ଅଣ୍ଡର ୧୯ ମହିଳା ଟିମ ପାଇଁ ୫ କୋଟିର ପୁରସ୍କାର ଘୋଷଣା କଲା ବିସିସିଆଇ

ନୂଆଦିଲ୍ଲୀ: ଲଗାତାର ଦ୍ବିତୀୟ ଥର ବିଶ୍ବ ବିଜେତା ଅଣ୍ଡର ୧୯ ଭାରତୀୟ ମହିଳା ଟି୨୦ ଟିମକୁ ପୁରସ୍କାର ଦେଲା ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ । ଭାରତୀୟ ଟିମକୁ ୫ କୋଟି ଟଙ୍କା ନଗଦ ପୁରସ୍କାର ରାଶି ଘୋଷଣା କରିଛି ବିସିସିଆଇ…

Continue reading
ଫ୍ୟାନ୍‌ରେ ଝୁଲି ପଡିଲେ ଦମ୍ପତି

ବ୍ରହ୍ମବରଦା: ବେକରେ ରଶି ଲଗାଇ ଫ୍ୟାନ୍‌ରେ ଝୁଲି ପଡିଲେ ଦମ୍ପତି । ମୃତକ ବିଜୟ ରାଉତ (୬୦) ଓ ତାଙ୍କ ସ୍ତ୍ରୀ ପଦ୍ମିନୀ (୫୫) ବୋଲି ଜଣା ପଡ଼ିଛି । ଯାଜପୁର ଜିଲ୍ଲା ବ୍ରହ୍ମବରଦା ଥାନା ଅର୍ଥଙ୍ଗା ପଞ୍ଚାୟତ କୋଠା ସାହି…

Continue reading
ଛାତ୍ରକୁ ଛୁରୀ ଭୁସି ଦେଲେ ଅଣଛାତ୍ର

ଜୟପୁର : ଛାତ୍ରକୁ ଛୁରୀ ଭୁସି ଦେଲେ ଏକାଧିକ ଅଣଛାତ୍ର । ଗୁରୁତର ଅବସ୍ଥାରେ ଜୟପୁର ସ୍ଥିତ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଆହତ ଛାତ୍ର ଜଣଙ୍କୁ ଭର୍ତ୍ତି କରାଯାଇଛି। ଗୁରୁତର ଛାତ୍ର ଜଣଙ୍କ ହେଲେ ରାମଚନ୍ଦ୍ର ମାଢୀ । ସେ ଜୟପୁର…

Continue reading
ରେଳ ବଜେଟରେ ଓଡ଼ିଶା ପାଇଁ ୧୦,୫୯୯ କୋଟିର ବ୍ୟୟବରାଦ: ଅଶ୍ବିନୀ

ନୂଆଦିଲ୍ଲୀ: ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ଦିଲ୍ଲୀରେ ସାମ୍ବାଦିକ ସମ୍ମିଳନୀରେ ସୂଚନା ପ୍ରଦାନ କରିଛନ୍ତି ଯେ, ଓଡ଼ିଶା ପାଇଁ ରେଳ ବଜେଟରେ ୧୦, ୫୯୯ କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି। ଗତ ୧୦ ବର୍ଷ ଭିତରେ ଓଡିଶାରେ ୨ହଜାର୪୬ କିଲୋମିଟର ରେଲୱେ ଟ୍ରାକ୍…

Continue reading
ଆଇଇଡି ଉଦ୍ଧାର: ଅଳ୍ପକେ ବର୍ତ୍ତିଲେ ଯବାନ

ଛତିଶଗଡ଼଼: ଆଜି ସେନାକୁ ଆକ୍ରମଣ କରିବା ପାଇଁ ଲାଲବାହିନୀଙ୍କ ବଡ଼ ଧରଣର ଉଦ୍ୟମକୁ ଯବାନମାନେ ପଣ୍ଡ କରିଦେଇଛନ୍ତି। ଏହାସହିତ ମାଓବାଦୀଙ୍କ ଗରିଲା ରଣନୀତିରୁ ସୁରକ୍ଷାକର୍ମୀମାନେ ଅଳ୍ପକେ ବର୍ତ୍ତିଯାଇଛନ୍ତି। ଛତିଶଗଡ଼଼ର ବିଜେପୁର ଜିଲା ଅନ୍ତର୍ଗତ ଉସୁର ଜଙ୍ଗଲ ନିକଟରେ ମାଓବାଦୀମାନେ ପ୍ଲାଷ୍ଟିକ ଡ୍ରମରେ…

