ମାଓ ସମସ୍ୟା ନେଇ ଡିଜିପିଙ୍କ ବୈଠକ
ମାଲକାନଗିରି: ପୁଲିସ ମହାନିର୍ଦ୍ଦେଶକ ୱାଇ ବି ଖୁରାନିଆ ଗୁରୁବାର ମାଲକାନଗିରି ଜିଲ୍ଲା ଗସ୍ତ କରିଛନ୍ତି। ଏହି ସମୟରେ ମାଓ ମୁକାବିଲା ନେଇ ସମୀକ୍ଷା କରିବା ସହ ବିଭିନ୍ନ ବିଷୟରେ ଆଲୋଚନା କରିଛନ୍ତି। ମାର୍ଚ୍ଚ ୨୦୨୬ ସୁଦ୍ଧା ରାଜ୍ୟକୁ କିପରି ସମ୍ପୂର୍ଣ ମାଓ…
ମାଲକାନଗିରି: ପୁଲିସ ମହାନିର୍ଦ୍ଦେଶକ ୱାଇ ବି ଖୁରାନିଆ ଗୁରୁବାର ମାଲକାନଗିରି ଜିଲ୍ଲା ଗସ୍ତ କରିଛନ୍ତି। ଏହି ସମୟରେ ମାଓ ମୁକାବିଲା ନେଇ ସମୀକ୍ଷା କରିବା ସହ ବିଭିନ୍ନ ବିଷୟରେ ଆଲୋଚନା କରିଛନ୍ତି। ମାର୍ଚ୍ଚ ୨୦୨୬ ସୁଦ୍ଧା ରାଜ୍ୟକୁ କିପରି ସମ୍ପୂର୍ଣ ମାଓ…
ଆଠମଲ୍ଲିକ: ହାତୀ ଶିକାର ଘଟଣାରେ ଗିରଫ ହେଲା ଜଣେ ଶିକାରୀ । ଗିରଫ ହୋଇ ଥିବା ଶିକାରୀ ଜଣକ ସୋନୁପୁର ଜିଲ୍ଲାର ଗରିଆମୁଣ୍ଡା ଗ୍ରାମର ବୋଲି ଜଣାପଡିଛି । ଏହି ଘଟଣାରେ ସମ୍ପୃକ୍ତ ଥିବା ଆଉ ଜଣେ ଶିକାରୀକୁ ଧରିବାରେ ବିଫଳ…
ଭୋଗରାଇ: ଧରା ପଡିଲା ୭ ଫୁଟିଆ ବଉଳା କୁମ୍ଭୀର । ଦୀର୍ଘ ସମୟ ଧରି ୩୦ ଜଣିଆ ଟିମ୍ ଜାଲ ବିଛାଇ ଜଗି ରହିଥିବା ବେଳେ ଗୁରୁବାର ବିଳମ୍ବିତ ରାତିରେ କୁମ୍ଭୀରକୁ ଧରିବାରେ ବନ ବିଭାଗ ସଫଳ ହୋଇଛି । କୁମ୍ଭୀରଟିକୁ…
ଭୁବନେଶ୍ବର : ଗୋଟିଏ ସପ୍ତାହ ପରେ କାର୍ତ୍ତିକ ସରିବ, କିନ୍ତୁ କାର୍ତ୍ତିକର ଶୀତ ଏପର୍ୟ୍ୟନ୍ତ ଅନୁଭୂତ ହୋଇନାହିଁ। ପାହାଡିଆ ଅଞ୍ଚଳ ସେମିଳିଗୁଡା, ଦାରିଙ୍ଗବାଡି ଏବଂ ଜି.ଉଦୟଗିରିର କିଛି ଅଞ୍ଚଳରେ ସର୍ବନିମ୍ନ ତାପମାତ୍ରା କମିବା ସହ ଶୀତ ପଡିଥିଲେ ବି ଏବେ ପାରଦ…
ନୂଆଦିଲ୍ଲୀ: ସଲମାନ ଖାନଙ୍କୁ ପୁଣି ମିଳିଛି ହତ୍ୟା ଧମକ। ମୁମ୍ବାଇ ଟ୍ରାଫିକ୍ କଣ୍ଟ୍ରୋଲ ରୁମକୁ ଆସିଛି ସଲମାନଙ୍କ ଉଦ୍ଦେଶ୍ୟରେ ଧମକପୂର୍ଣ୍ଣ ମେସେଜ୍। ଗତକାଲି ବିଳମ୍ବିତ ରାତିରେ ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ ତରଫରୁ ଏହି ଧମକପୂର୍ଣ୍ଣ ମେସେଜ ମିଳିଥିବା ଜଣାଯାଇଛି। ଏଥିରେ କୁହାଯାଇଛି…
