ସଡ଼କ ଦୁର୍ଘଟଣାରେ ଚାଲିଗଲା ୧୧ ଜୀବନ

ନୂଆଦିଲ୍ଲୀ : ୟୁପି ଓ ମହାରାଷ୍ଟ୍ରରେ ସଡ଼କ ଦୁର୍ଘଟଣାରେ ଚାଲିଗଲା ୧୧ ଜୀବନ । ମହାରାଷ୍ଟ୍ର ଅମରାବତୀ ଜିଲ୍ଲାର ସମୃଦ୍ଧି ରାଜପଥରେ ଏକ ଦ୍ରୁତଗାମୀ ଟ୍ରକ୍ ଏକ ପିକଅପ୍ ଭ୍ୟାନ୍ କୁ ପଛପଟୁ ଧକ୍କା ଦେଇଥିଲା । ଏହି ଦୁର୍ଘଟଣାରେ ସାତ…

Continue reading
ପାଇଲଟ ସ୍ମିତଙ୍କ ସହ କଥା ହେଲେ ମୋଦି

ନୂଆଦିଲ୍ଲୀ: ପାଇଲଟ ସ୍ମିତଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଫୋନ କରି ପାଇଲଟ ସ୍ମିତ ମଚ୍ଛରଙ୍କ ସ୍ଵାସ୍ଥ୍ୟାବସ୍ଥା ପଚାରି ବୁଝିଲେ ପିଏମ୍ । କଥାବାର୍ତ୍ତା ବେଳେ କ୍ୟାପ୍ଟେନ୍ ସ୍ମିତ ଫ୍ଲାଏଦୁବାଇ ଘଟଣା ବିଷୟରେ ପ୍ରଧାନମନ୍ତ୍ରୀଙ୍କୁ ଜଣାଇଛନ୍ତି ।…

Continue reading
ଭୁବନେଶ୍ୱରରେ ଯୁବତୀଙ୍କୁ ଦୁଷ୍କର୍ମ ଘଟଣା, ଡିସିପିଙ୍କୁ ଭେଟି ଅଭିଯୁକ୍ତଙ୍କୁ ଗିରଫ ଦାବି କଲା ବିଜେଡି

ଭୁବନେଶ୍ୱର: ଭୁବନେଶ୍ୱରରେ ଜଣେ ଯୁବତୀଙ୍କୁ ତାଙ୍କ ଭଡ଼ାଘରେ ଜଣେ ମୁଖାପିନ୍ଧା ବ୍ୟକ୍ତି ପଶି ବନ୍ଧୁକ ଦେଖାଇ ଧମକ ଦେବା ସହ ଦୁଷ୍କର୍ମ କରିଥିବା ନେଇ ଅଭିଯୋଗ ହୋଇଛି। ଏ ନେଇ ବିଜେଡିର ଏକ ପ୍ରତିନିଧିମଣ୍ଡଳୀ ପୀଡ଼ିତାଙ୍କ ଘରକୁ ଯାଇ ଘଟଣା ସମ୍ପର୍କରେ…

Continue reading
ଆଜିଠୁ ବିଜେଡିର ଜନସମ୍ପର୍କ ପଦଯାତ୍ରା, କଂଗ୍ରେସର ପ୍ରତିବାଦ, ବିଜେପିର ସେବା ସଂକଳ୍ପ ଅଭିଯାନ

ଭୁବନେଶ୍ୱର: ଗାନ୍ଧି ଜୟନ୍ତୀରୁ ରାଜ୍ୟ ରାଜନୀତି ଆହୁରି ସରଗରମ ହେବ । ସବୁ ଦଳ ମଇଦାନକୁ ଓହ୍ଲାଇବେ । ବିରୋଧୀ ଦଳ ସରକାରଙ୍କୁ ଘେରିବାକୁ ରଣନୀତି ସହ ଆସୁଛନ୍ତି । ଶାସକ ଦଳ ସେବାମୂଳକ କାର୍ଯ୍ୟକ୍ରମ ମାଧ୍ୟମରେ ଲୋକଙ୍କ ନିକଟତର ହେବାକୁ…

Continue reading
ସୌମ୍ୟରଞ୍ଜନ ମୃତ୍ୟୁ ମାମଲା, ହାଇକୋର୍ଟ ମାମଲା ପ୍ରତ୍ୟାହାର ପାଇଁ ପିତାଙ୍କ ଆବେଦନ

ଭୁବନେଶ୍ୱର: ବାଲିଅନ୍ତା ଥାନା ଅଞ୍ଚଳରେ ଜିଆରପି କନଷ୍ଟେବଳ ସୌମ୍ୟରଞ୍ଜନ ସ୍ୱାଇଁଙ୍କ ମୃତ୍ୟୁ ଘଟଣାରେ ନୂଆ ମୋଡ଼ ଆସିଛି । ସୌମ୍ୟରଞ୍ଜନଙ୍କ ପିତା ଦୁଃଶାସନ ସ୍ୱାଇଁ ହାଇକୋର୍ଟରେ ପୂର୍ବରୁ ହୋଇଥିବା ମାମଲାକୁ ପ୍ରତ୍ୟାହାର କରିବା ପାଇଁ ଆବେଦନ କରିଛନ୍ତି । ଏହି ମାମଲା…

