ନବ ଦାସଙ୍କ ହତ୍ୟା ମାମଲା:ମୁହଁ ଖୋଲିଲେ ମୁଖ୍ୟ ସାକ୍ଷୀ
ଭୁବନେଶ୍ୱର: ପୂର୍ବତନ ମନ୍ତ୍ରୀ ନବକିଶୋର ଦାସଙ୍କ ହତ୍ୟା ମାମଲାରେ ମୁଖ୍ୟ ସାକ୍ଷୀଙ୍କ ଧଳା ସାର୍ଟ ପ୍ରସଙ୍ଗରେ ଏହି ଘଟଣାର ମୁଖ୍ୟ ସାକ୍ଷୀ ଶୁଭେନ୍ଦୁ ପଟ୍ଟନାୟକ ମୁହଁ ଖୋଲିଛନ୍ତି। ଘଟଣାର ମୁଖ୍ୟ ସାକ୍ଷୀ ଶୁଭେନ୍ଦୁ ପଟ୍ଟନାୟକ ପ୍ରତିକ୍ରିୟା ରଖି କହିଛନ୍ତି ଯେ ମୁଁ…















