ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର:ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆସନ୍ତା ୨୯ ଏବଂ ୩୦ ତାରିଖ ୨ ଦିନ ପାଇଁ ନୂଆଦିଲ୍ଲୀ ଗସ୍ତ କରିବେ। ଦିଲ୍ଲୀଠାରେ ଆୟୋଜିତ କେନ୍ଦ୍ର ସରକାରଙ୍କ ଏକ ବୈଠକରେ ସେ ଯୋଗଦେବା କାର୍ୟ୍ୟକ୍ରମ ରହିଛି। ହେଲେ ନିର୍ଦ୍ଦିଷ୍ଟ ଭାବେ କେଉଁ କାର୍ୟ୍ୟକ୍ରମରେ…
ଭୁବନେଶ୍ୱର:ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆସନ୍ତା ୨୯ ଏବଂ ୩୦ ତାରିଖ ୨ ଦିନ ପାଇଁ ନୂଆଦିଲ୍ଲୀ ଗସ୍ତ କରିବେ। ଦିଲ୍ଲୀଠାରେ ଆୟୋଜିତ କେନ୍ଦ୍ର ସରକାରଙ୍କ ଏକ ବୈଠକରେ ସେ ଯୋଗଦେବା କାର୍ୟ୍ୟକ୍ରମ ରହିଛି। ହେଲେ ନିର୍ଦ୍ଦିଷ୍ଟ ଭାବେ କେଉଁ କାର୍ୟ୍ୟକ୍ରମରେ…
ଭୁବନେଶ୍ଵର, : ଦୁର୍ବଳ ହୋଇ ଅବପାତରେ ପରିଣତ ହେଲା ବାତ୍ୟା। ଏହାର ପ୍ରଭାବରେ ଉତ୍ତର ଓଡ଼ିଶାରେ ଆଜି ପ୍ରବଳ ବର୍ଷା ସମ୍ଭାବନା ରହିଛି। ୪ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି। ଭଦ୍ରକ, ବାଲେଶ୍ଵର,…
ନୂଆଦିଲ୍ଲୀ: ସୁପ୍ରିମକୋର୍ଟ ଆଧାର କାର୍ଡକୁ ନେଇ ବଡ଼ ରାୟ ଦେଇଛନ୍ତି। ଏହା ବୟସ ନିର୍ଦ୍ଧାରଣ କରିବାର ଆନୁଷ୍ଠାନିକ ପ୍ରମାଣପତ୍ର ନୁହେଁ ବୋଲି ଜଷ୍ଟିସ ସଞ୍ଜୟ କରୋଲ ଏବଂ ଜଷ୍ଟିସ ଉଜ୍ଜ୍ବଲ ଭୁଇଁଆଙ୍କ ଖଣ୍ଡପୀଠ କହିଛନ୍ତି। ଏ ସମ୍ବନ୍ଧରେ ପଞ୍ଜାବ ଏବଂ ହରିୟାଣା…
ବାଲେଶ୍ୱର :ବାତ୍ୟା ‘ଦାନା’ ଯୋଗୁ ବାଲେଶ୍ୱର ଜିଲ୍ଲାରେ ଉପୁଜିଛି ବନ୍ୟା ସ୍ଥିତି। ଲଗାଣ ବର୍ଷା ହେତୁ ପାଣି ଉଛୁଳି ପରିସ୍ଥିତି ଧୀରେ ଧୀରେ ଅଣାୟତ୍ତ ହେବାକୁ ଲାଗିଛି। ପାଣି ପ୍ରଖର ସ୍ରୋତରେ ପ୍ରବାହିତ ହେବାରୁ ବାଲେଶ୍ୱର ଜିଲ୍ଲାର ୧୦ ଗାଁ ବାହ୍ୟ…
ମୟୂରଭଞ୍ଜ: ଜିଏସ୍ଟି ଫାଙ୍କିବା ସନ୍ଦେହରେ ମୟୂରଭଞ୍ଜ ଜିଲ୍ଲା ବାରିପଦାର ଏମକେସି ହାଇସ୍କୁଲ ଛକ ନିକଟରେ ଏକ ଲଜିଷ୍ଟିକ୍ ଗାଡ଼ିକୁ ଅଟକ ରଖିଛି ପୁଲିସ୍। ଉକ୍ତ ଗାଡ଼ିରେ ପ୍ରାୟ ୨୦ କେଜିରୁ ଊର୍ଦ୍ଧ୍ୱ ସୁନା ଥିବା ଜଣାଯାଇଛି। ସୁନା କେଉଁଠୁ ଆସୁଥିଲା ଓ…
