ପୁଣି ହାତୀର ମୃତଦେହ ଉଦ୍ଧାର
ସମ୍ୱଲପୁର: ଯୁଯୁମୁରା ରେଞ୍ଜ ଯାଦୁ ଲୋଇସିଂହ ଗାଁ ପାଖ ବିଲରୁ ଉଦ୍ଧାର ହେଲା ହାତୀର ମୃତଦେହ । ହାତୀର ଆନୁମାନିକ ବୟସ ୨୦ ବର୍ଷ ହୋଇଥିବାବେଳେ ଏହା ଏକ ଦନ୍ତା ହାତୀ ବୋଲି ଜଣାପଡିଛି । ସମ୍ୱଲପୁରରେ ଏଭଳି ଘଟଣା ଘଟିଥିବାର…
ସମ୍ୱଲପୁର: ଯୁଯୁମୁରା ରେଞ୍ଜ ଯାଦୁ ଲୋଇସିଂହ ଗାଁ ପାଖ ବିଲରୁ ଉଦ୍ଧାର ହେଲା ହାତୀର ମୃତଦେହ । ହାତୀର ଆନୁମାନିକ ବୟସ ୨୦ ବର୍ଷ ହୋଇଥିବାବେଳେ ଏହା ଏକ ଦନ୍ତା ହାତୀ ବୋଲି ଜଣାପଡିଛି । ସମ୍ୱଲପୁରରେ ଏଭଳି ଘଟଣା ଘଟିଥିବାର…
ଦେବଗଡ଼:ଦେବଗଡ଼ ପୌରାଧ୍ୟକ୍ଷା ଶାନ୍ତିମଞ୍ଜରୀ ଦେଈ ବିଦା ହୋଇଛନ୍ତି । ତାଙ୍କ ବିରୋଧରେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ଜିଲ୍ଲାପାଳଙ୍କ ତଦନ୍ତ ରିପୋର୍ଟ ଆଧାରରେ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ପୌରାଧ୍ୟକ୍ଷା…
ପୁରୀ : ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି। ରଥ ନିର୍ମାଣ ପାଇଁ ମଙ୍ଗଳବାର ନୟାଗଡ଼ ବନଖଣ୍ଡ ଅନ୍ତର୍ଗତ ଦଶପଲ୍ଲା ବନାଞ୍ଚଳରୁ ୩ ଟ୍ରକ୍ରେ ୧୦୧ ଖଣ୍ଡ କାଠ ଆସି ପୁରୀ ପହଞ୍ଚିଛି। ସେଗୁଡ଼ିକୁ ବଡ଼ଦାଣ୍ଡ ରଥଖଳାରେ…
ଭୁବନେଶ୍ୱର : ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘର ସଂଘଚାଳକ ଡ.ମୋହନ ଭାଗବତ ଆସନ୍ତା ୩୦ରୁ ୫ ଦିନିଆ ଓଡ଼ିଶା ଗସ୍ତରେ ଆସିବାର କାର୍ୟ୍ୟକ୍ରମ ରହିଛି। ୩୦ତାରିଖ ସନ୍ଧ୍ୟାରେ ଭୁବନେଶ୍ୱର ଜୟଦେବ ଭବନରେ ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘର ପୂର୍ବତନ ପ୍ରାନ୍ତ ସଂଘଚାଳକ ଶିବରାମ ମହାପାତ୍ରଙ୍କ…
କାଲିମେଳା : ମାଲକାନଗିରି ଜିଲ୍ଲା କାଲିମେଳା ଥାନା ତାଟିଗୁଡା ଗାଁରେ ଅଭାବନୀୟ ଘଟଣା ଘଟିଛି। ବଡ ଭାଇର ଟାଙ୍ଗିଆ ଚୋଟରେ ସାନ ଭାଇର ମୃତ୍ୟୁ ଘଟିଛି। ମୃତକ ତାଟିଗୁଡା ଗାଁର ଭୀମା ସୋଡ଼ୀ ବୋଲି ଜଣାପଡିଛି। ସୂଚନା ମୂତାବକ ତାଟିଗୁଡା ଗାଁର…
