‘ଉତ୍କର୍ଷ ଓଡ଼ିଶା’ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ
ଭୁବନେଶ୍ୱର: ‘ଉତ୍କର୍ଷ ଓଡ଼ିଶା’ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଉଦଘାଟନୀ ସମାରୋହରେ ଓଡ଼ିଶାର ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପତି, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଏବଂ ଶିଳ୍ପ ଓ…















