ଆତଙ୍କ ସୃଷ୍ଟି କରିଛି ସ୍କ୍ରବ୍‌ ଟାଇଫସ୍‌, ନେଲା ଆଉ ଜଣକ ଜୀବନ

ବରଗଡ଼: ବରଗଡ଼ ଜିଲ୍ଲାରେ ଆତଙ୍କ ସୃଷ୍ଟି କରିଛି ସ୍କ୍ରବ୍‌ ଟାଇଫସ୍‌ । ଜଙ୍ଗଲୀ ପୋକ ପୁଣି ଜଣକ ଜୀବନ ନେଇଛି । ଆକ୍ରାନ୍ତଙ୍କ ସଂଖ୍ୟା ଥମିବାର ନାଁ ନେଉନାହିଁ। ଦୁଇ ମାସରୁ ଊର୍ଦ୍ଧ୍ୱ ହେବ ଜିଲ୍ଲାର ସମସ୍ତ ୧୨ ବ୍ଲକରେ ଏହି…

Continue reading
ରାଜ୍ୟ ସରକାର କେବଳ ପ୍ରଶଂସା ସାଉଁଟିବା ପାଇଁ ବ୍ୟଗ୍ର:ଲେଖାଶ୍ରୀ

ଭୁବନେଶ୍ୱର : ବାତ୍ୟା ଦାନାର ମୁକାବିଲା ଓ ପରିଚାଳନା ନେଇ ରାଜ୍ୟ ସରକାର ନିଜର ସଫଳତା ଦାବି କରି ଡିଣ୍ଡିମ ପିଟି ଚାଲିଥିବା ବେଳେ ବିଜୁ ଜନତା ଦଳ ତରଫରୁ  ଆୟୋଜିତ ସାମ୍ୱାଦିକ ସମ୍ମିଳନୀରେ ରାଜ୍ୟ ସରକାର ବାତ୍ୟା ପରିଚାଳନାରେ ସମ୍ପୂର୍ଣ୍ଣ…

Continue reading
ଦୁର୍ଘଟଣାରେ ୨୪ ମୃତ

ନୂଆଦିଲ୍ଲୀ: ମେକ୍ସିକୋରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଟ୍ରକକୁ ପଛରୁ ଧକ୍କା ଦେବା ପରେ ଭାରସାମ୍ୟ ହରାଇ ପୋଲ ତଳକୁ ଖସିପଡିଛି ଯାତ୍ରୀବାହୀ ବସ୍। ଏହି ଦୁର୍ଘଟଣାରେ ପ୍ରାୟ ୨୪ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୫ରୁ ଅଧିକ ଲୋକ ଗୁରୁତର ଆହତ ହୋଇଥିବା…

Continue reading
ବାଲେଶ୍ୱର ଏବଂ ମୟୂରଭଞ୍ଜ ଜିଲାରେ ବନ୍ୟା ପରିସ୍ଥିତି

ଭୁବନେଶ୍ବର : ବର୍ଷା ଯୋଗୁଁ ବାଲେଶ୍ୱର ଏବଂ ମୟୂରଭଞ୍ଜ ଜିଲାରେ ବନ୍ୟା ପରିସ୍ଥିତି ଉପୁଜିଛି। ବାଲେଶ୍ୱର ଜିଲାର ୧୦ ଗାଁ ଜଳମଗ୍ନ ହେବା ସହ ବାହ୍ୟ ଜଗତରୁ ବିଚ୍ଛିନ୍ନ ହୋଇଯାଇଛି। ମୟୂରଭଞ୍ଜ ଜିଲା ଶିମିଳିପାଳରେ ପ୍ରବଳ ବର୍ଷା ଯୋଗୁଁ ବୁଢାବଳଙ୍ଗ ଓ…

Continue reading
ଏୟାରପୋର୍ଟ ଡମ୍ପିଂୟାର୍ଡ ନିକଟରେ କଲରାପତରିଆ ବାଘ ନୁହେଁ, ବଣ ଭୁଆଁ

ଭୁବନେଶ୍ଵର: ଭୁବନେଶ୍ଵର ଏୟାରପୋର୍ଟ ଡମ୍ପିଂୟାର୍ଡ ନିକଟରେ ବୁଲୁଥିବା ଜନ୍ତୁ ବାଘ ନା ବଣଭୁଆ ? ଏ ନେଇ ସ୍ପଷ୍ଟିକରଣ ରଖିଛନ୍ତି ବନ ବିଭାଗର ଅଧିକାରୀ। ଖାନ୍ ତଲାସୀ ବେଳେ ଆଜି ଭୋର୍ ସମୟରେ କର୍ମଚାରୀମାନେ ଏକ ବଣଭୁଆ ଦେଖିଥିବା କହିଛନ୍ତି। ହେଲେ…