ଭୁବନେଶ୍ୱର:ଇଡକୋର ଜୁନିୟର ମ୍ୟାନେଜର ବିଜୟ କୁମାର ଉଦୟସିଂହଙ୍କୁ ଗିରଫ କରିଛି ଭିଜିଲାନ୍ସ। ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ତାଙ୍କୁ ଗିରଫ କରାଯାଇଛି। ସେ ୫ କୋଟି ୩୦ ଲକ୍ଷ ୭୨ ହଜାର ୭୧୭ ଟଙ୍କାର ସଂପତ୍ତି ଠୁଳ କରିଛନ୍ତି, ଯାହା…
ଭୁବନେଶ୍ୱର: କ୍ରୁଟ୍ ପକ୍ଷରୁ ଦାଖଲ ହୋଇଥିବା ସତ୍ୟପାଠକୁ ନେଇ ଅସନ୍ତୋଷ ପ୍ରକାଶ କଲେ ହାଇକୋର୍ଟ। ଏ ନେଇ ‘ମୋ ବସ୍’ ଏମ୍ଡିଙ୍କୁ କଡା ଭର୍ତ୍ସନା କଲେ କୋର୍ଟ।ଲୋକଙ୍କ ସୁରକ୍ଷା ଓ ଦୁର୍ଘଟଣା ରୋକିବା ପାଇଁ କ’ଣ ପଦକ୍ଷେପ ନେଇଛ ବୋଲି ପ୍ରଶ୍ନ…
କଟକ: ଜଣେ କଲେଜ ଛାତ୍ରୀଙ୍କୁ ଗଣଦୁଷ୍କର୍ମ କରଯାଇଥିବା ଅଭିଯୋଗ ହୋଇଛି। ଛାତ୍ରୀଙ୍କ ବୟଫ୍ରେଣ୍ଡ୍ ଓ ତା’ସାଙ୍ଗ ମାନେ ମିଶି ଗଣଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି। ଛାତ୍ରୀଙ୍କ ଆପତ୍ତିଜନକ ଭିଡିଓ ଉଠାଇ ବ୍ଲାକମେଲ କରିବା ସହ ବାରମ୍ବାର ଦୁଷ୍କର୍ମ କରିଥିବା ଥାନାରେ ଅଭିଯୋଗ…
ଭୁବନେଶ୍ୱର: ରାସନ କାର୍ଡ ହିତାଧିକାରୀଙ୍କୁ ଏବେ ମିଳିବନି ଗହମ । ନୂଆବର୍ଷ ପୂର୍ବରୁ ରାଜ୍ୟରେ ରାସନ କାର୍ଡଧାରୀଙ୍କୁ ଗହମ ମିଳିବାର ସମ୍ଭାବନା ନାହିଁ । ଆସନ୍ତା ଡିସେମ୍ବର ପର୍ୟ୍ୟନ୍ତ ହିତାଧିକାରୀଙ୍କୁ କେବଳ ଚାଉଳ ଦେବାକୁ ସରକାର ଘୋଷଣା କରିଛନ୍ତି । ଅର୍ଥାତ୍…
ସୁନ୍ଦରଗଡ଼: ବିବାହ କରିବାକୁ ରାଜି ନ ହେବାରୁ ରାସ୍ତାରେ ଏକାକି ଦେଖି ଫାର୍ସାରେ ହାଣି ମାରିଦେଲା । ସୁନ୍ଦରଗଡ଼ ଜିଲ୍ଲା ହେମଗିର ବ୍ଲକ ଅନ୍ତର୍ଗତ ପୂର୍ଣ୍ଣା ଗ୍ରାମର ଅଙ୍ଗନବାଡ଼ି କର୍ମୀ ଦିବ୍ୟାଭାରତୀ ଅଢ଼ା (୨୩)ଙ୍କୁ ବୁଧବାର ମଧ୍ୟାହ୍ନରେ ବୀଭତ୍ସ ଭାବେ ହତ୍ୟା…