ଓଡ଼ିଶାରେ ଜିଏସ୍ଟି ଆଦାୟ ୪୫୯୨ କୋଟି
ଭୁବନେଶ୍ୱର: କେନ୍ଦ୍ର ସରକାର ଚଳିତ ବର୍ଷ ଅକ୍ଟୋବର ମାସରେ ସାମଗ୍ରୀ ଓ ସେବା ଟିକସ (ଜିଏସ୍ଟି) ବାବଦକୁ ୧.୮୭ ଲକ୍ଷ କୋଟି ଟଙ୍କା ଆଦାୟ କରିଛନ୍ତି । ବାର୍ଷିକ ଭିତ୍ତିରେ ଏଥିରେ ୯% ଅଭିବୃଦ୍ଧି ହୋଇଛି । ସମାନ ସମୟରେ ଓଡ଼ିଶାରେ…
ଭୁବନେଶ୍ୱର: କେନ୍ଦ୍ର ସରକାର ଚଳିତ ବର୍ଷ ଅକ୍ଟୋବର ମାସରେ ସାମଗ୍ରୀ ଓ ସେବା ଟିକସ (ଜିଏସ୍ଟି) ବାବଦକୁ ୧.୮୭ ଲକ୍ଷ କୋଟି ଟଙ୍କା ଆଦାୟ କରିଛନ୍ତି । ବାର୍ଷିକ ଭିତ୍ତିରେ ଏଥିରେ ୯% ଅଭିବୃଦ୍ଧି ହୋଇଛି । ସମାନ ସମୟରେ ଓଡ଼ିଶାରେ…
ଭୁବନେଶ୍ୱର: ଆସନ୍ତା ନଭେମ୍ବର ୪ ତାରିଖ (ସୋମବାର) ଏବଂ ନଭେମ୍ବର ୧୧ ତାରିଖ (ସୋମବାର) ଦିନ ୟୁନିଟ୍-୫, ଭୁବନେଶ୍ୱରସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ୟ୍ୟକ୍ରମ ବନ୍ଦ ରହିବ । ପରବର୍ତ୍ତୀ ଅଭିଯୋଗ ଶୁଣାଣି ତାରିଖ…
ଭୁବନେଶ୍ୱର: ଚନ୍ଦ୍ରଶେଖରପୁର ପେଟ୍ରୋଲ ପମ୍ପ ନିକଟରେ ଯୁବତୀଙ୍କ ଉପରେ ଚଢ଼ିଗଲା ବସ୍। ଶରୀରର ବାମ ପଟେ ଚଢ଼ି ଯିବାରୁ ହାତ ଏବଂ କାନ୍ଧ ହାଡ ଭାଙ୍ଗିଯାଇଥିବା ସୂଚନା ମିଳିଛି । ଘଟଣାସ୍ଥଳରେ ୧୦୮ ଆମ୍ବୁଲାନ୍ସ ପହଞ୍ଚି ଯୁବତୀଙ୍କୁ ଉଦ୍ଧାର କରି କ୍ୟାପିଟାଲ…
ଭୁବନେଶ୍ୱର: ଗତ ଅକ୍ଟୋବର ୨୯ ତାରିଖରେ ବିଜେଡିରୁ ଇସ୍ତଫା ଦେଇଥିବା ବରୀର ପୂର୍ବତନ ବିଧାୟକ ସୁନନ୍ଦା ଦାସ ନଭେମ୍ବର ୬ ତାରିଖରେ ବିଜେପିରେ ଯୋଗ ଦେବେ। ୬ ତାରିଖ ପୂର୍ବାହ୍ନରେ ସେ ଭୁବନେଶ୍ୱର ସ୍ଥିତ ବିଜେପି ରାଜ୍ୟ କାର୍ୟ୍ୟାଳୟରେ ଦଳରେ ସାମିଲ…
ଭୁବନେଶ୍ବର : ‘ବିଜେଡି ସଭାପତି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଗତ ନିର୍ବାଚନରେ ହରାଇବା ପାଇଁ ସୁଚିନ୍ତିତ ଷଡ଼ଯନ୍ତ୍ର ରଚାଯାଇଥିଲା। ଏଥିପାଇଁ ତାଙ୍କୁ କଣ୍ଟାବାଞ୍ଜିରୁ ପ୍ରାର୍ଥୀ କରାଯାଇଥିଲା। ବିଜେଡି କ୍ଷମତାକୁ ଆସିଥିଲେ ଓ ନବୀନ ବାବୁ ନିର୍ବାଚନରେ ପରାସ୍ତ ହୋଇଥିଲେ…
