ଭାରତ-ଇଂଲଣ୍ଡ ମ୍ୟାଚ୍: ସଜେଇ ହେଉଛି ବାରବାଟୀ
କଟକ: ଆସନ୍ତା ମାସ ୯ ତାରିଖରେ ବାରବାଟୀ ଷ୍ଟାଡିୟମରେ ଅନୁଷ୍ଠିତ ହେବ ଭାରତ ବନାମ ଇଂଲଣ୍ତ ଦିନିକିଆ କ୍ରିକେଟ ମ୍ୟାଚ୍ । ଏହି ମ୍ୟାଚ ପାଇଁ ଏବେ ଷ୍ଟାଡିୟମକୁ ପ୍ରସ୍ତୁତ କରାଯାଉଛି । ଷ୍ଟାଡିୟମର ଭିତର ଓ ବାହାର ପାର୍ଶ୍ୱକୁ ନୂଆ…
କଟକ: ଆସନ୍ତା ମାସ ୯ ତାରିଖରେ ବାରବାଟୀ ଷ୍ଟାଡିୟମରେ ଅନୁଷ୍ଠିତ ହେବ ଭାରତ ବନାମ ଇଂଲଣ୍ତ ଦିନିକିଆ କ୍ରିକେଟ ମ୍ୟାଚ୍ । ଏହି ମ୍ୟାଚ ପାଇଁ ଏବେ ଷ୍ଟାଡିୟମକୁ ପ୍ରସ୍ତୁତ କରାଯାଉଛି । ଷ୍ଟାଡିୟମର ଭିତର ଓ ବାହାର ପାର୍ଶ୍ୱକୁ ନୂଆ…
ଉମରକୋଟ : ଭାଲୁ ଆକ୍ରମଣରେ ବାପାପୁଅଙ୍କ ମୃତ୍ୟୁ ହୋଇଥିବା ବେଳେ ଫରେଷ୍ଟ ଗାର୍ଡ ଗୁରୁତର ହୋଇଛନ୍ତି । ଏଭଳି ଏକ ଅଭାବନୀୟ ଘଟଣା କାଙ୍କେର ଜିଲା ଡଙ୍ଗରକଟା ଗାଁ ଜେଲାନକାସା ଜଙ୍ଗଲରେ ଘଟିଛି । ଜେଲାନକାସା ଜଙ୍ଗଲରେ ବାପାପୁଅ କାଠ ପାଇଁ…
ୱାଶିଂଟନ: ଆମେରିକାର ୪୭ତମ ରାଷ୍ଟ୍ରପତି ଭାବେ ଡୋନାଲ୍ଡ ଟ୍ରମ୍ପ ଆଜି ଶପଥ ନେବେ। ଭାରତୀୟ ସମୟ ରାତି ପ୍ରାୟ ୧୦ଟା ବେଳେ ଟ୍ରମ୍ପ ୟୁଏସ କ୍ୟାପିଟଲ ହାଉସ୍ରେ ଶପଥ ନେବେ । ମୁଖ୍ୟ ବିଚାରପତି ଜନ୍ ରବର୍ଟସ୍ ଡୋନାଲ୍ଡ ଟ୍ରମ୍ପଙ୍କୁ ଶପଥ…
ଚିଲିକା: ସାତପଡ଼ା ଚିଲିକାରେ ଆରମ୍ଭ ହେଲା ଡଲଫିନ ଗଣନା। ତିନିଦିନ ଧରି ଚାଲିବ ଡଲଫିନ ଗଣନା । ଭୋର ୬ଟା ରୁ ଆରମ୍ଭ କରି ଦିନ ୧୨ଟା ପର୍ୟ୍ୟନ୍ତ ଚାଲିବ ଡଲଫିନ ଗଣନା। ଏହି ଗଣନାରେ ମୋଟ ୧୮ ଟିମ୍ ସାମିଲ…
କଟକ : ଏସସିବି ମେଡିକାଲ କଲେଜରେ ପୁଣି ଜଣେ ଡାକ୍ତରଙ୍କୁ ଆକ୍ରମଣ ଅଭିଯୋଗ। କାଜୁଆଲଟି ମେଡିକାଲ ଅଫିସର ଡକ୍ଟର ଜ୍ୟୋତି ପ୍ରକାଶଙ୍କୁ ଆକ୍ରମଣ ହୋଇଛି। ଆକ୍ରମଣ ନେଇ ରୋଗୀଙ୍କ ସମ୍ପର୍କୀୟଙ୍କ ବିରୋଧରେ ଏତଲା ଦିଆଯାଇଛି। ଅଭିଯୁକ୍ତଙ୍କ ବିରୋଧରେ ଦୃଢ କାର୍ୟ୍ୟାନୁଷ୍ଠାନ ନହେଲେ…
