ଓଡ଼ିଶାର ସବୁଜ ଶକ୍ତିର ଭବିଷ୍ୟତର ସଂରକ୍ଷଣ ଓ ଅକ୍ଷୟ ଶକ୍ତିର ଆକାଂକ୍ଷା ପୂରଣ କରିବା: ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଭାରତର ବୃହତ ପୁଞ୍ଜିନିବେଶ ସମ୍ମିଳନୀ ଉତ୍କର୍ଷ ଓଡ଼ିଶା ସମ୍ମିଳନୀ 2025 ର ଆଜି ଦ୍ବିତୀୟ ଦିନ । ଦ୍ବିତୀୟ ଦିନରେ ବିକଶିତ ଓଡ଼ିଶା ପାଇଁ ଅକ୍ଷୟ ଶକ୍ତି ଏବଂ ଅକ୍ଷୟ ଶକ୍ତି ପାଇଁ ଉପକରଣ ଉତ୍ପାଦନ ନିମନ୍ତେ ଇକୋସିଷ୍ଟମ ସୃଷ୍ଟି…

Continue reading
ବୟନ, ପୋଷାକ, ରେଶମ ଶିଳ୍ପ ଓ ହସ୍ତତନ୍ତରେ ଆସିବ ସମୃଦ୍ଧି

ଭୁବନେଶ୍ଵର: ବୟନଶିଳ୍ପ, ପୋଷାକ ଶିଳ୍ପ, ରେଶମ ଶିଳ୍ପ ଏବଂ ହସ୍ତତନ୍ତ କ୍ଷେତ୍ରରେ ବିକାଶ ଓ ସମୃଦ୍ଧି ପାଇଁ ଅପାର ସମ୍ଭାବନା ଆଣିଛି ଉତ୍କର୍ଷ ଓଡ଼ିଶା- ମେକ୍ ଇନ୍ ଓଡ଼ିଶା କନକ୍ଲେଭ୍ -୨୦୨୫ । ସାମାଜିକ ଓ ଅର୍ଥନୈତିକ ଅଭିବୃଦ୍ଧି ପାଇଁ ଶିଳ୍ପ…

Continue reading
ମହିଳା ଉଦ୍ୟୋଗୀଙ୍କ ଅର୍ଥନୈତିକ ନେତୃତ୍ୱରେ ବିକଶିତ ଓଡ଼ିଶାର ସ୍ୱପ୍ନ ସାକାର ହେବ- ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଜୀବନର ଯେକୌଣସି କ୍ଷେତ୍ରରେ ସଫଳ ମହିଳାମାନଙ୍କୁ ସେମାନଙ୍କ ପୁରୁଷ ପ୍ରତିପକ୍ଷଙ୍କ ସହିତ ସମକକ୍ଷ ହେବା ଆନନ୍ଦର ବିଷୟ ବୋଲି ଉଲ୍ଲେଖ କରି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କହିଛନ୍ତି ଯେ କୃଷି କ୍ଷେତ୍ରରେ କାମ କରିବା ଠାରୁ ଆରମ୍ଭ…

Continue reading
ମହାକୁମ୍ଭ ଦଳାଚକଟା ଘଟଣା – ମୃତକଙ୍କ ପରିବାରକୁ ୨୫ ଲକ୍ଷ ଟଙ୍କା ଲେଖାଏଁ ଆର୍ଥିକ ସହାୟତା ଘୋଷଣା

ପ୍ରୟାଗରାଜର ମହାକୁମ୍ଭର ସଙ୍ଗମ ଘାଟରେ ଘଟିଥିବା ଦଳାଚକଟା ଘଟଣାରେ ଉତ୍ତରପ୍ରଦେଶ ସରକାର ପ୍ରାଣ ହରାଇଥିବା ମୃତକଙ୍କ ପରିବାରକୁ ୨୫ ଲକ୍ଷ ଟଙ୍କା ଲେଖାଏଁ ଆର୍ଥିକ ସହାୟତା ଘୋଷଣା କରିଛନ୍ତି। ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏହି ଘଟଣାର ଆଜି ବିଚାର ବିଭାଗୀୟ…

Continue reading
୧୦୦ତମ ଉତକ୍ଷେପଣ ସହ ଶତକ ହାସଲ କଲା ଇସ୍ରୋ

ନୂଆଦିଲ୍ଲୀ: ପୁଣି ଇତିହାସ ରଚିଲା ଇସ୍ରୋ । ଐତିହାସିକ ସାଟେଲାଇଟ ଛାଡ଼ି ନୂଆ ଇତିହାସ ରଚିଛି ମହାକାଶ ଗବେଷଣା ସଂସ୍ଥା ଇସ୍ରୋ । ଶ୍ରୀହରିକୋଟାରୁ ୧୦୦ତମ ଉତକ୍ଷେପଣ ସହ ଶତକ ହାସଲ କରିଛି ଇସ୍ରୋ। ଆଜି ସକାଳ ୬ଟା ୨୩ରେ ୠ୧୫/ଘଠଝ-୦୨…