Continue reading
ସ୍ତ୍ରୀର ତଣ୍ଟି କାଟିଲା ସ୍ଵାମୀ

କନ୍ଧମାଳ: କନ୍ଧମାଳ ଜିଲ୍ଲା ତୁମୁଡିବନ୍ଧ ଥାନା ନୂଆମୁଣ୍ଡା ଗାଁରେ ଅଭାବନୀୟ ଘଟଣା ଘଟିଛି। ମଦ ପାଇଁ ସ୍ତ୍ରୀର ଗଳା କାଟି ହତ୍ୟା କଲା ସ୍ଵାମୀ।  ମୃତକ ମଧୁବତି ବେହେରା ଦଳାଇ ବୋଲି ଜଣାପଡିଛି। ସୂଚନା ଅନୁସାରେ ସ୍ଵାମୀ ଚନ୍ଦ୍ରକାନ୍ତ ଆଜି ସକାଳେ…

Continue reading
ଦିଲ୍ଲୀ-ଏନସିଆରରେ ପ୍ରଦୂଷଣ ଉପରେ ଲାଗୁନି ବ୍ରେକ୍‌

ନୂଆଦିଲ୍ଲୀ: ଯୁଆଡ଼େ ଦେଖିବ ସିଆଡ଼େ କେବଳ ଧୂଆଁ ଆଉ ଧୂଆଁ। ଗ୍ୟାସ୍‌ ଚାମ୍ବାର ପାଲଟି ଗଲାଣି ରାଜଧାନୀ ଦିଲ୍ଲୀ। ପ୍ରଦୂଷଣ ଉପରେ ଲାଗୁନି ବ୍ରେକ୍‌। ଦିନକୁ ଦିନ ଏହା ବଢ଼ି ଚାଲିଛି। ଫଳରେ ଲୋକେ ନିଶ୍ୱାସ ନେବା ଏବେ କଷ୍ଟକର ହୋଇପଡ଼ିଛି।…

Continue reading
ଏବେବି ଆଶ୍ରୟସ୍ଥଳୀରେ ୧ଲକ୍ଷ ୧୦ହଜାର ୫୧୩ଜଣ ଲୋକ ଆଶ୍ରୟ ନେଇଛନ୍ତି

ଭୁବନେଶ୍ୱର:  ବାତ୍ୟା ଦାନା ପ୍ରଭାବରେ ଏବେ ବାଲେଶ୍ୱର ଓ ମୟୂରଭଞ୍ଜ ଜିଲ୍ଲାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି । ବାଲେଶ୍ୱର ଜିଲ୍ଲାର ୨ଟି ବ୍ଲକର ୧୦୫୦୦ଜଣ ଲୋକଙ୍କୁ ସ୍ଥାନାନ୍ତର କରାଯାଇଛି । ଏପଟେ ବାତ୍ୟା ପ୍ରଭାବିତ ଅଂଚଳରେ ୯୨% ଘରକୁ ବିଦ୍ୟୁତ…

Continue reading
କେନ୍ଦ୍ରୀୟ ଡେପୁଟେସନରେ ଯିବେ ଲୋହାନୀ

ଭୁବନେଶ୍ୱର:  ରାଜ୍ୟ ପଂଚାୟତିରାଜ ସଚିବ ୧୯୯୫ ବ୍ୟାଚ୍ ଆଇଏଏସ୍ ସୁଶୀଲ କୁମାର ଲୋହାନୀଙ୍କୁ କେନ୍ଦ୍ର ସରକାରରେ ନିଯୁକ୍ତି ମିଳିଛି । ସେ କେନ୍ଦ୍ର ପଂଚାୟତିରାଜ ମନ୍ତ୍ରଣାଳୟରେ ଅତିରିକ୍ତ ସଚିବ ଭାବେ କାର୍ୟ୍ୟ କରିବେ । ସେହିପରି କେନ୍ଦ୍ରୀୟ ଡେପୁଟେସନରୁ ଫେରିଛନ୍ତି ୨୦୦୨…

Continue reading
ଅର୍ଥ ମନ୍ତ୍ରାଳୟର ପରାମର୍ଶଦାତା କମିଟିରେ ବୈଜୟନ୍ତ

ଭୁବନେଶ୍ୱର:  ଅର୍ଥ ମନ୍ତ୍ରାଳୟ ପାଇଁ କେନ୍ଦ୍ର ସରକାର ପରାମର୍ଶଦାତା କମିଟି ଗଠନ କରିଥିବା ବେଳେ ଏଥିରେ ସ୍ଥାନ ପାଇଛନ୍ତି କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡା। ଭାରତ ସରକାରଙ୍କ ପକ୍ଷରୁ ଏହି କମିଟି ଗଠନ ନେଇ ସଂସଦୀୟ ବ୍ୟାପାର ମନ୍ତ୍ରାଳୟ ବିଜ୍ଞପ୍ତି ପ୍ରକାଶ…

Continue reading