ରାଜ୍ୟରେ ୩୮୮୩ କୋଟି ଟଙ୍କାର ପୁଞ୍ଜିନିବେଶ ପ୍ରସ୍ତାବକୁ ମଞ୍ଜୁରୀ

ଭୁବନେଶ୍ବର: ମେକ ଇନ କନକ୍ଲେଭ ୨୦୨୫ ପୂର୍ବରୁ ରାଜ୍ୟର ଶିଳ୍ପାୟନ ପ୍ରକ୍ରିୟାରେ ଲାଗିଛି ଡେଣା । ରାଜ୍ୟରେ ପ୍ରାୟ ୩୮୮୩ କୋଟି ଟଙ୍କାର ପୁଞ୍ଜିନିବେଶ ପ୍ରସ୍ତାବକୁ ସିଙ୍ଗଲ ୱିଣ୍ଡୋ କ୍ଲିଅରାନ୍ସ ଅଥରିଟି ବୈଠକରେ ମଞ୍ଜୁରୀ ମିଳିଛି । ମୁଖ୍ୟ ଶାସନ ସଚିବ…

Continue reading
କପିଲ ଶର୍ମାଙ୍କୁ ହତ୍ୟା ଧମକ

ନୂଆଦିଲ୍ଲୀ: ହାସ୍ୟାଭିନେତା କପିଲ ଶର୍ମାଙ୍କ ସମେତ ଅଭିନେତା ରାଜପାଲ ଯାଦବ ଏବଂ କୋରିଓଗ୍ରାଫର ରେମୋ ଡିସୌଜାଙ୍କୁ ହତ୍ୟା ଧମକ ମିଳିଛି। ପାକିସ୍ତାନରୁ ମେଲ୍‌ ଜରିଆରେ ଏହି ଧମକ ଦିଆଯାଇଛି। ଏହା ସହିତ ଏହି ସେଲିବ୍ରିଟିମାନଙ୍କ ପରିବାର, ବନ୍ଧୁ ଏବଂ ପଡ଼ୋଶୀମାନଙ୍କୁ ମଧ୍ୟ…

Continue reading
କ୍ୟାବିନେଟ: ସବୁ ପଞ୍ଚାୟତରେ ଗୋଦାବରୀଶ ଆଦର୍ଶ ବିଦ୍ୟାଳୟ

ଭୁବନେଶ୍ବର : ରାଜ୍ୟ କ୍ୟାବିନେଟର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକରେ ୧୦ଟି ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ବାଜିଛି। ବୁଧବାର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ ବିଦ୍ୟାଳୟ ଓ ଗଣଶିକ୍ଷା, ସ୍ୱାସ୍ଥ୍ୟ, କୃଷି, ଆଇନ,…

Continue reading
ଆଜି ନେତାଜୀ ଓ ବୀର ସୁରେନ୍ଦ୍ର ସାଏଙ୍କ ଜୟନ୍ତୀ

କଟକ : ମୋତେ ରକ୍ତ ଦିଅ , ମୁଁ ତୁମକୁ ସ୍ଵାଧୀନତା ଦେବି । ଏହି ପକ୍ତିଟି ଯେତେବେଳେ ମନକୁ ଆସେ ,ମନେ ପଡିଯାଆନ୍ତି ପରାକ୍ରମୀ ପୁରୁଷ ସୁବାଷ ଚନ୍ଦ୍ର ବୋଷ। ଆଜି ନେତାଜୀ ସୁବାଷ ଚନ୍ଦ୍ର ବୋଷଙ୍କର ୧୨୮ତମ ଜନ୍ମ…

Continue reading
ଆଜିଠୁ ଖୋଲିଲା ଭିତରକନିକା

ରାଜନଗର : ଆଜିଠୁ ପର୍ୟ୍ୟଟକଙ୍କ ପାଇଁ ଖୋଲିଲା ଭିତରକନିକା ଜାତୀୟ ଉଦ୍ୟାନ। କୁଭିତରକନିକା ଜାତୀୟ ଉଦ୍ୟାନରେ ଚଳିତ ବର୍ଷର କୁମ୍ଭୀର ଗଣନା ଶେଷ ହୋଇଛି। ମୋଟ ୧୮୨୬ଟି କୁମ୍ଭୀର ଥିବା ଜଣାପଡ଼ିଛି। ଗତବର୍ଷ ଅପେକ୍ଷା ଚଳିତବର୍ଷ କୁମ୍ଭୀର ସଂଖ୍ୟାରେ ୧୫ଟି ବୃଦ୍ଧି…