Continue reading
ପଦ୍ମଶ୍ରୀ ପ୍ରଫେସର ଡା. ଅଶୋକ କୁମାର ମହାପାତ୍ର ଅସୁସ୍ଥ

ଭୁବନେଶ୍ୱର: ବିଶିଷ୍ଟ ଚିକିତ୍ସକ ପଦ୍ମଶ୍ରୀ ପ୍ରଫେସର ଡା. ଅଶୋକ କୁମାର ମହାପାତ୍ର ଅସୁସ୍ଥ । କିଛିଦିନ ତଳେ ସେ ମସ୍ତିଷ୍କ ଯନ୍ତ୍ରଣାରେ ଅସୁସ୍ଥ ହୋଇ ସମ୍ ହସ୍ପିଟାଲ୍‌ରେ ଚିକିତ୍ସିତ ହେଉଥିଲେ । ଅଧିକ ଉନ୍ନତ ଚିକିତ୍ସା ଲାଗି ତାଙ୍କୁ ନୂଆଦିଲ୍ଲୀ ଏମ୍‌ସକୁ…

Continue reading
ଜନସମ୍ପର୍କ ପଦଯାତ୍ରା: ରାଜ୍ୟ ସରକାରଙ୍କ ବିଫଳତା ଓ ପରିଚାଳନା ଉପରେ କହିଲେ ନବୀନ

ଭୁବନେଶ୍ୱର: ଗାନ୍ଧୀ ଜୟନ୍ତୀରୁ ବିଜେଡିର ବାର୍ଷିକ ଜନସମ୍ପର୍କ ପଦଯାତ୍ରା ଏକାମ୍ର ନିର୍ବାଚନମଣ୍ଡଳୀରୁ ଶୁଭାରମ୍ଭ ହୋଇଛି । ନଭେମ୍ବର ଦୁଇ ତାରିଖ ପର୍ଯ୍ୟନ୍ତ ଏହା ଚାଲିବ । ବିମାନବନ୍ଦର ନିକଟସ୍ଥ ରଜ ପଡିଆରୁ ପଦଯାତ୍ରାର ଶୁଭାରମ୍ଭ କରି ବିଜେଡି ସଭାପତି ନବୀନ ପଟ୍ଟନାୟକ…

Continue reading
ସିଇସି ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବି; ଆଜିଠୁ ସିଜେପି ଓ ‘ଇଣ୍ଡି’ ମେଣ୍ଟର ବିକ୍ଷୋଭ

ନୂଆଦିଲ୍ଲୀ : ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ପ୍ରକ୍ରିୟାକୁ ନେଇ ଦେଶ ରାଜନୀତି ଉଠୁଛି ପଡୁଛି। ଏସଆଇଆର ପ୍ରସଙ୍ଗରେ ସିଇସି ଓ ଅନ୍ୟ ଦୁଇ ନିର୍ବାଚନ ଆୟୁକ୍ତଙ୍କ ମଧ୍ୟରେ ମତଭେଦ ସମ୍ବନ୍ଧିତ ଗଣମାଧ୍ୟମ ରିପୋର୍ଟ ଆସିବା ପରେ ବିରୋଧୀ…

Continue reading
ରାଜଘାଟରେ ଜାତିର ପିତାଙ୍କୁ ଶ୍ରଦ୍ଧାଞ୍ଜଳି

ନୂଆଦିଲ୍ଲୀ : ଦେଶ ଆଜି ମହାତ୍ମା ଗାନ୍ଧୀଙ୍କ ୧୫୭ତମ ଜନ୍ମବାର୍ଷିକୀ ପାଳନ କରୁଛି। ଏହି ଅବସରରେ ନୂଆଦିଲ୍ଲୀର ରାଜଘାଟରେ ଥିବା ଗାନ୍ଧୀ ସମାଧିରେ ଏକ ଶ୍ରଦ୍ଧାଞ୍ଜଳି ସମାରୋହ ଅନୁଷ୍ଠିତ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରାଜଘାଟରେ ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ…

Continue reading
ସ୍ମିତଙ୍କୁ ସମ୍ମାନିତ କରି​ବେ ଗୁଜରାଟ ସରକାର

ଅହମଦାବାଦ: ଗୁଜରାଟ ସରକାର ଫ୍ଲାଏ ଦୁବାଇ ବିମାନର ସାହସୀ ଭାରତୀୟ ପାଇଲଟ୍‌ କ୍ୟାପଟେନ୍ ସ୍ମିତ୍ ମଚ୍ଛାରଙ୍କ ଅସାଧାରଣ ବୀରତ୍ୱ ପାଇଁ ତାଙ୍କୁ ରାଜ୍ୟର ସର୍ବୋଚ୍ଚ ସମ୍ମାନ ‘ବିଶିଷ୍ଟ ଗୁଜରାଟ ଗରିମା ପୁରସ୍କାର’ରେ ସମ୍ମାନିତ କରିବେ। ଏହାସହିତ ୨୫ ଲକ୍ଷ ଟଙ୍କାର ଆର୍ଥିକ…

Continue reading