ଭୁବନେଶ୍ୱର: ସେପ୍ଟେମ୍ବର ୧୭ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପ୍ରଧାନ ମନ୍ତ୍ରୀ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିବାକୁ ଓଡ଼ିଶା ଆସିବା କାର୍ଯ୍ୟକ୍ରମ ରହିଛି। ଏ ନେଇ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପୁରୀରୁ ସୂଚନା ଦେଇଛନ୍ତି। ମୋଦି ତାଙ୍କ ଜନ୍ମଦିନ…
ନୂଆଦିଲ୍ଲୀ, : ଭାରତ ସରକାର ଦେଶର ଜନତାଙ୍କ ପାଇଁ ଅନେକ ଯୋଜନା କରୁଛନ୍ତି। ଏଥିମଧ୍ୟରୁ ସରକାର ବିଭିନ୍ନ ପ୍ରକାରର ଲୋକଙ୍କ ପାଇଁ ବିଭିନ୍ନ ଯୋଜନା ଆଣିଛନ୍ତି। ଏହି ଯୋଜନାଗୁଡ଼ିକ ମଧ୍ୟରୁ ଅଧିକାଂଶ ଗରିବ ଏବଂ ଅଭାବୀ ଲୋକଙ୍କ ପାଇଁ ରହିଛି। କେନ୍ଦ୍ର…
ଭୁବନେଶ୍ୱର: ଆଳୁ ଦାମ ବୃଦ୍ଧି ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ କରିଛନ୍ତି। ଓୟୁଏଟି ପ୍ରତିଷ୍ଠା ଦିବସରେ ଯୋଗ ଦେଇ ପୂର୍ବ ସରକାରଙ୍କ ଉପରେ ବର୍ଷିଛନ୍ତି ମୋହନ। ସେ କହିଛନ୍ତି, ପୂର୍ବ ସରକାରରେ କୃତ୍ରିମ ସମସ୍ୟା…
ଯୁକ୍ତ ୩ ନାମଲେଖା ଗାଇଡଲାଇନରେ ପରିବର୍ତ୍ତନ। ପ୍ରଥମ ପର୍ଯ୍ୟାୟରେ ନାମ ଲେଖାଇଲେ ବି ଦ୍ୱିତୀୟ ପର୍ଯ୍ୟାୟ ପାଇଁ ଛାତ୍ରଛାତ୍ରୀଙ୍କୁ ସୁଯୋଗ ମିଳିବ। ଅର୍ଥାତ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ପ୍ରକ୍ରିୟାରେ ଭାଗ ନେଇପାରିବେ ଛାତ୍ରଛାତ୍ରୀ। ଆଜି ପ୍ରେସମିଟରେ ଏହି ସୂଚନା ଦେଇଛନ୍ତି ଉଚ୍ଚଶିକ୍ଷା…
ହାତରେ କଳା ପଟି ଆଉ ମୁହଁରେ କଳା ମାସ୍କ। ଧାରଣାରେ ବସିଲେ ଜାତୀୟତାବାଦୀ କଂଗ୍ରେସ ପାର୍ଟି ତଥା ଏନ୍ସିପିର ମୁଖିଆ ଶରଦ ପାଓ୍ୱାର। ମହାରାଷ୍ଟ୍ରର ବଦଲାପୁର ସ୍କୁଲରେ ଦୁଇ ଛୋଟ ପିଲାଙ୍କୁ ଦିଆଯାଇଥିବା ଯୌନ ନିର୍ଯାତନା ବିରୋଧରେ ଧାରଣାରେ ବସିଛନ୍ତି। ମହାବିକାଶ ଅଘାଡି ଆଜି…