କଟକ : ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ବାରା ପରିଚାଳିତ ୨୦୨୫ ମାଟ୍ରିକ ପରୀକ୍ଷା ନିମନ୍ତେ ଫର୍ମପୂରଣ ନଭେମ୍ବର ୩ରୁ ଅନୁଷ୍ଠିତ ହେବ। ରେଗୁଲାର ଓ ଏକ୍ସ-ରେଗୁଲାର ବିଦ୍ୟାର୍ଥୀମାନେ ନଭେମ୍ବର ୩ରୁ ୧୮ ତାରିଖ ରାତି ୧୧.୪୫ ପର୍ୟ୍ୟନ୍ତ ଅନ୍ଲାଇନ୍ ଯୋଗେ…
ଭୁବନେଶ୍ୱର : ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଆଜିଠାରୁ ୯ତାରିଖ ପର୍ୟ୍ୟନ୍ତ ଲଣ୍ଡନ ଗସ୍ତରେ ଯିବେ। ଏହି ଗସ୍ତ ସମୟରେ ସେ ଓଡ଼ିଶା ପର୍ୟ୍ୟଟନ, ପ୍ରବାସୀ ଏବଂ ଶିଳ୍ପପତିଙ୍କ ସହ ସମ୍ପର୍କକୁ ମଜଭୁତ କରିବା ପାଇଁ ଆୟୋଜିତ କାର୍ୟ୍ୟକ୍ରମରେ ଅଂଶଗ୍ରହଣ କରିବେ। କାର୍ୟ୍ୟକ୍ରମ…
ନୟାଗଡ଼: ଯୁବକଙ୍କ ହାତଗୋଡ଼କୁ ଗଛରେ ବାନ୍ଧି କାଠ ଫାଳିଆରେ ନିସ୍ତୁକ ପିଟିଲେ ଲୋକେ। ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ନୟାଗଡ଼ ଜିଲା ଫତେଗଡ଼ ଥାନା ଅନ୍ତର୍ଗତ ବଡ଼ସହରା ଅଞ୍ଚଳରେ। ଘଟଣା ସମୟର ଦୃଶ୍ୟର ଭିଡିସ ଏବେ ସାମାଜିକ ଗଣମାଧ୍ୟମରେ…
ନୂଆଦିଲ୍ଲୀ: ଜମ୍ମୁ-କାଶ୍ମୀରରେ ପୁଣିଥରେ ଆତଙ୍କବାଦୀଙ୍କ ବର୍ବରତା ଦେଖିବାକୁ ମିଳିଛି। ଆତଙ୍କବାଦୀମାନେ ବଡଗାମରେ ଦୁଇଜଣ ପ୍ରବାସୀ ଶ୍ରମିକଙ୍କୁ ଗୁଳି କରିଛନ୍ତି। ଶେଷ ଖବର ଅନୁଯାୟୀ ଉଭୟଙ୍କୁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଆହତଙ୍କ ନାମ ଉସମାନ ଏବଂ ସଞ୍ଜୟ, ଉଭୟ ଉତ୍ତରପ୍ରଦେଶର…
ନୂଆଦିଲ୍ଲୀ: ପଶ୍ଚିମବଙ୍ଗର ହାଓଡାରେ ଗତକାଲି ଦୀପାବଳି ପାଳନ ବେଳେ ଘଟିଛି ଅଘଟଣ । ବାଣ ନିଆଁରେ ଏକ ଘର ଜଳିଯାଇଥିବା ବେଳେ ତା’ ଭିତରେ ଥିବା ୩ ଛୁଆ ଜୀବନ୍ତ ଦଗ୍ଧ ହୋଇ ଯାଇଛନ୍ତି। ଏହି ଅଘଟଣରେ ଜଣେ ମହିଳା ଓ…