ପୁଣି ଖୋଲିଲା ଶ୍ରୀମନ୍ଦିର ରତ୍ନଭଣ୍ଡାର: ଖାଲି ସିନ୍ଦୁକ ଓ ଆଲମିରା ହେଉଛି ସ୍ଥାନାନ୍ତର

ଆଜି ପୁଣି ଖୋଲିଛି ଶ୍ରୀମନ୍ଦିର ରତ୍ନଭଣ୍ଡାର। ଜଉମୁଦ ଦେଇ ବନ୍ଦ କରାଯାଇଥିବା ରତ୍ନଭଣ୍ଡାରରୁ ଖାଲି ଆଲମିରା ଓ ସିନ୍ଦୁକ ସ୍ଥାନାନ୍ତର ପ୍ରକ୍ରିୟା ଆରମ୍ଭ ହୋଇଛି। ରତ୍ନଭଣ୍ଡାରରେ ଥିବା ଖାଲି ସିନ୍ଦୁକ ଓ ଆଲମିରାଗୁଡ଼ିକୁ ନୀଳାଦ୍ରି ମ୍ୟୁଜିୟମ ନିକଟ ରୁମକୁ ସ୍ଥାନାନ୍ତର କରାଯାଉଛି। ଏଥିପାଇଁ…

Continue reading
ଧର୍ମେନ୍ଦ୍ରଙ୍କୁ ହାଇକୋର୍ଟଙ୍କ ନୋଟିସ

ଭୁବନେଶ୍ୱର: କେନ୍ଦ୍ର ଶିକ୍ଷାମନ୍ତ୍ରୀ ତଥା ସମ୍ବଲପୁର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କୁ ନୋଟିସ  । ମାନ୍ୟବର ଓଡ଼ିଶା ହାଇକୋର୍ଟ ଏହି ନୋଟିସ କରିଛନ୍ତି । ସମ୍ବଲପୁର ଲୋକସଭା ନିର୍ବାଚନ ଅନିୟମିତତା ମାମଲାରେ ହାଇକୋର୍ଟ  ଧର୍ମେନ୍ଦ୍ର ପ୍ରଧାନଙ୍କୁ ନୋଟିସ କରିଛନ୍ତି । ସ୍ୱାଧୀନ ପ୍ରାର୍ଥୀ…

Continue reading
ସିମ୍ ବକ୍ସ ମାମଲାରେ ପୁଣି ରିମାଣ୍ଡରେ ଗଲା ରାଜୁ

ଭୁବନେଶ୍ବର: ସିମ୍ ବକ୍ସ ମାମଲାରେ ଅଭିଯୁକ୍ତ ରାଜୁ ମଣ୍ଡଳକୁ କମିସନରେଟ୍ ପୁଲସ୍ ଆଉ ଦୁଇଦିନିଆ ରିମାଣ୍ଡରେ ନେଇଛି। ନିକଟରେ ରାଜୁକୁ ଝାରଖଣ୍ଡର ରାଞ୍ଚିକୁ ନେଇଥିଲା। ଭୁବନେଶ୍ୱର, କଟକ ପରେ ଝାରଖଣ୍ଡରେ ସିମ୍ ବକ୍ସ ରହିଛି ବୋଲି ତଦନ୍ତରୁ ଜଣାପଡ଼ିବା ପରେ ପୁଲିସ…

Continue reading
ପ୍ରଥମ ଜାତୀୟ ମହାକାଶ ଦିବସ ପାଳୁଛି ଦେଶ

ନୂଆଦିଲ୍ଲୀ: ଆଜିର ଦିନରେ ମହାକାଶ ଗବେଷଣା କ୍ଷେତ୍ରରେ ଇତିହାସ ରଚିଥିଲା ଭାରତୀୟ ମହାକାଶ ଗବେଷଣା ପ୍ରତିଷ୍ଠାନ। ପୁରା ବିଶ୍ବ ଦେଖିଥିଲା ବିଜ୍ଞାନ କ୍ଷେତ୍ରରେ ଭାରତର ତାକତ । ଚନ୍ଦ୍ରର ଦକ୍ଷିଣ ମେରୁରେ ଅବତରଣ କରିଥିଲା ଭାରତର ମୁନ୍‌ ମିଶନ ଚନ୍ଦ୍ରଯାନ-୩ ।…

Continue reading
ଆସନ୍ତା ୪ ଦିନ ଯାଏଁ ରାଜ୍ୟରେ ଅତିପ୍ରବଳ ବର୍ଷା

ଭୁବନେଶ୍ବର : ଆସନ୍ତା ୪ ଦିନ ଯାଏଁ ରାଜ୍ୟରେ ହେବ ପ୍ରବଳରୁ ଅତିପ୍ରବଳ ବର୍ଷା । ଉପକୂଳ ଓଡ଼ିଶା ସମେତ ଉତ୍ତର ଏବଂ ଆଭ୍ୟନ୍ତରୀଣ ଓଡ଼ିଶାରେ ଅତି ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଉତ୍ତର…

