୬୦ ଲକ୍ଷ ଟଙ୍କାର ଗଛ ଜବତ: ଘର ଭିତରେ ଗଞ୍ଜେଇ ଚାଷ

ଆପାର୍ଟମେଣ୍ଟରେ ଗଞ୍ଜେଇ ଚାଷ କରିବା ଅଭିଯୋଗରେ ମଙ୍ଗଳବାର ଜଣେ ବ୍ୟକ୍ତିଙ୍କୁ ଗିରଫ କରିଛି ଉତ୍ତର ପ୍ରଦେଶର ଗ୍ରେଟର ନୋଏଡା ପୁଲିସ। ତାଙ୍କ ନାଁ ରାହୁଲ ଚୌଧୁରୀ (୪୬)। ତାଙ୍କ ଘରୁ ୮୦ଟି ଗଞ୍ଚେଇ ଗଛ ଜବତ କରାଯାଇଛି, ଯାହାର ମୂଲ୍ୟ ପ୍ରାୟ…

Continue reading
ମୁହଁ ଖୋଲିଲେ ମନୋଜ ମିଶ୍ର

ଭୁବନେଶ୍ୱର: ମନୋଜ ମିଶ୍ରଙ୍କ ନାଁରେ ଏତଲା ପରେ ମୁହଁ ଖୋଲିଲେ ମନୋଜ। ସାମ୍ବାଦୀକ ସମ୍ମିଳନୀ କରି ନିଜ ଆଡୁ ସେ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ନିଜକୁ ଡାଇରେକ୍ଟର କହୁଥିବା କିଛି ଲୋକ ଖରାପ ସିନେମା ତିଆରି କରିବା ବନ୍ଦ କରିବେ…

Continue reading
ପିଏମ୍‌ ସୂର୍ଯ୍ୟଘର ପାଇଁ ରାଜ୍ୟ ସରକାର ଦେବେ ସହାୟତା

ଭୁବନେଶ୍ୱର: ରାଜ୍ୟର ବିଦ୍ୟୁତ ଉପଭୋକ୍ତା ଅଧିକାର ନିୟମ ୨୦୨୦କୁ ଓଡ଼ିଶା ସକ୍ରିୟ ଭାବେ କାର୍ଯ୍ୟକାରୀ କରୁଛି। ପିଏମ୍‌ ସୂର୍ଯ୍ୟଘର ଯୋଜନାକୁ ଅଧିକ ଆକର୍ଷିତ କରିବାକୁ ଓଡ଼ିଶା ଆର୍ଥିକ ସହାୟତା ପ୍ରଦାନ କରିବାକୁ ଚିନ୍ତା କରୁଛି ବୋଲି ଉପମୁଖ୍ୟମନ୍ତ୍ରୀ ତଥା ଶକ୍ତିମନ୍ତ୍ରୀ କନକ…

Continue reading
ପ୍ରବାସୀ ଭାରତୀୟ ଦିବସ ପାଇଁ ୱେବସାଇଟ ଉନ୍ମୋଚିତ

ନୂଆଦିଲ୍ଲୀ: ଭୁବନେଶ୍ବରରେ ଆୟୋଜନ ହେବାକୁ ଥିବା ପ୍ରବାସୀ ଭାରତୀୟ ଦିବସ ଆୟୋଜନ ପାଇଁ ୱେବସାଇଟ ଉନ୍ମୋଚିତ । ୱେବସାଇଟକୁ ମିଳିତ ଭାବେ ବିଦେଶ ବ୍ୟାପର ମନ୍ତ୍ରୀ ସୁବ୍ରବଣ୍ୟମ ଜୟଶଙ୍କର ଓ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉନ୍ମୋଚନ କରିଛନ୍ତି । ନୂଆଦିଲ୍ଲୀର…

Continue reading
ଦିଲ୍ଲୀରେ ପ୍ରଦୂଷଣ ଯୋଗୁ ଅଣନିଶ୍ୱାସୀ ଲୋକେ

ନୂଆଦିଲ୍ଲୀ:  ବଢ଼ି ଚାଲିଛି ପ୍ରଦୂଷଣ। ଚାରିଆଡେ ଧୂଆଁ ଧୂଆଁ। କିଛି ବି ହେଉନି ଦୃଶ୍ୟମାନ। ଗ୍ୟାସ୍‌ ଚାମ୍ପର ପାଲଟିଛି ଦେଶର ରାଜଧାନୀ ଦିଲ୍ଲୀ। ଚାରିଆଡେ ଘନ କୁହୁଡିର ଚାଦର ଢ଼ାଙ୍କି ହୋଇ ରହିଛି। ଲୋକେ ପ୍ରଦୂଷଣ ଯୋଗୁ ଅଣନିଶ୍ୱାସୀ ହୋଇପଡିଛନ୍ତି। ଆଜି…

