ମାଦଲ ବଜାଇଲେ ମୁଖ୍ୟମନ୍ତ୍ରୀ

କେନ୍ଦୁଝର : “ମୋ ନିଜ ଗାଁ ର ବନ୍ଦଣାକୁ ପର୍ବକୁ ମୁଁ ଭୁଲି ନାହିଁ । ଛୋଟ ବେଳରୁ ହିଁ ଏ ପୂଜାରେ ସାମିଲ୍ ହୋଇ ଉତ୍ସବ ପାଳନ କରୁଅଛି । ଗାଁ ସାହି ଭାଈ ସହିତ ଦୀପାବଳି ବନ୍ଦଣା ଉତ୍ସବ…

Continue reading
ଶୁକ୍ରବାରଠୁ ଖୋଲିଲା କୁଳଡିହା ଅଭୟାରଣ୍ୟ

ନୀଳଗିରି :  ଶୁକ୍ରବାରଠୁ ଖୋଲିଲା କୁଳଡିହା ଅଭୟାରଣ୍ୟ। ପର୍ୟ୍ୟଟକଙ୍କୁ ଆକୃଷ୍ଟ କରିବ ନେଚର୍ସକ୍ୟାମ୍ପ। ଏନେଇ ବନବିଭାଗ ତରଫରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ବାଲେଶ୍ଵର ଜିଲ୍ଲା ନୀଳଗିରି ଅଞ୍ଚଳରେ ଥିବା ୨୭୨.୭୫ ଵର୍ଗ କିଲୋମିଟର ପରିଧି ବିଶିଷ୍ଟ କୁଳଡିହା ଅଭୟାରଣ୍ୟ ଦୀର୍ଘମାସ ପରେ…

Continue reading
ଦୀପାବଳିରେ ଘର ଉପରକୁ ବୋମା କଲେ ଦୁର୍ବୃତ୍ତ

ଦିଗପହଣ୍ଡି: ଦିଗପହଣ୍ଡିରେ ପୁଣି ଫୁଟିଲା ବୋମା । ଦୀପାବଳିରେ ଘର ଉପରକୁ ବୋମା କଲେ ଦୁର୍ବୃତ୍ତ । ଲଗାତାର ପୋଲିସକୁ ଚାଲେଞ୍ଜ କରି ଫୁଟୁଛି ହାତ ତିଆରି ବୋମା । ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବ୍ଲକ୍‌ରେ ଏଭଳି ଘଟଣା ଘଟିଛି ।…

Continue reading
ଭୁବନେଶ୍ୱର ୧ ନମ୍ବର ହାଟ ଭୂତଳ ମାର୍କେଟରେ ଅଗ୍ନିକାଣ୍ଡ

ଭୁବନେଶ୍ୱର: ଗତକାଲି ବିଳମ୍ବିତ ରାତିରେ ଭୁବନେଶ୍ୱର ୧ ନମ୍ବର ହାଟ ଭୂତଳ ମାର୍କେଟରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ବହୁ ସମୟର ପରିଶ୍ରମ ପରେ ଅଗ୍ନିଶମ ବାହିନୀ ନିଆଁକୁ ଆୟତ୍ତ କରିଛନ୍ତି । ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ଥିବା ବେଳେ ଏଥିରେ ଲକ୍ଷାଧିକ…

Continue reading
ବାଣ ବିସ୍ଫୋରଣ , ୨ ମୃତ

ପୁରୀ : ପୁରୀ ବାଣ ବିସ୍ଫୋରଣ ଘଟଣାରେ ଆଉ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଭୁବନେଶ୍ଵରରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଏହା ପୂର୍ବରୁ ଅନ୍ୟ ଜଣେ ଯୁବକଙ୍କର କଟକ ଏସସିବି ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ…

Continue reading
୧୩ ଦିନ ଛୁଟି ରହିବ ବ୍ୟାଙ୍କ

ନୂଆଦିଲ୍ଲୀ: ଭାରତୀୟ ରିଜର୍ଭ ବ୍ୟାଙ୍କ ନଭେମ୍ବର ମାସ ପାଇଁ ବ୍ୟାଙ୍କ ଛୁଟି ତାଲିକା ଜାରି କରିଛି। ଏହି ମାସରେ ଦ୍ୱିତୀୟ ଓ ଚତୁର୍ଥ ଶନିବାର ଓ ଚାରିଟି ରବିବାରକୁ ମିଶାଇ ମୋଟ ୧୩ ଦିନ ଛୁଟି ରହିବ ବ୍ୟାଙ୍କ। ତେଣୁ ଜରୁରୀ…

