ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବଡ଼ ମହାସ୍ନାନ

ପୁରୀ: ଶ୍ରୀ ମନ୍ଦିରରେ ମହାପ୍ରଭୁଙ୍କ ବଡ଼ ମହାସ୍ନାନ । ରବିବାର ଭିତରକାଠ ନିକଟରେ ଛେପ ପଡିବାରୁ ଅବକାଶ ନୀତି ପରେ ଶ୍ରୀଜୀଉଙ୍କ ମହାସ୍ନାନ କରାଯାଇଛି । ଏହି ସମୟରେ ପ୍ରାୟ ୧ ଘଣ୍ଟା ପାଇଁ ମାହପ୍ରଭୁଙ୍କ ଦର୍ଶନ ବନ୍ଦ କରାଯାଇଛି ।…

Continue reading
ହାତୀର ମୃତଦେହ ଜବତ

ପାଟଣାଗଡ଼: ବଲାଙ୍ଗୀର ଜିଲ୍ଲା ପାଟଣାଗଡ଼ ରେଞ୍ଜ ଲରମ୍ଭା ସେକ୍ସନ ଗଡିଆଜୋର ଗାଁ ପାଖ ଜଙ୍ଗଲ ରାସ୍ତାରେ  ଏକ ହାତୀର ମୃତଦେହ ପଡ଼ି ରହିଥିବାର ଦେଖିବାକୁ ମିଳିଛି ।ସୂଚନା ମୁତାବକ, ହାତୀଟି ଗଡିଆଜୋର ଗାଁ ପାଖ ଅଞ୍ଚଳରେ ବହୁ ଦିନୁ ବୁଲାବୁଲି କରୁଥିଲା ।…

Continue reading
ମାଡ଼ିଗଲା ବୋଲେରୋ:ବୃଦ୍ଧ ମୃତ

ସୋନପୁର: ବଜାରକୁ ଚାଲିଚାଲି ଯାଉଥିଲେ ବୃଦ୍ଧ। ଦ୍ରୁତ ଗତିରେ ଆସି ବୃଦ୍ଧଙ୍କ ଉପରେ ମାଡ଼ିଗଲା ବୋଲେରୋ। ସୋନପୁର ଜିଲ୍ଲା ପିତାମହୁଲ ଛକର ସୁବଳୟା ରାସ୍ତାର ଆଜି ସକାଳେ ଏହି ଦୁର୍ଘଟଣା ଘଟିଛି। ମୃତ ବୃଦ୍ଧ ଜଣଙ୍କ ହେଲେ ପ୍ରେମାନନ୍ଦ ଖେତୀ(୭୦)। ସବୁଦିନ ପରି ଆଜି ସକାଳେ…

Continue reading
ବନ୍ଦ ହେଲା ବାବା କେଦାରନାଥ ପୀଠ

ନୂଆଦିଲ୍ଲୀ: ବନ୍ଦ ହେଲା ପ୍ରସିଦ୍ଧ କେଦାରନାଥ ପୀଠ । ଶୀତ ଋତୁ ପାଇଁ ବିଧିବିଧାନ ଅନୁସାରେ ପୂଜାର୍ଚ୍ଚନା ପରେ ଆଜି ବାବା କେଦାରନାଥ ପୀଠକୁ ବନ୍ଦ କରାଯାଇଛି । ତୁଷାରପାତ ଆରମ୍ଭରୁ ଏହାକୁ ବନ୍ଦ କରାଯାଇଥିବାବେଳେ ୬ ମାସ ପରେ ଏହା…

Continue reading
ଘୋଡ଼ାକୁ ଘାସ ଦାୟିତ୍ୱ ଦିଆଗଲେ ଘାସ ସୁରକ୍ଷିିତ ରହିବ କି :ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀ ଶନିବାର ପୁଣି ପୂର୍ବ ବିଜେଡି ସରକାରକୁ ଟାର୍ଗେଟ କରିଛନ୍ତି । ବଲାଙ୍ଗୀରେ ଅନୁଷ୍ଠିତ ଏକ ସାଧାରଣ ସଭାରେ ମୁଖ୍ୟମନ୍ତ୍ରୀ ବିଜେଡି ସରକାରକୁ କଡ଼ା ଭାଷାରେ ସମାଲୋଚନା କରିଛନ୍ତି । ଲୋୟର ସୁକତେଲ ପ୍ରକଳ୍ପ କାର୍ଯ୍ୟକାରୀ ନେଇ…

Continue reading
ନବୀନଙ୍କ ସୁରକ୍ଷା ହ୍ରାସ ପ୍ରସଙ୍ଗରେ ଏହା କହିଲେ ଡିଜିପି

ଭୁବନେଶ୍ୱର: ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ସମେତ ଅନ୍ୟ କେତେକଙ୍କ ସୁରକ୍ଷା ବ୍ୟବସ୍ଥା ହ୍ରାସ ପ୍ରସଙ୍ଗରେ ପୁଲିସ ଡିଜି ୱାଇ.ବି ଖୁରାନିଆ ଶନିବାର ନିଜ ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି ଯେ ଏହା ଏକ…

Continue reading
ନଭେମ୍ବର ଶେଷ ସୁଦ୍ଧା ସୁଭଦ୍ରା ଟଙ୍କା

ଭୁବନେଶ୍ୱର:ନଭେମ୍ବର ଶେଷ ସୁଦ୍ଧା ସୁଭଦ୍ରାର ତୃତୀୟ ପର୍ଯ୍ୟାୟ ଟଙ୍କା ମିଳିବ । ଏନେଇ ଶନିବାର ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ।  ସେ କହିଛନ୍ତି ଯେ ନଭେମ୍ବର ଶେଷ ସପ୍ତାହରେ ୨୦ ଲକ୍ଷରୁ ଊଦ୍ଧ୍ୱର୍ ହିତାଧିକାରୀଙ୍କୁ ସୁଭଦ୍ରା ଟଙ୍କା ମିଳିବ ।…

Continue reading
ଅଯୋଗ୍ୟ ହିତାଧିକାରୀ ତାଲିକାରୁ ପଡ଼ିବେ ବାଦ୍

ଅନୁଗୋଳ: ଅଯୋଗ୍ୟ ରାସନ୍ କାର୍ଡ ହିତାଧିକାରୀଙ୍କୁ ଚିହ୍ନଟ କରି ତାଲିକାରୁ ବାଦ୍ ଦେବା ପାଇଁ ନିର୍ଦ୍ଦେଶ ଦେଲେ ରାଜ୍ୟ ଖାଦ୍ୟ ଯୋଗାଣ ଏବଂ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ଆଜି ଦିନିକିଆ ଅନୁଗୋଳ ଗସ୍ତରେ ଆସି ସର୍କଟ ହାଉସ…

Continue reading
ବାଣ ଧୂଆଁରେ ଅଣନିଃଶ୍ବାସୀ ରାଜଧାନୀ ବାସିନ୍ଦା

ଭୁବନେଶ୍ବର: ଦୀପାବଳିରେ ବେପରୁଆ ଫୁଟିଲା ବାଣ, ଅଣାୟତ ହେଲା ରାଜଧାନୀର ପ୍ରଦୂଷଣ । ବାଣ ଧୂଆଁରେ ଅଣନିଃଶ୍ବାସୀ ରାଜଧାନୀ ବାସିନ୍ଦା । ଏଥର ଦୁଇଦିନ ଦୀପାବଳି ପାଳନ ହୋଇଥିବାବେଳେ ଭୁବନେଶ୍ବରରେ ଲଗାତାର ଦୁଇଦିନ ଲୋକେ ମାତ୍ରାଧିକ ବାଣ ଫୁଟାଇଛନ୍ତି । ଅତ୍ୟଧିକ ବାଣ…

Continue reading
ଓଡ଼ିଶାରେ ଜିଏସ୍‌ଟି ଆଦାୟ ୪୫୯୨ କୋଟି

ଭୁବନେଶ୍ୱର: କେନ୍ଦ୍ର ସରକାର ଚଳିତ ବର୍ଷ ଅକ୍ଟୋବର ମାସରେ ସାମଗ୍ରୀ  ଓ ସେବା ଟିକସ (ଜିଏସ୍‌ଟି) ବାବଦକୁ ୧.୮୭ ଲକ୍ଷ  କୋଟି ଟଙ୍କା ଆଦାୟ କରିଛନ୍ତି । ବାର୍ଷିକ ଭିତ୍ତିରେ  ଏଥିରେ ୯% ଅଭିବୃଦ୍ଧି ହୋଇଛି । ସମାନ ସମୟରେ  ଓଡ଼ିଶାରେ…

Continue reading