Continue reading
ଭିଜିଲାନ୍ସ ଜାଲରେ ବିଇଓ କାର୍ୟ୍ୟାଳୟର କନିଷ୍ଠ କିରାଣି

ଖୋର୍ଦ୍ଧା: ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି  ଖୋର୍ଦ୍ଧା ବିଇଓ କାର୍ୟ୍ୟାଳୟର କନିଷ୍ଠ କିରାଣି ତଥା ଆକାଉଣ୍ଟାଣ୍ଟ ପ୍ରଦୀପ୍ତ କୁମାର ସାହୁ ।ଜଣେ ଅବସରପ୍ରାପ୍ତ ଶିକ୍ଷୟିତ୍ରୀଙ୍କ ୫ ଲକ୍ଷ ଟଙ୍କାର ଏରିଅର ବିଲ୍‌ କରାଇଦେବାକୁ ୬ ହଜାର ଟଙ୍କା ଲାଞ୍ଚ ନେବାକୁ ଅଡ଼ି ବସିଥିଲେ।…

Continue reading
ବିଜେପି ସରକାର ଚଳେଇ ପାରୁନାହିଁ: ଭୃଗୁ

ଭୁବନେଶ୍ୱର : ରାଜ୍ୟର ମୁଖ୍ୟ ଶାସନ ସଚିବଙ୍କ ଦ୍ୱାରା ଗତକାଲି ଜାରି କରାଯାଇଥିବା ଚିଠିରେ ସରକାରୀ କର୍ମଚାରୀ ମାନେ ବଦଳି-ନିଯୁକ୍ତି ପାଇଁ ଚାପ ନପକାଇବା ପାଇଁ ଦିଆଯାଇଥିବା ଚେତାବନୀକୁ ବିଜୁ ଜନତା ଦଳ ତରଫରୁ ସରକାର ଓ ସରକାରୀ ଦଳର ବିଫଳତା…

Continue reading
ଋତୁଶ୍ରାବ ଛୁଟି ଆବେଦନ କରିବା ମହିଳାଙ୍କ ପାଇଁ ମାନସିକ ନିର୍ୟାତନା ହେବ:ବିଜେଡି

ଭୁବନେଶ୍ୱର : ରାଜ୍ୟ ସରକାରଙ୍କ ତରଫରୁ ୧୧ ନଭେମ୍ୱର ଦିନ ଜାରି କରାଯାଇଥିବା ବିଜ୍ଞପ୍ତିରେ ମହିଳା କର୍ମଚାରୀ ମାନଙ୍କ ମାସିକ ଋତୁଶ୍ରାବ ଜନିତ ଅସୁବିଧାକୁ ଦୃଷ୍ଟିରେ ରଖି ପ୍ରଦାନ କରାଯାଇଥିବା ଅଧିକ ୧୨ ଦିନର ଛୁଟି କିଛି ନୂଆ କଥା ନୁହେଁ…

Continue reading
ଜାନୁୟାରୀ ୮ରେ ଭୁବନେଶ୍ୱରରେ ହେବ ପ୍ରବାସୀ ଭାରତୀୟ ଦିବସ

ଭୁବନେଶ୍ବର : ୨୦୨୫ ଜାନୁୟାରୀ ୮ରେ  ଭୁବନେଶ୍ୱରରେ ହେବ ପ୍ରବାସୀ ଭାରତୀୟ ଦିବସ। ଏ  ନେଇ ବୈଦେଶିକ ମନ୍ତ୍ରଣାଳୟରେ  ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ ଜୟ ଶଙ୍କର ଏବଂ ମୁଖ୍ୟ ମନ୍ତ୍ରୀ ମୋହନ ଚରଣ ମାଝୀ ଓ୍ବେବସାଇଟ ଉନ୍ମୋଚନ କରିଛନ୍ତି ।…

Continue reading
ରାଜ୍ୟର ୧୫ ସହରର ତାପମାତ୍ରା ୨୦ଡିଗ୍ରୀ ତଳକୁ ଖସିଛି

ଭୁବନେଶ୍ୱର : ବିଳମ୍ଵରେ ହେଉ ପଛେ ରାଜ୍ୟକୁ ଶୀତ ଆସିଛି। ରାଜ୍ୟର ୧୫ ସହରର ତାପମାତ୍ରା ୨୦ଡିଗ୍ରୀ ତଳକୁ ଖସିଛି । ଦାରିଙ୍ଗିବାଡ଼ିରେ ରାତି ତାପମାତ୍ରା ସବୁଠୁ କମ୍‌ ବା ୧୫.୫ ଡିଗ୍ରୀ ରେକର୍ଡ ହୋଇଛି । ଫୁଲବାଣୀରେ ସର୍ବନିମ୍ନ ତାପମାତ୍ରା…

Continue reading