Continue reading
ଦୀପାବଳି ପରେ ବଢ଼ିଲା ଗ୍ୟାସ୍‌ ସିଲିଣ୍ଡର ଦର

ନୂଆଦିଲ୍ଲୀ: ଦୀପାବଳି ପରେ ପରେ ପଡ଼ିଲା ମହଙ୍ଗା ମାଡ଼ । ବଢ଼ିଲା ଗ୍ୟାସ୍‌ ସିଲିଣ୍ଡର ଦର। ଗତ ମାସ ପରି ଚଳିତ ମାସ ବି ବଢ଼ିଛି କମର୍ସିଆଲ ଗ୍ୟାସ୍‌ ସିଲିଣ୍ଡର ଦାମ । ୧୯ କିଲୋଗ୍ରାମ ଗ୍ୟାସ୍‌ ଯୁକ୍ତ କମର୍ସିଆଲ ଏଲପିଜି…

Continue reading
ସ୍କ୍ରବ୍ ଟାଇଫସରେ ଚାଷୀ ମୃତ

ସୁବର୍ଣ୍ଣପୁର: ସୁବର୍ଣ୍ଣପୁର ଜିଲ୍ଲା ବିନିକା ବ୍ଳକ ଆଖିଦାଦର ଗାଁରେ। ସ୍କ୍ରବ୍ ଟାଇଫସରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ମୃତ ଚାଷୀ ଜଣଙ୍କ ହେଲେ ଲେକ୍ରୁ ସାହୁ (୫୮)। ଲେକ୍ରୁ ନିଜ ଧାନ ଚାଷରେ ସାର ସିଞ୍ଚନ କରିବା ପାଇଁ ବିଲକୁ ଯାଇଥିଲେ। ସେଠାରେ…

Continue reading
ହାଇକୋର୍ଟରେ ନିଯୁକ୍ତି ପାଇଲେ ୩୬ଜଣ ‘ସରକାରୀ ଓକିଲ’

ଭୁବନେଶ୍ୱର: ରାଜ୍ୟ ସରକାର  ୩୬ଜଣ ବରିଷ୍ଠ ଓକିଲଙ୍କୁ ଓଡ଼ିଶା ହାଇକୋର୍ଟରେ ସରକାରୀ ଓକିଲ ଭାବେ ନିଯୁକ୍ତି ଦେଇଛନ୍ତି । ଏମାନଙ୍କ ବ୍ୟତୀତ ଅନ୍ୟ ୪୭ଜଣଙ୍କୁ ହାଇକୋର୍ଟରେ ‘ଷ୍ଟାଣ୍ଡିଂ କାଉନସେଲ’ ଭାବେ ମଧ୍ୟ ପରବର୍ତ୍ତୀ ନିର୍ଦ୍ଦେଶ ପର୍ୟ୍ୟନ୍ତ ଅବସ୍ଥାପିତ କରାଯାଇଛି । ରାଜ୍ୟରେ…

Continue reading
ଆଜି ଶ୍ରୀମନ୍ଦିରରେ ଦୀପାବଳି ପାଳନ ସହ ଅମାବାସ୍ୟା ନୀତି ହେବ

ପୁରୀ: ଆଜି ଶ୍ରୀମନ୍ଦିରରେ ଦୀପାବଳି ପାଳନ ସହ ଅମାବାସ୍ୟା ନୀତି ହେବ। ଏଥିସହ ପୟା ଶ୍ରାଦ୍ଧ ପକାଇ ଭକ୍ତମାନେ ବଡ଼ବଡ଼ିଆଙ୍କୁ କାଉଁରିଆ କାଠି ଜାଳିବେ। ପଞ୍ଜିକା-ପଞ୍ଜିକା ଭିତରେ ଅସାମଞ୍ଜସ୍ୟତା ଓ କ୍ୟାଲେଣ୍ଡରରୁ କ୍ୟାଲେଣ୍ଡରରେ ଭିନ୍ନ ଭିନ୍ନ ସୂଚନାରୁ କିଏ ଗତକାଲି ଦୀପାବଳି…

Continue reading