Continue reading
OSRTC ସିଏଓଙ୍କ ଘରେ ଭିଜିଲାନ୍ସ ଚଢ଼ାଉ : ଭୁବନେଶ୍ବରର ୬ଟି ସ୍ଥାନରେ ଚଢ଼ାଉ ଚାଲିଛି

ଭୁବନେଶ୍ୱର : ଓଏସ୍‌ଆର୍‌ଟିସି ଚିଫ୍‌ ଆକାଉଣ୍ଟ ଅଫିସର(ସିଏଓ)ଙ୍କ ଘରେ ଶୁକ୍ରବାର ଭିଜିଲାନ୍ସ ଚଢ଼ାଉ ହୋଇଛି। ସିଏଓ ବିଜୟ ମଙ୍ଗରାଜଙ୍କ ନାମରେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି ଚଢ଼ାଉ କରାଯାଇଛି। ଭୁବନେଶ୍ବରର ୬ଟି ଓ ବାରିପଦାର ଗୋଟିଏ ସ୍ଥାନରେ ଚଢ଼ାଉ…

Continue reading
ପୁଣି ଖୋଲିବ ରତ୍ନଭଣ୍ଡାର

ପୁରୀ: ଆଜି ଅର୍ଥାତ୍‌ ଶୁକ୍ରବାର ପୁଣି ଖୋଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାର। ରାଜ୍ୟ ସରକାରଙ୍କ ସ୍ବତନ୍ତ୍ର ଏସ୍‌ଓପି ଅନୁସାରେ ଖାଲି କରାଯାଇଥିବା ଆଲମାରୀ ଓ ସିନ୍ଦୁକ ସ୍ଥାନାନ୍ତର କରାଯିବ। ଅପରାହ୍ନ ୧ଟାରୁ ସ୍ଥାନାନ୍ତରଣ ପ୍ରକ୍ରିୟା ଆରମ୍ଭ ହେବ। ସ୍ଥାନାନ୍ତର ସରିବା ପର୍ଯ୍ୟନ୍ତ ସାଧାରଣ…

Continue reading
ଇନଷ୍ଟାଗ୍ରାମରେ ଶ୍ରଦ୍ଧାଙ୍କର ସବୁଠାରୁ ଅଧିକ ଫଲୋର୍ସ, ମୋଦୀଙ୍କୁ ବି ପକାଇଲେ ପଛରେ

ନୂଆଦିଲ୍ଲୀ: ବଲିଉଡ ଅଭିନେତ୍ରୀ ଶ୍ରଦ୍ଧା କପୁର ବର୍ତ୍ତମାନ ନିଜ ‘ସ୍ତ୍ରୀ୨’ ଫିଲ୍ମ ଦ୍ୱାରା ଦର୍ଶକଙ୍କୁ ଘାଇଲା କରିଛନ୍ତି। ବକ୍ସ ଅଫିସରେ ଏହି ଫିଲ୍ମ ସୁପରହିଟ ହୋଇସାରିଛି ଏବଂ ବ୍ଲକବଷ୍ଟର ବି ହେବାକୁ ଯାଉଛି। ଶ୍ରଦ୍ଧା ନିଜର ଏହି ଫିଲ୍ମର ସଫଳତାର ଆନନ୍ଦ…

Continue reading
ବରିଷ୍ଠ BJP ନେତା କହିଲେ , ପିଏମ ମୋଦୀ କେବେ ନେବେ ସନ୍ୟାସ?

ନୂଆଦିଲ୍ଲୀ: ବିଜେପି ନେତା ସୁବ୍ରମଣ୍ୟମ ସ୍ୱାମୀ ଆଉ ଏକ ବିସ୍ଫୋରକ ବିବୃତ୍ତି ଦେଇ ଏବେ ଚର୍ଚ୍ଚାରେ ଅଛନ୍ତି । ବର୍ତ୍ତମାନ ସେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ସମ୍ପର୍କରେ ଏକ ବୟାନ ଦେଇଛନ୍ତି । ତେବେ ସେ ବିଭିନ୍ନ ପ୍ରସଙ୍ଗରେ ସମାଲୋଚନା କରି ଅତୀତରେ…

Continue reading
ସମରଝୋଳ ଛକ ଦୁର୍ଘଟଣା: ମୃତକଙ୍କ ପରିବାରକୁ ୨ ଲକ୍ଷ ଲେଖାଏଁ ସହାୟତା

ବ୍ରହ୍ମପୁର: ସମରଝୋଳ ଛକରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ସରକାର ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଲେଖାଏଁ ସହାୟତା ପ୍ରଦାନ କରିଛନ୍ତି। ଗୁରୁତର ଆହତଙ୍କ ପାଇଁ ୧ ଲକ୍ଷ ଟଙ୍କାର ସହାୟତା ଘୋଷଣା କରାଯାଇଛି। ଏହି ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ…

Continue reading