ଦୁର୍ଘଟଣାରେ ୨୪ ମୃତ
ନୂଆଦିଲ୍ଲୀ: ମେକ୍ସିକୋରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଟ୍ରକକୁ ପଛରୁ ଧକ୍କା ଦେବା ପରେ ଭାରସାମ୍ୟ ହରାଇ ପୋଲ ତଳକୁ ଖସିପଡିଛି ଯାତ୍ରୀବାହୀ ବସ୍। ଏହି ଦୁର୍ଘଟଣାରେ ପ୍ରାୟ ୨୪ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୫ରୁ ଅଧିକ ଲୋକ ଗୁରୁତର ଆହତ ହୋଇଥିବା…
ନୂଆଦିଲ୍ଲୀ: ମେକ୍ସିକୋରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଟ୍ରକକୁ ପଛରୁ ଧକ୍କା ଦେବା ପରେ ଭାରସାମ୍ୟ ହରାଇ ପୋଲ ତଳକୁ ଖସିପଡିଛି ଯାତ୍ରୀବାହୀ ବସ୍। ଏହି ଦୁର୍ଘଟଣାରେ ପ୍ରାୟ ୨୪ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୫ରୁ ଅଧିକ ଲୋକ ଗୁରୁତର ଆହତ ହୋଇଥିବା…
ଭୁବନେଶ୍ବର : ବର୍ଷା ଯୋଗୁଁ ବାଲେଶ୍ୱର ଏବଂ ମୟୂରଭଞ୍ଜ ଜିଲାରେ ବନ୍ୟା ପରିସ୍ଥିତି ଉପୁଜିଛି। ବାଲେଶ୍ୱର ଜିଲାର ୧୦ ଗାଁ ଜଳମଗ୍ନ ହେବା ସହ ବାହ୍ୟ ଜଗତରୁ ବିଚ୍ଛିନ୍ନ ହୋଇଯାଇଛି। ମୟୂରଭଞ୍ଜ ଜିଲା ଶିମିଳିପାଳରେ ପ୍ରବଳ ବର୍ଷା ଯୋଗୁଁ ବୁଢାବଳଙ୍ଗ ଓ…
ଭୁବନେଶ୍ଵର: ଭୁବନେଶ୍ଵର ଏୟାରପୋର୍ଟ ଡମ୍ପିଂୟାର୍ଡ ନିକଟରେ ବୁଲୁଥିବା ଜନ୍ତୁ ବାଘ ନା ବଣଭୁଆ ? ଏ ନେଇ ସ୍ପଷ୍ଟିକରଣ ରଖିଛନ୍ତି ବନ ବିଭାଗର ଅଧିକାରୀ। ଖାନ୍ ତଲାସୀ ବେଳେ ଆଜି ଭୋର୍ ସମୟରେ କର୍ମଚାରୀମାନେ ଏକ ବଣଭୁଆ ଦେଖିଥିବା କହିଛନ୍ତି। ହେଲେ…
କନ୍ଧମାଳ: କନ୍ଧମାଳ ଜିଲ୍ଲା ତୁମୁଡିବନ୍ଧ ଥାନା ନୂଆମୁଣ୍ଡା ଗାଁରେ ଅଭାବନୀୟ ଘଟଣା ଘଟିଛି। ମଦ ପାଇଁ ସ୍ତ୍ରୀର ଗଳା କାଟି ହତ୍ୟା କଲା ସ୍ଵାମୀ। ମୃତକ ମଧୁବତି ବେହେରା ଦଳାଇ ବୋଲି ଜଣାପଡିଛି। ସୂଚନା ଅନୁସାରେ ସ୍ଵାମୀ ଚନ୍ଦ୍ରକାନ୍ତ ଆଜି ସକାଳେ…