Continue reading
ଭୁବନେଶ୍ଵରରେ ସିରିଜ ଦୁର୍ଘଟଣା

ଭୁବନେଶ୍ଵର: ରାଜଧାନୀ ଭୁବନେଶ୍ଵରରେ ଗୁରୁବାର ସିରିଜ ଦୁର୍ଘଟଣା ଘଟିଛି। ରାଜମହଲ ଓ ମାଷ୍ଟରକ୍ୟାଣ୍ଟିନ ମଝି ରାସ୍ତାରେ ଦୁଇଟି ମୋ ବସ ଏବଂ ୨ଟି କାର ପଛକୁ ପଛ ଧକ୍କା ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଛନ୍ତି। ପ୍ରଥମେ ଏକ ଏସି ମୋ ବସ ଯାଉଥିବାବେଳେ…

Continue reading
ପତ୍ନୀଙ୍କୁ ହତ୍ୟା କରି କୁକରରେ ରାନ୍ଧିଲେ

ହାଇଦ୍ରାବାଦ : ବର୍ବରତାର ସବୁ ସୀମା ପାର୍‌। ତେଲଙ୍ଗାନାର ରଙ୍ଗାରେଡ୍ଡୀ ଜିଲାରେ ହତ୍ୟାକାଣ୍ଡର ଏଭଳି ଏକ ଘଟଣା ସାମ୍ନାକୁ ଆସିଛି ଯାହା ହଇଚଇ ସୃଷ୍ଟି କରିଛି। ଏଠାରେ ଜଣେ ପୂର୍ବତନ ସେନା କର୍ମଚାରୀ ବର୍ବରତାର ସବୁ ସୀମା ଟପି ଯାଇଥିବା ଜଣାପଡିଛି।…

Continue reading
କ୍ୟାବିନେଟ୍ :୫୮ଟି ସବ୍ ଡିଭିଜନରେ ଗୋଟିଏ ଲେଖାଏଁ ଶୀତଳ ଭଣ୍ଡାର ନିର୍ମାଣ ପାଇଁ ପ୍ରସ୍ତାବ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ବୁଧବାର ଲୋକସେବା ଭବନରେ ବସିଥିବା କ୍ୟାବିନେଟ୍ ବୈଠକରେ ବିଭିନ୍ନ ବିଭାଗର ୧୦ ପ୍ରସ୍ତାବକୁ ଅନୁମୋଦନ ମିଳିଛି । ବୈଠକ ଶେଷ ହେବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାମ୍ୱାଦିକ ସମ୍ମିଳନୀ କରି ଏମ୍ପର୍କରେ…

Continue reading
କ୍ୟାବିନେଟ୍:ବିକଶିତ ଗାଁ, ବିକଶିତ ଓଡ଼ିଶା ପ୍ରସ୍ତାବକୁ ୫ ବର୍ଷ ଯାଏ କାର୍ୟ୍ୟକାରୀ କରିବାକୁ ନିଷ୍ପତ୍ତି

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବୁଧବାର ଲୋକସେବା ଭବନରେ ବସିଥିବା କ୍ୟାବିନେଟ୍ ବୈଠକରେ ୧୦ ପ୍ରସ୍ତାବକୁ ଅନୁମୋଦନ ମିଳିଛି । ବ‌ୈଠକରେ ବିକଶିତ ଗାଁ, ବିକଶିତ ଓଡ଼ିଶା ପ୍ରସ୍ତାବକୁ ୫ ବର୍ଷ ଯାଏ କାର୍ୟ୍ୟକାରୀ କରିବାକୁ ନିଷ୍ପତ୍ତି ନିଆଯାଇଛି…

Continue reading
କ୍ୟାବିନେଟ: ୧୦ ପ୍ରସ୍ତାବକୁ ମଂଜୁରୀ

ଭୁବନେଶ୍ଵର : ରାଜ୍ୟ କ୍ୟାବିନେଟରେ ୧୦ଟି ପ୍ରସ୍ତାବକୁ ଅନୁମୋଦନ। ଆଦର୍ଶ ବିଦ୍ୟାଳୟ ପ୍ରସ୍ତାବକୁ କ୍ୟାବିନେଟ ମୋହର। ପ୍ରତି ପଞ୍ଚାୟତରେ ହେବ ଆଦର୍ଶ ପ୍ରାଥମିକ ବିଦ୍ୟାଳୟ। ନାମ ରହିବ ଗୋଦାବରୀଶ ଆଦର୍ଶ ପ୍ରାଥମିକ ବିଦ୍ୟାଳୟ। ବିକଶିତ ଗାଁ, ବିକଶିତ ଓଡ଼ିଶାକୁ ମଞ୍ଜୁରୀ। ଷୋଡ଼ଶ…

Continue reading