ଶପଥ ନେଲେ ଜଷ୍ଟିସ୍‌ ସଞ୍ଜୀବ ଖନ୍ନା

ନୂଆଦିଲ୍ଲୀ:  ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ ସଞ୍ଜୀବ ଖନ୍ନା। ସେ ୫୧ତମ ପ୍ରଧାନ ବିଚାରପତି ଭାବେ ଶପଥ ନେଇଛନ୍ତି। ତାଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ଶପଥ ଗ୍ରହଣ ସମାରୋହରେ…

Continue reading
୨୪ରେ ମିଳିବ ସୁଭଦ୍ରା ଟଙ୍କା

ଭୁବନେଶ୍ୱର: ଆସନ୍ତା ୨୪ ତାରିଖରେ ମିଳିବ ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ସୁଭଦ୍ରା ଟଙ୍କା । ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ ଆସନ୍ତା ୨୪ ତାରିଖ ଦିନ ୨୦ ଲକ୍ଷରୁ ଅଧିକ ହିତାଧିକାରୀଙ୍କ…

Continue reading
ଶିକ୍ଷାନୁଷ୍ଠାନଗୁଡିକରେ ହେବ ସ୍ପଟ୍‌ ଆଡ୍‌ମିଶନ

ଭୁବନେଶ୍ୱର: ଛାତ୍ରୀଛାତ୍ର, ଅଭିଭାବକ ତଥା ଶୈକ୍ଷିକ ସମାଜର ଆଗ୍ରହକ୍ରମେ ତଥା ଉଚ୍ଚଶିକ୍ଷା ବିଭାଗ ଅଧୀନ ଶିକ୍ଷାନୁଷ୍ଠାନଗୁଡିକରେ ଖାଲିଥିବା ୭୮,୦୬୦ ସିଟ୍‌ରେ ସ୍ପଟ୍‌ ଆଡ୍‌ମିଶନ ହେବ। ସ୍ନାତକ (ୟୁଜି), ସ୍ନାତକୋତ୍ତର (ପିଜି) ଏବଂ ଦୁଇ ବର୍ଷିଆ ବି.ଏଡ୍‌/ ଏମ୍‌.ଏଡ୍‌ ପାଠ୍ୟକ୍ରମ ନିମନ୍ତେ ସାମ୍ସ…

Continue reading
ଠିକା ସଂସ୍ଥାର ଜେସିବି ଉପରକୁ ବୋମାମାଡ଼

ବାଙ୍କୀ: ବାଙ୍କୀ ଥାନା କଇଁମୁଣ୍ଡି ଫାଣ୍ଡି ନିକଟରେ ବୋମାମାଡ଼। କଇଁମୁଣ୍ଡି ଛକ ନିକଟରେ ବ୍ରିଜ କାମ କରୁଥିବା ଏକ ଠିକା ସଂସ୍ଥାର ଜେସିବି ମେସିନ ଉପରକୁ ବୋମାମାଡ଼ ହୋଇଛି । ଦୁଇଟି ବୋମାମାଡ଼ କରି ଦୁର୍ବୃତ୍ତ ଫେରାର ହୋଇଯାଇଥିବା ବେଳେ, ବୋମାମାଡ଼…

Continue reading
ପୁଅ ମାଡ଼ରେ ମା’ ମୃତ

ଝାରସୁଗୁଡ଼ା : ଝାରସୁଗୁଡ଼ା ଜିଲ୍ଲା ବେଲପାହାଡ଼ ଥାନା ଅନ୍ତର୍ଗତ ମହିଜୋରରେ ପୁଅ ମାଡ଼ରେ ମା’ ମୃତ।  ମୃତ ମହିଳା ଜଣଙ୍କ ହେଉଛନ୍ତି ମହିଜୋରର ଉର୍କୁଲି ଲୁହାର (୬୦ ବର୍ଷ)। ସୂଚନାନୁଯାୟୀ, ଶନିବାର ଭୋର୍ ୪ଟାରେ ଉର୍କୁଲି ଲୁହାର ଶୋଇଥିବା ସମୟରେ ପୁଅ…

Continue reading
କୌଣସି ଶକ୍ତି ଜାମ୍ମୁ-କାଶ୍ମୀରରେ ୩୭୦ ଧାରାକୁ ପୁନଃ ଲାଗୁ କରିପାରିବ ନାହିଁ:ମୋଦୀ

