କ୍ୟାବିନେଟ: ପ୍ରତି ପଞ୍ଚାୟତରେ ଆଦର୍ଶ ବିଦ୍ୟାଳୟ

ଭୁବନେଶ୍ଵର : ରାଜ୍ୟ କ୍ୟାବିନେଟରେ ୧୦ଟି ପ୍ରସ୍ତାବକୁ ଅନୁମୋଦନ। ଆଦର୍ଶ ବିଦ୍ୟାଳୟ ପ୍ରସ୍ତାବକୁ କ୍ୟାବିନେଟ ମୋହର। ପ୍ରତି ପଞ୍ଚାୟତରେ ହେବ ଆଦର୍ଶ ପ୍ରାଥମିକ ବିଦ୍ୟାଳୟ। ନାମ ରହିବ ଗୋଦାବରୀଶ ଆଦର୍ଶ ପ୍ରାଥମିକ ବିଦ୍ୟାଳୟ। ବିକଶିତ ଗାଁ, ବିକଶିତ ଓଡ଼ିଶାକୁ ମଞ୍ଜୁରୀ। ଷୋଡ଼ଶ…

Continue reading
ନୂଆପଡା ଯିବେ ଡିଜିପି

ନୂଆପଡ଼ା: ନକ୍ସଲମୁକ୍ତ ଭାରତ ଦିଗରେ ସୁରକ୍ଷା ବହିନୀକୁ ବଡ଼ ସଫଳତା ମିଳିଛି । ଓଡିଶା ଛତିଶଗଡ ସୀମାନ୍ତବର୍ତ୍ତୀ କୁଲାଡୀଘାଟ ଭାଲୁଡିଗୀ ଜଙ୍ଗଲରେ ଦୁଇ ଦିନରେ ୨୭ ଜଣ ମାଓବାଦୀ ନିହତ ହୋଇଛନ୍ତି । ସେଥିପାଇଁ ବୁଧବାର ନୂଆପଡା ଜିଲ୍ଲାକୁ ଗସ୍ତ କରିବେ…

Continue reading
ଆଜି କ୍ୟାବିନେଟ ବୈଠକ

ଭୁବନେଶ୍ଵର : ବୁଧବାର ବସିବ ରାଜ୍ୟ କ୍ୟାବିନେଟର ଗୁରୁତ୍ଵପୂର୍ଣ୍ଣ ବୈଠକ। ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ କ୍ୟାବିନେଟ ବୈଠକ ବସିବ। ପ୍ରାୟ ୭ଟି ପ୍ରସ୍ତାବ ଉପରେ କ୍ୟାବିନେଟର ମୋହର ବାଜିପାରେ ବୋଲି ସୂଚନା ମିଳିଛି। ସୂଚନାନୁଯାୟୀ, ପଞ୍ଚାୟତିରାଜ ବିଭାଗ,…

Continue reading
ନନ୍ଦନକାନନରେ ହାତୀ ଛୁଆ ମୃତ

ବାରଙ୍ଗ: ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ପ୍ରାଣ ହରାଇଲା ଉଦ୍ଧାର ହୋଇଥିବା ହାତୀ ଛୁଆ । ହାତୀ ଛୁଆଟି ଚଳିତ ମାସ ୬ ତାରିଖରେ କରଞ୍ଜିଆରୁ ଉଦ୍ଧାର ହୋଇ ଆସିଥିବା ବେଳେ ଚିକିତ୍ସାଧିନ ଅବସ୍ଥାରେ ତାର ମୃତ୍ୟୁ ହୋଇଛି । ଏନେଇ ନନ୍ଦନକାନନ…

Continue reading
ସୁଭଦ୍ରାରେ ୧୫୭ ପୁରୁଷଙ୍କ ଆବେଦନ

ଭୁବନେଶ୍ୱର: ମହିଳା ସଶକ୍ତୀକରଣ ପାଇଁ ରାଜ୍ୟ ସରକାର ସୁଭଦ୍ରା ଯୋଜନା ଆରମ୍ଭ କରିଛନ୍ତି । ତେବେ ଏହି ଯୋଜନାରେ ପୁରୁଷ ବି ଆବେଦନ କରିବା ଭଳି ତଥ୍ୟ ସାମନାକୁ ଆସିଛି । ସୁଭଦ୍ରାରେ ୧୫୭ଜଣ ପୁରୁଷ ଆବେଦନ କରିଛନ୍ତି । ଉପମୁଖ୍ୟମନ୍ତ୍ରୀ…

Continue reading
ରାଜ୍ୟ ସରକାରଙ୍କ ନିଷ୍ପତ୍ତି : ଯବାନଙ୍କ ସ୍ଵତନ୍ତ୍ର ଭତ୍ତା ୨୫ ହଜାରକୁ ବୃଦ୍ଧି