କଣାସ: ହଇଜାରେ ମୃତ୍ୟୁ ସଂଖ୍ୟା ୪ ବୃଦ୍ଧି ପାଇଛି । ଶନିବାର ରାତିରେ ଗଡିଶାଗୋଦା ପଞ୍ଚାୟତର ନଈକୂଳପାଟଣା ଗ୍ରାମରେ ଗୁରେଇ ସେଠୀଙ୍କର(୬୦) ମୃତ୍ୟୁ ହେଇଛି । ପୁର୍ବରୁ ନୁଆଗାଁ ଗ୍ରାମର ସାରଥ ପ୍ରଧାନ, ସଚଳା ସାହୁ ଓ ମାଗି ଦଳାଇଙ୍କର ମୃତ୍ୟୁ…
ପ୍ରୟାଗରାଜ : ଉତ୍ତର ପ୍ରଦେଶର ପ୍ରୟାଗରାଜରେ ଚାଲିଥିବା ମହାକୁମ୍ଭରେ ରବିବାର ଅଘଟଣ ଘଟିଛି। ୧୯ ନମ୍ବର ସେକ୍ଟରସ୍ଥିତ ଗୋଟିଏ ତମ୍ବୁରେ ଗ୍ୟାସ ସିଲିଣ୍ଡରରେ ବିସ୍ଫୋରଣ ଘଟିବାରୁ ନିଆଁ ଲାଗିଥିଲା। ଆଖି ପିଛୁଳାକେ ଏହି ନିଆଁ ପାର୍ଶ୍ବବର୍ତ୍ତୀ ତମ୍ବୁଗୁଡିକୁ ବ୍ୟାପିଥିଲା। ଏଥିଯୋଗୁଁ ପ୍ରାୟ…
ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲାରେ ଦନ୍ତା ହାତୀ ଆକ୍ରମଣରେ ପୁଅର ମୃତ୍ୟୁ ଘଟିଥିବାବେଳେ ମାଆ ଗୁରୁତର ଆହତ ହୋଇଛନ୍ତି। ମହତପଲା ଗାଁରେ ଶୌଚ ପାଇଁ ଯିବାବେଳେ ମାଆ , ପୁଅ ହାତୀ ଆକ୍ରମଣର ଶିକାର ହୋଇଥିବା ସୂଚନା ମିଳିଛି। ହାତୀ ଆକ୍ରମଣରେ ନାବାଳକ…
ଭୁବନେଶ୍ବର: ସାରା ରାଜ୍ୟରେ ଜାରି ରହିଛି ଅସହ୍ୟ ଶୀତ। ୫ ସହରର ତାପମାତ୍ରା ୧୦ ଡିଗ୍ରୀ ତଳେ ରହିଥିବାବେଳେ ୭ ଡିଗ୍ରୀ ସହ ଫୁଲବାଣୀ ସବୁଠୁ ଥଣ୍ଡା ସହର ପାଲଟିଛି। ରାଉରକେଲା ୭.୨, ଝାରସୁଗୁଡା ୭.୭, ସୋନପୁର ୯ ଡିଗ୍ରୀ ,…
ଭୁବନେଶ୍ଵର : ରାଜ୍ୟରେ ବର୍ତ୍ତମାନ ୨୧୯୮ ଜଣ ଟ୍ରାଫିକ୍ ପୁଲିସ୍ କାର୍ୟ୍ୟରତ ଅଛନ୍ତି। ସଡକ ସୁରକ୍ଷା କ୍ଷେତ୍ରରେ ପ୍ରମୁଖ ଭୂମିକା ନେଉଛନ୍ତି ଟ୍ରାଫିକ୍ ପୁଲିସ୍। ଏହାକୁ ଦୃଷ୍ଟି ରଖି ଚଳିତବର୍ଷ ଆଉ ଦୁଇ ହଜାର ନୂତନ ଟ୍ରାଫିକ୍ ପୁଲିସ ପଦ ସୃଷ୍ଟି…