ନୂଆଦିଲ୍ଲୀ: ଯୁଆଡ଼େ ଦେଖିବ ସିଆଡ଼େ କେବଳ ଧୂଆଁ ଆଉ ଧୂଆଁ। ଗ୍ୟାସ୍ ଚାମ୍ବାର ପାଲଟି ଗଲାଣି ରାଜଧାନୀ ଦିଲ୍ଲୀ। ପ୍ରଦୂଷଣ ଉପରେ ଲାଗୁନି ବ୍ରେକ୍। ଦିନକୁ ଦିନ ଏହା ବଢ଼ି ଚାଲିଛି। ଫଳରେ ଲୋକେ ନିଶ୍ୱାସ ନେବା ଏବେ କଷ୍ଟକର ହୋଇପଡ଼ିଛି।…
ଭୁବନେଶ୍ୱର: ବାତ୍ୟା ଦାନା ପ୍ରଭାବରେ ଏବେ ବାଲେଶ୍ୱର ଓ ମୟୂରଭଞ୍ଜ ଜିଲ୍ଲାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି । ବାଲେଶ୍ୱର ଜିଲ୍ଲାର ୨ଟି ବ୍ଲକର ୧୦୫୦୦ଜଣ ଲୋକଙ୍କୁ ସ୍ଥାନାନ୍ତର କରାଯାଇଛି । ଏପଟେ ବାତ୍ୟା ପ୍ରଭାବିତ ଅଂଚଳରେ ୯୨% ଘରକୁ ବିଦ୍ୟୁତ…
ଭୁବନେଶ୍ୱର: ରାଜ୍ୟ ପଂଚାୟତିରାଜ ସଚିବ ୧୯୯୫ ବ୍ୟାଚ୍ ଆଇଏଏସ୍ ସୁଶୀଲ କୁମାର ଲୋହାନୀଙ୍କୁ କେନ୍ଦ୍ର ସରକାରରେ ନିଯୁକ୍ତି ମିଳିଛି । ସେ କେନ୍ଦ୍ର ପଂଚାୟତିରାଜ ମନ୍ତ୍ରଣାଳୟରେ ଅତିରିକ୍ତ ସଚିବ ଭାବେ କାର୍ୟ୍ୟ କରିବେ । ସେହିପରି କେନ୍ଦ୍ରୀୟ ଡେପୁଟେସନରୁ ଫେରିଛନ୍ତି ୨୦୦୨…
ଭୁବନେଶ୍ୱର: ଅର୍ଥ ମନ୍ତ୍ରାଳୟ ପାଇଁ କେନ୍ଦ୍ର ସରକାର ପରାମର୍ଶଦାତା କମିଟି ଗଠନ କରିଥିବା ବେଳେ ଏଥିରେ ସ୍ଥାନ ପାଇଛନ୍ତି କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡା। ଭାରତ ସରକାରଙ୍କ ପକ୍ଷରୁ ଏହି କମିଟି ଗଠନ ନେଇ ସଂସଦୀୟ ବ୍ୟାପାର ମନ୍ତ୍ରାଳୟ ବିଜ୍ଞପ୍ତି ପ୍ରକାଶ…
ମୟୂରଭଞ୍ଜ,: ବାତ୍ୟା ‘ଦାନା’ ପ୍ରଭାବରେ ବର୍ଷା ଲାଗି ରହିଛି । ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦ୍ରାପଡ଼ାରେ ଲାଗି ରହିଛି ବର୍ଷା । ଫଳରେ ବୁଢ଼ାବଳଙ୍ଗ ନଦୀର ଜଳସ୍ତର ବୃଦ୍ଧି ପାଉଛି । ଉପର ମୁଣ୍ଡରେ ଅତ୍ୟଧିକ ବର୍ଷା ପାଇଁ ଏଭଳି ସ୍ଥିତି ଉପୁଜିଛି…
ଭୁବନେଶ୍ଵର : ବାତ୍ୟା କ୍ଷୟକ୍ଷତି ନେଇ କୃଷି ମନ୍ତ୍ରୀ କେଭି ସିଂହଦେଓ କହିଛନ୍ତି ଯେ ପ୍ରାଥମିକ ଆକଳନ ରିପୋର୍ଟ ଅନୁଯାୟୀ, ରାଜ୍ୟରେ ୭୯ ହଜାର ୬୭୧ ହେକ୍ଟର ଚାଷ ଜମି ପ୍ରଭାବିତ ହୋଇଛି। କେନ୍ଦ୍ରାପଡା, ଯାଜପୁର ବାଲେଶ୍ଵର ଓ ଭଦ୍ରକରେ ଚାଷ…