କଳାଧନର କୁବେର ଇଡକୋର ଜୁନିୟର ମ୍ୟାନେଜର
ଭୁବନେଶ୍ୱର : ଇଡକୋର ଜୁନିୟର ମ୍ୟାନେଜର ବିଜୟ କୁମାର ଉଦୟସିଂହ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କଳାଧନର କୁବେର ବାବୁ ବିଜୟ ବୁଧବାର ଭିଜିଲାନ୍ସ ପଞ୍ଝାରେ ପଡ଼ିଛନ୍ତି । ତାଙ୍କ ଅଫିସ୍, ଖୋର୍ଦ୍ଧା ଜଙ୍କିଆରେ ଥିବା ପୈତୃକ ଘର, ପୁରୀରେ…
ଭୁବନେଶ୍ୱର : ଇଡକୋର ଜୁନିୟର ମ୍ୟାନେଜର ବିଜୟ କୁମାର ଉଦୟସିଂହ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କଳାଧନର କୁବେର ବାବୁ ବିଜୟ ବୁଧବାର ଭିଜିଲାନ୍ସ ପଞ୍ଝାରେ ପଡ଼ିଛନ୍ତି । ତାଙ୍କ ଅଫିସ୍, ଖୋର୍ଦ୍ଧା ଜଙ୍କିଆରେ ଥିବା ପୈତୃକ ଘର, ପୁରୀରେ…
ସୁନ୍ଦରଗଡ: ଝିଅକୁ ସ୍କୁଲ ଛାଡିବାକୁ ଯାଉଥିବା ବେଳେ ଅଘଟଣ । ବାଇକ୍କୁ ଧକ୍କା ଦେଲା ହାଇୱା । ଦୁର୍ଘଟଣାରେ ବାପା ପ୍ରାଣ ହରାଇ ଥିବା ବେଳେ ଝିଅ ଗୁରୁତର ହୋଇଛି । ସୁନ୍ଦରଗଡ ପାରିଜାତ ଛକରେ ଏଭଳି ଦୁର୍ଘଟଣା ଘଟିଛି ।…
ଭୁବନେଶ୍ବର: ସାମୁଦ୍ରିକ ବାତ୍ୟା ‘ଦାନା’ ଯୋଗୁଁ ପ୍ରଭାବିତ ଲୋକଙ୍କୁ କ୍ଷତିପୂରଣ ମିଳିବ। ରାଜ୍ୟ ସରକାର ଏଥି ପାଇଁ ଜିଲ୍ଲାମାନଙ୍କୁ କ୍ଷତିପୂରଣ ସହାୟତା ପଠାଇଛନ୍ତି। ପ୍ରାଥମିକ ପର୍ୟ୍ୟାୟରେ ମୋଟ ୪୨୩ କୋଟି ଟଙ୍କାର ସହାୟତା ରାଶି ପଠାଇଛନ୍ତି। ରାଜସ୍ବ ଓ ବିପର୍ୟ୍ୟୟ ପରିଚାଳନା…
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ପ୍ରାଥମିକ ଶିକ୍ଷାର ଉନ୍ନତିକରଣ ପାଇଁ ବିଭିନ୍ନ ବ୍ୟବସ୍ଥା ସମ୍ପର୍କରେ ସମୀକ୍ଷା କରିଛନ୍ତି। ବୈଠକରୁ ଜଣାଯାଇଛି ଯେ, ରାଜ୍ୟରେ ଖୁବ୍ ଶୀଘ୍ର ‘ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନା’ର ଶୁଭାରମ୍ଭ କରାଯିବ।…