Continue reading
ମହାକୁମ୍ଭରେ ଦଳାଚକଟା: ୧୦ମୃତ

ପ୍ରୟାଗରାଜ: ମୌନୀ ଅମାବାସ୍ୟାରେ ଅମୃତ ସ୍ନାନ ପୂର୍ବରୁ ପ୍ରବଳ ଜନ ସମାଗମ ହେତୁ ମହାକୁମ୍ଭ ମେଳାରେ ବଡ ଅଘଟଣ ଘଟିଛି। ଅଧିକ ଭିଡ କାରଣରୁ ଦଳାଚକଟା। ଦଳାଚକଟାରେ ୧୦ରୁ ଅଧିକ ଶ୍ରଦ୍ଧାଳୁଙ୍କ ମୃତ୍ୟୁ ହୋଇଥିବା ବେଳେ ଶତାଧିକ ଲୋକ ଆହତ ହୋଇଥିବା…

Continue reading
ନବୀନଙ୍କ ଗୁରୁମନ୍ତ୍ର : ସଂସଦରେ ଓଡ଼ିଶା ଏବଂ ଓଡ଼ିଆ ଲୋକଙ୍କର ଦୃଢ଼ ସ୍ୱର ହୁଅ

ଭୁବନେଶ୍ବର : ଓଡ଼ିଶାର ସାଢେ ଚାରି କୋଟି ଲୋକଙ୍କ ଅଧିକାର ଏବଂ ମର୍ୟ୍ୟାଦା ପାଇଁ ଲଢେଇ କର। ସଂସଦରେ ଓଡ଼ିଶା ଏବଂ ଓଡ଼ିଆ ଲୋକଙ୍କର ଦୃଢ଼ ସ୍ୱର ହୁଅ, ଏପରି କହି ସଂସଦର ବଜେଟ ଅଧିବେଶନ ପୂର୍ବରୁ ବିଜେଡିର ସାଂସଦଙ୍କୁ ଗୁରୁମନ୍ତ୍ର…

Continue reading
ନବୀନଙ୍କ ଉଦ୍ୟମ ଯୋଗୁଁ ଶିଳ୍ପପତି ମାନେ ଓଡିଶା ମୁହାଁ ହୋଇଥିଲେ : ଦେବୀ ମିଶ୍ର

ଭୁବନେଶ୍ୱର : ଭୁବନେଶ୍ୱରରେ ଉତ୍କର୍ଷ ଓଡିଶା କନକ୍ଲେଭ ଉଦଘାଟିତ ହୋଇଥିବା ବେଳେ ବିଜୁ ଜନତା ଦଳର ସମନ୍ୱୟ କମିଟିର ଅଧ୍ୟକ୍ଷ ତଥା ପୂର୍ବତନ ଶିଳ୍ପ ମନ୍ତ୍ରୀ ଦେବୀ ପ୍ରସାଦ ମିଶ୍ର ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଛନ୍ତି, ରାଜ୍ୟକୁ ଶିଳ୍ପ ସମୃଦ୍ଧ ରାଜ୍ୟ…

Continue reading
ଉତ୍କର୍ଷ ଓଡ଼ିଶା: ଆଜି ୩୦ଟି ଏମଓୟୁ କରିବେ ରାଜ୍ୟ ସରକାର

ଭୁବନେଶ୍ୱର: ବୁଧବାର ଉତ୍କର୍ଷ ଓଡ଼ିଶା ସମ୍ମିଳନୀର ଦ୍ୱିତୀୟ ବା ଶେଷ ଦିନ । ଦ୍ଵିତୀୟ ଦିନରେ ଆଉ ୩୦ ଟି ଏମଓୟୁ କରିବେ ରାଜ୍ୟ ସରକାର ଓ ରାଜ୍ୟ ସରକାର ୧୦୦ ରୁ ଅଧିକ ଏମଓୟୁ ଲକ୍ଷ୍ୟ ରଖିଥିବା ବେଳେ ସେ…

Continue reading
କଡ଼ା କାର୍ୟ୍ୟାନୁଷ୍ଠାନ: ୬୩ କଲେଜ ଅଧ୍ୟକ୍ଷଙ୍କ ଦରମା ବନ୍ଦ

ଭୁବନେଶ୍ୱର: ସରକାରୀ ନିର୍ଦ୍ଦେଶକୁ ଅବମାନନା । କଡ଼ା କାର୍ୟ୍ୟାନୁଷ୍ଠାନ ନେଲା ଉଚ୍ଚଶିକ୍ଷା ବିଭାଗ । ୬୩ କଲେଜ ଅଧ୍ୟକ୍ଷଙ୍କ ଦରମା ବନ୍ଦ । ଏନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଧିବଦ୍ଧ ଭାବରେ ନିର୍ଦ୍ଦେଶ ଜାରି କରାଯାଇଛି । ସୂଚନା ମୁତାବକ, ସରକାରୀ…

Continue reading