ନୂଆଦିଲ୍ଲୀ: ବିଶ୍ବର କୌଣସି ଶକ୍ତି ଜାମ୍ମୁ-କାଶ୍ମୀରରେ ୩୭୦ ଧାରାକୁ ପୁନଃ ଲାଗୁ କରିପାରିବ ନାହିଁ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି। ଧାରା ୩୭୦କୁ ପୁନଃ ଲାଗୁ କରିବା ଲାଗି ଏକ ପ୍ରସ୍ତାବ ଜାମ୍ମୁ-କାଶ୍ମୀର ବିଧାନସଭାରେ ଗୃହୀତ ହୋଇଥିବାବେଳେ ମୋଦୀ ଶୁକ୍ରବାର…

Continue reading
ମଦ୍ୟପାନ କରି ଗାଡ଼ି ଚଳାଉଥିଲେ ରଦ୍ଦ କରାଯିବ ଡ୍ରାଇଭିଂ ଲାଇସେନ୍ସ

ଭୁବନେଶ୍ବର : ମୋ’ ବସ୍ ଚାଳକଙ୍କ ବେପରୁଆ ଗାଡ଼ି ଚାଳନା ଯୋଗୁଁ ସହରରେ ନିୟମିତ ଦୁର୍ଘଟଣା ଘଟୁଛି। ଏହି ପରିପ୍ରେକ୍ଷୀରେ କ୍ୟାପିଟାଲ ରିଜିଅନ୍ ଅର୍ବାନ ଟ୍ରାନ୍ସପୋର୍ଟ (କ୍ରୁଟ୍‌) ପକ୍ଷରୁ କଠୋର ଆଭିମୁଖ୍ୟ ପୋଷଣ କରାଯାଇଛି। ଆଗାମୀ ଦିନରେ କୌଣସି ଡ୍ରାଇଭର ମଦ୍ୟପାନ…

Continue reading
ଶସ୍ତା ମନ୍ତବ୍ୟ ନ ଦିଅନ୍ତୁ ଯୋଗାଣମନ୍ତ୍ରୀ:ଅତନୁ

ଭୁବନେଶ୍ବର: ସମ୍ବେଦନଶୀଳ ଘଟଣାରେ ଯୋଗାଣ ମନ୍ତ୍ରୀଙ୍କ ବିବୃତି ଦୁର୍ଭାଗ୍ୟଜନକ ବୋଲି ବିଜେଡ଼ି ବରିଷ୍ଠ ନେତା ଅତନୁ ସବ୍ୟସାଚୀ ନାଏକ କହିଛନ୍ତି। ଏଥିସହ ସେ ଆହୁରି କହିଛନ୍ତି ଯେ, ଖାଦ୍ୟ ସୁରକ୍ଷା ଗୋଟେ ଗୁରୁତ୍ୱପୂର୍ଣ୍ଣ ବ୍ୟବସ୍ଥା । ହେଲେ ଏହାର ଅବ୍ୟବସ୍ଥା ନେଇ…

Continue reading
କଟକ ବାଲିଯାତ୍ରାରେ ଫୁଟପାଥରେ ବସିପାରିବେନି ଉଠା ଦୋକାନୀ

କଟକ :ଏଥର ବାଲିଯାତ୍ରା ପଡିଆ ଓ ଏହାର ପାରିପାର୍ଶ୍ବିକ ରାସ୍ତା କଡରେ ଉଠାଦୋକାନୀ ମାନଙ୍କର ପସରା ଖୋଲିବ ନାହିଁ । ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ବାଲିଯାତ୍ରା ସମୟରେ ଫୁଟପାଥରେ କୌଣସି ଉଠାଦୋକାନୀ ବ୍ୟବସାୟ କରିବା ନେଇ ଜିଲ୍ଲାପାଳ ଏବଂ ଜିଲ୍ଲା ମାଜିଷ୍ଟ୍ରେଟ ଦତ୍ତାତ୍ରୟ…

Continue reading
ଚାଉଳ ନ ପାଇ ଆଦିବାସୀ ଆମ୍ବ ଟାକୁଆ ଯାଉ ଖାଇବା ପାଇଁ ବାଧ୍ୟ ହେଲେ:ନବୀନ

ଭୁବନେଶ୍ୱର: ନବୀନ ପଟ୍ଟନାୟକ କ୍ଷମତାରୁ ଯାଉଯାଉ ଖାଦ୍ୟ ସୁରକ୍ଷାରେ ଏକନମ୍ବର ରାଜ୍ୟରେ ପରିଣତ ଓଡ଼ିଶାରେ ରାଜୁତି କରିଛି ଭୋକ। ସୁନାମ ହରାଇ ଓଡ଼ିଶା ଏବେ ‘ଜାଉ’ ମୃତ୍ୟୁ ଅପବାଦର ଶିକାର ହୋଇଛି। ଦିନକ ତଳେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟ…

Continue reading