ଭୁବନେଶ୍ବର : ନୂଆପଡ଼ା ଜିଲା ସୀମାନ୍ତ ଛତିଶଗଡ଼ କୁଲହରିଘାଟ ଅଞ୍ଚଳରେ ସୁରକ୍ଷାବାହିନୀଙ୍କ ମିଳିତ ଅଭିଯାନ ଦ୍ବାରା ୧୪ ମାଓବାଦୀ ନିହତ ହୋଇଛନ୍ତି। ଏହି ଅଭିଯାନରେ ଓଡ଼ିଶା ପୁଲିସର ଏସ୍‌ଓଜି ଯବାନଙ୍କ ଗୁରୁତ୍ବପୂର୍ଣ୍ଣ ଭୂମିକା ରହିଥିଲା। ଏଥିପାଇଁ ସମସ୍ତ ଯବାନଙ୍କୁ ମୁଖ୍ୟମନ୍ତ୍ରୀ ମୋହନଚରଣ…

Continue reading
ଆଜି ଭାରତ-ଇଂଲଣ୍ଡ ପ୍ରଥମ ଟି-୨୦

କଲକାତା : ଆଜିଠାରୁ ବିଶ୍ବ ଚମ୍ପିଆନ୍ ଭାରତ ଓ ପୂର୍ବତନ ବିଶ୍ବ ଚମ୍ପିଆନ୍ ଇଂଲଣ୍ଡ ମଧ୍ୟରେ ୫ ମ୍ୟାଚ୍‌ ବିଶିଷ୍ଟ ଟ୍ବେଣ୍ଟି ୨୦ ଶୃଙ୍ଖଳା ଆରମ୍ଭ ହେଉଛି। ଇଡେନ ଗାର୍ଡେନ୍‌ସରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ୨୦୨୪ରେ ୩ଟି ଫର୍ମାଟ ମଧ୍ୟରୁ…

Continue reading
ବାଗ୍‍ଚୀ କରୁଣାଶ୍ରୟ ପାଲିଏଟିଭ୍ କେଆର୍ ସେଣ୍ଟର୍ ଉଦ୍‍ଘାଟିତ

ଭୁବନେଶ୍ୱର: ଭୁବନେଶ୍ୱର ଇନଫୋସିଟି-୨ ଅଞ୍ଚଳରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବାଗ୍‍ଚୀ କରୁଣାଶ୍ରୟ ପାଲିଏଟିଭ୍ କେଆର୍ ସେଣ୍ଟର୍’ର ଉଦ୍‍ଘାଟନ କରିଛନ୍ତି । ସୂଚନାଯୋଗ୍ୟ ଯେ, ଏହି ସେଣ୍ଟର୍‌ଟି ବାଙ୍ଗାଲୋର୍ ହସ୍‌ପିସ୍ ଟ୍ରଷ୍ଟ ଅନ୍ତର୍ଭୁକ୍ତ ‘କରୁଣାଶ୍ରୟ’ ଅନୁଷ୍ଠାନର ସହଯୋଗ ଏବଂ ଶ୍ରୀମତୀ ସୁସ୍ମିତା…

Continue reading
୨୦ ପୋଲିସଙ୍କୁ ମିଳିବ ରାଜ୍ୟପାଳ ପଦକ

ଭୁବନେଶ୍ୱର: ୨୦୨୪ ବର୍ଷ ପାଇଁ ଜଣେ ଆଇଜି ଓ ଜଣେ ଡିଆଇଜି ସହ ୨୦ ଜଣ ପୋଲିସ କର୍ମଚାରୀଙ୍କ ନାମ ରାଜ୍ୟପାଳ ପଦକ ପାଇଁ ଘୋଷଣା କରାଯାଇଛି । ବିଭିନ୍ନ ବର୍ଗରେ ୨୦ ଜଣ ପୋଲିସଙ୍କୁ ଏହି ପଦକ ପ୍ରଦାନ କରାଯିବ…

Continue reading
ଦକ୍ଷିଣ ଓଡ଼ିଶା ବିକାଶ ପରିଷଦ ଟାସ୍କଫୋର୍ସରେ ସପ୍ତଗିରି ଉଲାକା ଓ ସତ୍ୟଜିତ ଗୋମାଙ୍ଗୋ

ଭୁବନେଶ୍ୱର: ଦକ୍ଷିଣ ଓଡ଼ିଶା ବିକାଶ ପରିଷଦ ଗଠନ ପାଇଁ ଯେଉଁ ଟାସ୍କ ଫୋର୍ସ ଗଠନ କରାଯାଇଛି, ସେଥିରେ କୋରାପୁଟ ଲୋକସଭା ସାଂସଦ ସପ୍ତଗିରି ଉଲାକା ଏବଂ ଗୁଣୁପୁର ବିଧାୟକ ସତ୍ୟଜିତ ଗୋମାଙ୍ଗୋଙ୍କୁ ସଦସ୍ୟ ଭାବେ ଗ୍ରହଣ କରାଯାଇଛି । ମୁଖ୍ୟମନ୍ତ୍ରୀ ମୋହନ…

Continue reading