ରାଜକୋଟ : ଭାରତ-ଇଂଲଣ୍ଡ ମଧ୍ୟରେ ରାଜକୋଟର ନିରଞ୍ଜନ ଶାହ ଷ୍ଟାଡିୟମରେ ଖେଳାଯାଇଥିବା ତୃତୀୟ ଟି-୨୦ ମ୍ୟାଚ୍ରେ ତୃତୀୟ ଥର ପାଇଁ ଟସ୍ ଜିତି ଟିମ୍ ଇଣ୍ଡିଆ ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା । ଇଂଲଣ୍ଡ ଦଳ ବ୍ୟାଟିଂ କରିବାକୁ ପଡିଆକୁ…
ଭୁବନେଶ୍ୱର: ସୁଭଦ୍ରା ଯୋଜନାରେ ଆବେଦନ କରିଥିବା ଯେଉଁ ହିତାଧିକାରୀ ପ୍ରଥମ କିସ୍ତିର ଟଙ୍କା ପାଇନାହାନ୍ତି ସେମାନେ ଆସନ୍ତା ୨୯ ଓ ୩୦ରେ ବ୍ୟାଙ୍କ ଯାଇ ଏନପିସିଆଇ ଯାଞ୍ଚ କରିବାକୁ ପରାମର୍ଶ ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଦୁଇ ଦିନ ବ୍ୟାଙ୍କଗୁଡ଼ିକ…
ଭୁବନେଶ୍ବର: ଭୁବନେଶ୍ବରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଓଡ଼ିଶା ଗସ୍ତରେ ଆସିଛନ୍ତି ପ୍ରଧାନମନ୍ତ୍ରୀ । ଉତ୍କର୍ଷ ଓଡ଼ିଶା କନକ୍ଲେଭର ଶୁଭ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦି । ଆଜିଠାରୁ ଦୁଇ ଦିନ ଧରି ଚାଲିବ ଏହି ଶିଳ୍ପ ମହାକୁମ୍ଭ । ପ୍ରଧାନମନ୍ତ୍ରୀଙ୍କ…
ଭୁବନେଶ୍ଵର :ଓଡ଼ିଶା ପୂର୍ବୋଦୟର ଇଞ୍ଜିନ ହେବାକୁ ଯାଉଛି। ଶିଳ୍ପ ବିକାଶ ପାଇଁ ଏଠାରେ ଅପାର ସୁଯୋଗ ରହିଛି। ବିଦେଶ ଗସ୍ତ କରି ନିବେଶକଙ୍କୁ ଆକୃଷ୍ଟ କରିବାକୁ ଉଦୟମ କରିଛି। ଏହାର ସୁଫଳ ଆଜି ମିଳିବାକୁ ଯାଉଛି। ସିଙ୍ଗଲ ୱିଣ୍ଡୋ ମଞ୍ଜୁରୀ ଜରିଆରେ…
ଭୁବନେଶ୍ୱର: ଉତ୍କର୍ଷ ଓଡ଼ିଶା କନକ୍ଲେଭ-୨୦୨୫ଭୁବନେଶ୍ବର ଜନତା ମଇଦାନରେ ଉଦ୍ଘାାଟିତ ହୋଇଯାଇଛି। ଆନୁଷ୍ଠାନିକ ଭାବେ ଉଦ୍ଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି। ଏହି କନକ୍ଲେଭ୍ରେ ମୁଖ୍ୟମନ୍ତ୍ରୀ ସମ୍ବୋଧିକ କରି ପ୍ରକହିଛନ୍ତି, ଓଡ଼ିଶା ପୂର୍ବୋଦୟର ଇଞ୍ଜିନ ହେବାକୁ ଯାଉଛି। ଶିଳ୍ପ ବିକାଶ ପାଇଁ ଏଠାରେ ଅପାର…