ଶ୍ରୀନଗର: ଜାମ୍ମୁ-କାଶ୍ମୀରରେ ଧାରା ୩୭୦କୁ ପୁନର୍ବାର ଲାଗୁ କରାଯିବା ସମ୍ପର୍କିତ ଏକ ପ୍ରସ୍ତାବ ବୁଧବାର ବିଧାନସଭାରେ ଗୃହୀତ ହୋଇଛି। ଗୃହୀତ ପ୍ରସ୍ତାବ ଅନୁଯାୟୀ ସ୍ବତନ୍ତ୍ର ମାନ୍ୟତା ପ୍ରଦାନକାରୀ ଧାରା ୩୭୦କୁ ପୁନର୍ବାର ଲାଗୁ କରାଯିବା ସମ୍ପର୍କରେ ବିଧାୟକମାନେ କେନ୍ଦ୍ର ସରକାରଙ୍କ ସହିତ…
ନୂଆଦିଲ୍ଲୀ: ମଧ୍ୟବିତ୍ତ ବର୍ଗର ମେଧାବୀ ଶିକ୍ଷାର୍ଥୀଙ୍କୁ ଆର୍ଥିକ ସହାୟତା ପ୍ରଦାନ ପାଇଁ କେନ୍ଦ୍ର ସରକାର ପ୍ରଧାନମନ୍ତ୍ରୀ ବିଦ୍ୟା ଲକ୍ଷ୍ମୀ ଯୋଜନା ଆରମ୍ଭ କରିଛନ୍ତି। ଏହି ଯୋଜନାକୁ କେନ୍ଦ୍ର କ୍ୟାବିନେଟ ଅନୁମୋଦନ ଦେଇଛି। ଉଚ୍ଚ ଶିକ୍ଷାନୁଷ୍ଠାନରେ ନାଁ ଲେଖାଇବାରେ ଆର୍ଥିକ ସମସ୍ୟାର ସମ୍ମୁଖୀନ…
ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ଗଡ଼ବ ମେଟ୍ରୋ ଟ୍ରେନ୍। ୨୦୨୭ ସୁଦ୍ଧା ସରିବ ମେଟ୍ରୋ ପ୍ରକଳ୍ପ କାମ ସରିବ। ପ୍ରତି ୧୦ ମିନିଟ୍ ବ୍ୟବଧାନରେ ଗଡ଼ିବ ମେଟ୍ରୋ। ଆଜି ଏନେଇ ସୂଚନା ଦେଇଛନ୍ତି ଭୁବନେଶ୍ଵର ମେଟ୍ରୋ ରେଳ ପ୍ରକଳ୍ପ କର୍ତ୍ତୃପକ୍ଷ। ମେଟ୍ରୋ ରେଳ…
ଭୁବନେଶ୍ୱର: ଓଡ଼ିଶା ସିଭିଲ ସର୍ଭିସ ପ୍ରିଲିମିନାରୀ ପରୀକ୍ଷା-୨୦୨୩ ପାଇଁ ତାରିଖ ଘୋଷଣା ହୋଇଛି । ବାତ୍ୟା ‘ଦାନା’ ଯୋଗୁ ଏହି ପରୀକ୍ଷାକୁ ସ୍ଥଗିତ ରଖାଯାଇଥିଲା । ତେବେ ଆସନ୍ତା ଡିସେମ୍ବର ୧୫ତାରିଖରେ ପ୍ରିଲିମିନାରୀ ପରୀକ୍ଷା କରିବା ପାଇଁ ଓଡ଼ିଶା ଲୋକସେବା ଆୟୋଗ…
ଭୁବନେଶ୍ୱର: ସହର ଭିତରେ ବୁଲୁଥିବା ମୋ’ ବସ୍ର ସ୍ପିଡ୍ ଲିମିଟ୍ ୪୦ରୁ ଅଧିକ ରହିବ ନାହିଁ। ଯେଉଁ ବସ୍ ଗୁଡ଼ିକ ବାହାରକୁ ଯାଉଛି, ତାହାର ସ୍ପିଡ୍ ୫୦ ରହିବ। ଏହି ନିର୍ଦ୍ଦେଶକୁ ଯଥାଶୀଘ୍ର ଲାଗୁ କରିବା ପାଇଁ କୁହାଯାଇଛି। ଏନେଇ ସୂଚନା…
କେନ୍ଦୁଝର: କେନ୍ଦୁଝର ସରକାରୀ ଯାନ୍ତ୍ରିକ ମହାବିଦ୍ୟାଳୟରେ ଜଣେ ଜୁନିୟର ଛାତ୍ରଙ୍କୁ ରାଗିଂ ଅଭିଯୋଗରେ ୫ ଜଣ ସିନିୟର ଛାତ୍ରଙ୍କୁ ଗିରଫ କରିଛି ଟାଉନ ଥାନା ପୁଲିସ। ଏହା ସହିତ କଲେଜ କର୍ତ୍ତୃପକ୍ଷ ସେମାନଙ୍କୁ ୧ ବର୍ଷ ପାଇଁ ବାସନ୍ଦ କରିଛନ୍ତି। ଦ୍ୱିତୀୟ ବର୍ଷର…