Continue reading
ଆଜି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି କାର୍ୟ୍ୟକ୍ରମ

ଭୁବନେଶ୍ବର: ଆଜି ପୁଣି ମୁଖ୍ୟମନ୍ତ୍ରୀଙ୍କ ଲୋକଙ୍କ ଅଭିଯୋଗ ଶୁଣାଣି କାର୍ୟ୍ୟକ୍ରମ ଅନୁଷ୍ଠିତ ହେବ। ଏଥିଲାଗି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକେଷ୍ଠରେ ଲୋକେ ପହଞ୍ଚିଲେଣି। ସେମାନେ ନିଜ ନିଜ ଅଭିଯୋଗର ସମାଧାନ ଆଶା ନେଇ ଦୂରଦୂରାନ୍ତରୁ ପହଞ୍ଚିଛନ୍ତି। ହଜାର ଲୋକ ଅଭିଯୋଗ ଶୁଣାଣି ପାଇଁ…

Continue reading
ସୋନିଆଙ୍କ ବିରୋଧରେ ମାମଲା

ପାଟନା : ସଂସଦର ବଜେଟ ଅଧିବେଶନ ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗତ ଶୁକ୍ରବାର ଉଭୟ ଗୃହକୁ ସମ୍ବୋଧିତ କରିଥିଲେ। ତେବେ ଅଭିଭାଷଣ ପରେ କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଆପତ୍ତିଜନକ ମନ୍ତବ୍ୟ ଦେଇଥିଲେ। ଏହି ପରିପ୍ରେକ୍ଷୀରେ ବିହାରର…

Continue reading
ମଣ୍ଡି ଅଧିକାରୀଙ୍କୁ ସୋ କଜ୍ ନୋଟିସ୍

ଭଦ୍ରକ: ମଣ୍ଡି ଅଧିକାରୀଙ୍କୁ ଜିଲ୍ଲାପାଳଙ୍କ ଛାଟ। ହାଫ୍ ପ୍ୟାଣ୍ଟ ଓ ବେକରେ ଗାମୁଛା । ମୁହଁରେ ମାସ୍କ ପିନ୍ଧି ମଣ୍ଡିରେ ପହଞ୍ଚିଲେ। ଆଉ ଚାଷୀ ମାନଙ୍କୁ ଧାନ ବିକ୍ରି କଥା କହିଥିଲେ। ଏହା ଶୁଣି ୮ କେଜି କଟନୀଛଟନୀ ହେବ ବୋଲି…

Continue reading
ଫେବ୍ରୁଆରୀ ଦ୍ୱିତୀୟ ସପ୍ତାହରେ ଓଡ଼ିଶାକୁ ମିଳିବ ନୂଆ ପିସିସି ସଭାପତି

ଭୁବନେଶ୍ୱର: ଆସନ୍ତା ୫ ତାରିଖରେ ଦିଲ୍ଲୀ ବିଧାନସଭା ନିର୍ବାଚନ । ୮ରେ ଫଳ ଘୋଷଣା । ତା’ପରେ ଫେବ୍ରୁଆରୀ ଦ୍ୱିତୀୟ ସପ୍ତାହରେ ଓଡ଼ିଶାକୁ ମିଳିବ ନୂଆ ପିସିସି ସଭାପତି । ନିର୍ବାଚନ ପରେ ଦଳର ବରିଷ୍ଠ ନେତାମାନେ ବିଚାରବିମର୍ଶ କରି ନାଁ…

Continue reading
ଅନୁକୂଳ ହେଲା ରଥ କାଠ

ପୁରୀ: ପବିତ୍ର ଶ୍ରୀପଞ୍ଚମୀରେ ଅନୁକୂଳ ହୋଇଛି ରଥ କାଠ । ପରମ୍ପରା ଅନୁଯାୟୀ ଶ୍ରୀପଞ୍ଚମୀ ଅବସରରେ ଚଳିତ ବର୍ଷ ୨୦୨୫ ରଥଯାତ୍ରା ପାଇଁ ରଥକାଠ ହୋଇଛି ଅନୁକୂଳ । ଶ୍ରୀମନ୍ଦିର ପ୍ରଶାସନ କାର୍ୟ୍ୟାଳୟ ସମ୍ମୁଖରେ ଥିବା ରଥଖଳାରେ ୩ଟି ଧଉରା କାଠ…

Continue reading