arrested ବିନା ଲାଇସେନ୍ସରେ ର ମଦ ବିକ୍ରି, ୩ ଗିରଫ

ଦିଗପହଣ୍ଡି: ଗଞ୍ଜାମ ଜିଲା ଚିକିଟି ବ୍ଲକ ଚାନ୍ଦପୁର ଗ୍ରାମ ବଜାରରେ ଚିକିଟି ଏସ୍‌ଡିପିଓ ବିଶ୍ୱାମିତ୍ର ହରପାଲ, ଚିକିଟି ଫାଣ୍ଡି ଅଧିକାରୀ ଏସ୍‌ଆଇ ଗୌତମ ସାହୁ, ହାବିଲଦାର କିଶୋର ନାୟକ, କନଷ୍ଟେବଳ ବାବୁଲା ସାହୁ, ସତୀଶ କୁମାର ସ୍ବାଇଁ, ବାବୁଲା ନାୟକ ସଦଳବଳ ଅତର୍କିତ ଚଢ଼ାଉ କରି ବିନା ଲାଇସେନ୍ସରେ ବେଆଇନ ଭାବେ ବିଦେଶୀ ମଦ ବିକ୍ରି କରୁଥିବା ୩ ବ୍ୟବସାୟୀଙ୍କୁ ଗିରଫ କରିଛନ୍ତି। ସେମାନଙ୍କ ନିକଟରୁ ବିଭିନ୍ନ ବ୍ରାଣ୍ଡ୍‌ର ୫୯ ଟି ବୋତଲରେ ଥିବା ୨୪ ଲିଟର ୬୭୦ ମିଲି ଲିଟର ବିଦେଶୀ ମଦ ଜବତ କରାଯାଇଛି।

ଏନେଇ ଫାଣ୍ଡି ଅଧିକାରୀଙ୍କ ଏତଲାକ୍ରମେ କେ.ନୂଆଗାଁ ଥାନା ମାମଲା ନଂ.୧୯୩/୨୬,୧୯୪/୨୬ ଏବଂ ୧୯୫/୨୬ ଅନୁଯାୟୀ ପୃଥକ ମାମଲା ରୁଜୁ କରାଯାଇଥିବା ଆଇଆଇସି ବିଶ୍ୱଜିତ ନାୟକ କହିଛନ୍ତି। ଅଭିଯୁକ୍ତମାନଙ୍କୁ ନୋଟିସ ଦିଆଯାଇ କୋର୍ଟରେ ହାଜର ହେବାକୁ ସର୍ତ୍ତମୂଳକ ଜାମିନରେ ଛଡ଼ାଯାଇଥିବା ଜଣାପଡ଼ିଛି।

  • Related Posts

    ଉତ୍ତରାଖଣ୍ଡରେ ପୁଣି ୪.୨ତୀବ୍ରତାର ଭୂମିକମ୍ପ

    ଶନିବାର ରାତି ଉତ୍ତରାଖଣ୍ଡର ଉତ୍ତରକାଶୀ ଜିଲ୍ଲାରେ ୪.୨ ତୀବ୍ରତାର ଭୂମିକମ୍ପ ଅନୁଭୂତ ହୋଇଥିଲା, ଯାହା ଫଳରେ ଲୋକମାନେ ଭୟରେ ଘରୁ ବାହାରକୁ ପଳାଇ ଆସିଥିଲେ । ଯଦିଓ ଏହି ଭୂମିକମ୍ପରେ କୌଣସି କ୍ଷୟକ୍ଷତିର ସୂଚନା ମିଳିନାହିଁ, ତେବେ ଜାତୀୟ ଭୂକମ୍ପ ବିଜ୍ଞାନ…

    Continue reading
    ସୋମବାର ବହୁ ପ୍ରତୀକ୍ଷିତ କଟକଚଣ୍ଡୀ ମନ୍ଦିରର ଉଦ୍‌ଘାଟନ

    ଭୁବନେଶ୍ୱର: ଅକ୍ଟୋବର ମାସ ୧୨ ତାରିଖ ସୋମବାର ଦିନ ବହୁ ପ୍ରତୀକ୍ଷିତ କଟକଚଣ୍ଡୀ ମନ୍ଦିରର ନବକଳେବର ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଦ୍‌ଘାଟନ କରିବେ। ମାଆ କଟକ ଚଣ୍ଡୀଙ୍କ ମନ୍ଦିରର କାୟାକଳ୍ପ ଓ ଚତୁଃପାର୍ଶ୍ୱର ଉନ୍ନତିକରଣ ପାଇଁ ପ୍ରାୟ ୭୦…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