରାତିରେ ବଲିଉଡ ଅଭିନେତା ସୈଫ୍‌ ଅଲୀ ଖାନଙ୍କ ମୁମ୍ବାଇ ସ୍ଥିତ ଘରେ ପଶି ସୈଫ୍‌ଙ୍କୁ ଛୁରୀରେ ଆକ୍ରମଣ କରିଥିଲା ଦୁର୍ବୁତ୍ତ । ଏହି ଆକ୍ରମଣରେ ଅଭିନେତା ସୈଫ୍‌ ଅଲୀ ଖାନ ଗୁରୁତର ଆହତ ହୋଇଥିଲେ। ଚିକିତ୍ସା ପାଇଁ ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବାବେଳେ ସୈଫଙ୍କ ମେରୁ ହାଡ଼ରୁ ନିକଟରୁ ଛୁରୀର ଏକ ଅଂଶ ମଧ୍ୟ କଢ଼ାଯାଇଛି। ଦୁଇଟି ସର୍ଜରୀ ପରେ ଅଭିନେତା ଏବେ ବିପଦମୁକ୍ତ ଅଛନ୍ତି।

  • Related Posts

    ଟାଇଗର ନୁହଁ , ସଲମାନ ଖାନ୍ ଥିଲେ ଟାର୍ଗେଟ୍

    ବଲିଉଡ୍‌ ଅଭିନେତା ଟାଇଗର ଶ୍ରଫ୍‌ଙ୍କ ଉପରେ ଗୁଳିମାଡ଼ ଘଟଣାକୁ ନେଇ ତଦନ୍ତରେ ନୂଆ ତଥ୍ୟ ସାମ୍ନାକୁ ଆସିଛି। ଟାଇଗର ଶ୍ରଫ୍‌ ନୁହଁନ୍ତି, ବରଂ ଅଭିନେତା ସଲମାନ ଖାନ୍ ଥିଲେ ଆକ୍ରମଣକାରୀଙ୍କ ମୂଳ ଟାର୍ଗେଟ୍‌ ବୋଲି ଜଣାପଡ଼ିଛି। ସଲମାନଙ୍କ ଘର ଆଖପାଖରେ କଡ଼ା…

    Continue reading
    ଶେଷ ପର୍ଯ୍ୟାୟରେ ଭାରତ-ଆମେରିକା ବାଣିଜ୍ୟ ଚୁକ୍ତି

    ନୂଆଦିଲ୍ଲୀ: ଭାରତ ଏବଂ ଆମେରିକା ମଧ୍ୟରେ ଗତ ବର୍ଷେରୁ ଅଧିକ ସମୟରୁ ଚାଲିଥିବା ବାଣିଜ୍ୟ ଚୁକ୍ତି ଆଲୋଚନା ଏବେ ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ବୈଦେଶିକ ମନ୍ତ୍ରୀ ମାର୍କୋ ରୁବିଓଙ୍କ ସମେତ ଅନେକ ବରିଷ୍ଠ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ମୁଁ ବି ଖୁବ୍‌ଶୀଘ୍ର ପିତା ହେବି କହିଲେ ସଲମାନ୍‌ ଖାନ୍‌

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି