୪ ଓ ୧୧ରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ବନ୍ଦ

ଭୁବନେଶ୍ୱର: ଆସନ୍ତା ନଭେମ୍ବର ୪ ତାରିଖ (ସୋମବାର) ଏବଂ  ନଭେମ୍ବର ୧୧ ତାରିଖ (ସୋମବାର) ଦିନ ୟୁନିଟ୍‌-୫, ଭୁବନେଶ୍ୱରସ୍ଥିତ ମୁଖ୍ୟମନ୍ତ୍ରୀଙ୍କ  ଅଭିଯୋଗ ପ୍ରକୋଷ୍ଠ ଠାରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ୟ୍ୟକ୍ରମ ବନ୍ଦ  ରହିବ । ପରବର୍ତ୍ତୀ ଅଭିଯୋଗ ଶୁଣାଣି ତାରିଖ…

Continue reading
ଯୁବତୀଙ୍କୁ ଉପରେ ଚଢ଼ିଗଲା ମୋ’ ବସ

ଭୁବନେଶ୍ୱର: ଚନ୍ଦ୍ରଶେଖରପୁର ପେଟ୍ରୋଲ ପମ୍ପ ନିକଟରେ ଯୁବତୀଙ୍କ ଉପରେ ଚଢ଼ିଗଲା ବସ୍। ଶରୀରର ବାମ ପଟେ ଚଢ଼ି ଯିବାରୁ ହାତ ଏବଂ କାନ୍ଧ ହାଡ ଭାଙ୍ଗିଯାଇଥିବା ସୂଚନା ମିଳିଛି । ଘଟଣାସ୍ଥଳରେ ୧୦୮ ଆମ୍ବୁଲାନ୍ସ ପହଞ୍ଚି ଯୁବତୀଙ୍କୁ ଉଦ୍ଧାର କରି କ୍ୟାପିଟାଲ…

Continue reading
୬ରେ ବିଜେପିରେ ମିଶିବେ ସୁନନ୍ଦା

ଭୁବନେଶ୍ୱର: ଗତ ଅକ୍ଟୋବର ୨୯ ତାରିଖରେ ବିଜେଡିରୁ ଇସ୍ତଫା ଦେଇଥିବା ବରୀର ପୂର୍ବତନ ବିଧାୟକ ସୁନନ୍ଦା ଦାସ ନଭେମ୍ବର ୬ ତାରିଖରେ ବିଜେପିରେ ଯୋଗ ଦେବେ। ୬ ତାରିଖ ପୂର୍ବାହ୍ନରେ ସେ ଭୁବନେଶ୍ୱର ସ୍ଥିତ ବିଜେପି ରାଜ୍ୟ କାର୍ୟ୍ୟାଳୟରେ ଦଳରେ ସାମିଲ…

Continue reading
‘ନବୀନଙ୍କୁ ହରାଇବା ପାଇଁ ଷଡ଼ଯନ୍ତ୍ର ରଚାଯାଇଥିଲା’

ଭୁବନେଶ୍ବର : ‘ବିଜେଡି ସଭାପତି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଗତ ନିର୍ବାଚନରେ ହରାଇବା ପାଇଁ ସୁଚିନ୍ତିତ ଷଡ଼ଯନ୍ତ୍ର ରଚାଯାଇଥିଲା। ଏଥିପାଇଁ ତାଙ୍କୁ କଣ୍ଟାବାଞ୍ଜିରୁ ପ୍ରାର୍ଥୀ କରାଯାଇଥିଲା। ବିଜେଡି କ୍ଷମତାକୁ ଆସିଥିଲେ ଓ ନବୀନ ବାବୁ ନିର୍ବାଚନରେ ପରାସ୍ତ ହୋଇଥିଲେ…

Continue reading
୩ରୁ ଦଶମଶ୍ରେଣୀ ପରୀକ୍ଷା ଫର୍ମପୂରଣ

କଟକ : ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ବାରା ପରିଚାଳିତ ୨୦୨୫ ମାଟ୍ରିକ ପରୀକ୍ଷା ନିମନ୍ତେ ଫର୍ମପୂରଣ ନଭେମ୍ବର ୩ରୁ ଅନୁଷ୍ଠିତ ହେବ। ରେଗୁଲାର ଓ ଏକ୍ସ-ରେଗୁଲାର ବିଦ୍ୟାର୍ଥୀମାନେ ନଭେମ୍ବର ୩ରୁ ୧୮ ତାରିଖ ରାତି ୧୧.୪୫ ପର୍ୟ୍ୟନ୍ତ ଅନ୍‌ଲାଇନ୍‌ ଯୋଗେ…

Continue reading
ଆଜିଠୁ ଲଣ୍ଡନ ଗସ୍ତରେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଆଜିଠାରୁ ୯ତାରିଖ ପର୍ୟ୍ୟନ୍ତ ଲଣ୍ଡନ ଗସ୍ତରେ ଯିବେ। ଏହି ଗସ୍ତ ସମୟରେ ସେ ଓଡ଼ିଶା ପର୍ୟ୍ୟଟନ, ପ୍ରବାସୀ ଏବଂ ଶିଳ୍ପପତିଙ୍କ ସହ ସମ୍ପର୍କକୁ ମଜଭୁତ କରିବା ପାଇଁ ଆୟୋଜିତ କାର୍ୟ୍ୟକ୍ରମରେ ଅଂଶଗ୍ରହଣ କରିବେ। କାର୍ୟ୍ୟକ୍ରମ…

Continue reading
ବର୍ବରତା: ଯୁବକଙ୍କୁ ହାତଗୋଡ଼ ଗଛରେ ବାନ୍ଧି ପିଟିଲେ

ନୟାଗଡ଼: ଯୁବକଙ୍କ ହାତଗୋଡ଼କୁ ଗଛରେ ବାନ୍ଧି କାଠ ଫାଳିଆରେ ନିସ୍ତୁକ ପିଟିଲେ ଲୋକେ। ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ନୟାଗଡ଼ ଜିଲା ଫତେଗଡ଼ ଥାନା ଅନ୍ତର୍ଗତ ବଡ଼ସହରା ଅଞ୍ଚଳରେ। ଘଟଣା ସମୟର ଦୃଶ୍ୟର ଭିଡିସ ଏବେ ସାମାଜିକ ଗଣମାଧ୍ୟମରେ…

Continue reading
ଆତଙ୍କବାଦୀଙ୍କ ବର୍ବରତା: ଦୁଇ ଶ୍ରମିକଙ୍କୁ ଗୁଳି

ନୂଆଦିଲ୍ଲୀ:  ଜମ୍ମୁ-କାଶ୍ମୀରରେ ପୁଣିଥରେ ଆତଙ୍କବାଦୀଙ୍କ ବର୍ବରତା ଦେଖିବାକୁ ମିଳିଛି। ଆତଙ୍କବାଦୀମାନେ ବଡଗାମରେ ଦୁଇଜଣ ପ୍ରବାସୀ ଶ୍ରମିକଙ୍କୁ ଗୁଳି କରିଛନ୍ତି। ଶେଷ ଖବର ଅନୁଯାୟୀ ଉଭୟଙ୍କୁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଆହତଙ୍କ ନାମ ଉସମାନ ଏବଂ ସଞ୍ଜୟ, ଉଭୟ ଉତ୍ତରପ୍ରଦେଶର…

Continue reading
ବାଣ ନିଆଁରେ ୩ ଛୁଆ ଜୀବନ୍ତ ଦଗ୍ଧ

ନୂଆଦିଲ୍ଲୀ:  ପଶ୍ଚିମବଙ୍ଗର ହାଓଡାରେ ଗତକାଲି ଦୀପାବଳି ପାଳନ ବେଳେ ଘଟିଛି ଅଘଟଣ । ବାଣ ନିଆଁରେ ଏକ ଘର ଜଳିଯାଇଥିବା ବେଳେ ତା’ ଭିତରେ ଥିବା ୩ ଛୁଆ ଜୀବନ୍ତ ଦଗ୍ଧ ହୋଇ ଯାଇଛନ୍ତି। ଏହି ଅଘଟଣରେ ଜଣେ ମହିଳା ଓ…

Continue reading
ରାଜଧାନୀ ଭୁବନେଶ୍ୱରରେ ଫୁଟିଲା ବୋମା

ଭୁବନେଶ୍ୱରରେ: ରାଜଧାନୀ ଭୁବନେଶ୍ୱରରେ ଫୁଟିଲା ବୋମା। ସହିଦନଗର ୱିନର୍ସ ଆସୋସିଏସନ ପାଖରେ ବୋମାମାଡ଼ ହୋଇଛି। ରାତି ପ୍ରାୟ ୧୧ଟା ସମୟରେ ୩୦ରୁ ୪୦ ଯୁବକ ସଂଘବଦ୍ଧ ଭାବେ ଆସି ବୋମା ମାଡ଼ କରିଥିବା ଅଭିଯୋଗ ହୋଇଛି। ବୋମା ମାଡ଼ରେ ଗୋଟିଏ କାର୍, ଗୋଟିଏ…

Continue reading