ଶାହାଙ୍କ ମହାନଦୀ ମନ୍ଥନ : କ’ଣ କହିଲେ ମୋହନ ?
ଭୁବନେଶ୍ୱର, ୧ ।୧୦ : ନୂଆଦିଲ୍ଲୀ କର୍ତ୍ତବ୍ୟ ଭବନରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କ ଅଧ୍ୟକ୍ଷତାରେ ମହାନଦୀ ଜଳ ବିବାଦ ସମ୍ପର୍କିତ ବୈଠକ ଅନୁଷ୍ଠିତ ହୋଇଯାଇଛି । କେନ୍ଦ୍ର ଜଳଶକ୍ତି ମନ୍ତ୍ରୀ ସିଆର ପାଟିଲ, ଓଡିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ…










