ଲିଙ୍ଗରାଜ ମନ୍ଦିର ସେବାୟତଙ୍କ ବିବାଦର ସମାଧାନ

ଭୁବନେଶ୍ୱର: ଭୁବନେଶ୍ୱର ଲିଙ୍ଗରାଜ ମନ୍ଦିରର ସେବକମାନଙ୍କ ମଧ୍ୟରେ ଚାଲିଥିବା ବିବାଦର ଶେଷରେ ସମାଧାନ ହୋଇଛି ବୋଲି ଆଜି ମନ୍ଦିରର ଟ୍ରଷ୍ଟ ବୋର୍ଡର ଏକ ବୈଠକରେ ଯୋଗଦେବା ପରେ ଖୋର୍ଦ୍ଧା ଜିଲ୍ଲାପାଳ ଚଞ୍ଚଲ ରାଣା ସୂଚନା ଦେଇଛନ୍ତି। ସମ୍ବାଦଦାତାମାନଙ୍କ ସହ କଥାବାର୍ତ୍ତା ବେଳେ…

Continue reading
ରାଜ୍ୟରେ ଲାଗୁ ହେବ ଜାତୀୟ ଶିକ୍ଷା ନୀତି

ଭୁବନେଶ୍ବର: ରାଜ୍ୟରେ ଜାତୀୟ ଶିକ୍ଷା ନୀତି (ଏନଇପି)- ୨୦୨୦ ଲାଗୁ ପାଇଁ ବିଜ୍ଞପ୍ତି ଜାରି ହୋଇଛି। ଶିକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ଏହି ନିଷ୍ପତ୍ତି ନିଆଯାଇ ଗଣଶିକ୍ଷା ବିଭାଗ ପକ୍ଷରୁ ଏ ସମ୍ପର୍କିତ ବିଜ୍ଞପ୍ତି ପ୍ରକାଶ ପାଇଛି । ଆଞ୍ଚଳିକ…

Continue reading
ବ୍ୟବସାୟୀଙ୍କୁ ଆକ୍ରମଣ କରି ୧୫ ଲକ୍ଷ ଲୁଟ୍‌

ଉମରକୋଟ: ନବରଙ୍ଗପୁର ଜିଲ୍ଲା ଅନ୍ତର୍ଗତ ରାଇଘର ବ୍ଲକରେ ଜଣେ ବ୍ୟବସାୟୀଙ୍କୁ ଦର୍ବୃତ୍ତମାନେ ଆକ୍ରମଣ କରି ୧୫ ଲକ୍ଷ ଟଙ୍କା ଲୁଟି ନେଇଛନ୍ତି। ଲୁଟର ଶିକାର ହୋଇଥିବା ବ୍ୟବସାୟୀ ଜଣଙ୍କ ହେଉଛନ୍ତି ଅବଦୁଲ ଆନସାରି। ରାଇଘର ବ୍ଲକର ପଠାଣ ସାହିରେ ରହୁଥିବା ଅବଦୁଲ…

Continue reading
ନନ୍ଦନକାନନରେ ବାଘ ଶାବକ ମୃତ

ଭୁବନେଶ୍ୱର: ନନ୍ଦନକାନନରେ ବୁଧବାର ଏକ ବାଘ ଶାବକର ମୃତ୍ୟୁ ହୋଇଛି। ବାଘୁଣୀ ରୂପାର ଅଢ଼େଇ ମାସର ଧଳା ଶାବକର ମୃତ୍ୟୁ ହୋଇଛି। ନନ୍ଦନକାନନ ଉପନିର୍ଦ୍ଦେଶକ ସାନଥ କୁମାର୍ ନାରାୟଣ ଶାବକର ମୃତ୍ୟୁ ନେଇ ସୂଚନା ଦେଇଛନ୍ତି । ତେବେ ଆଜି ଶାବକର…

Continue reading
ବର୍ଦ୍ଧିତ ଭତ୍ତା ବୃଦ୍ଧି ନେଇ ସରକାରଙ୍କୁ ବିଜେଡିର କଟାକ୍ଷ; ‘ଆହେ ସଉଦାଗର ନିଜ ବାକ୍ୟ ନିଜେ ରକ୍ଷାକର’

ଭୁବନେଶ୍ୱର: ଆଜିଠାରୁ ରାଜ୍ୟରେ ୮୦ ବର୍ଷରୁ ଊର୍ଦ୍ଧ୍ୱ ନାଗରିକ ଏବଂ ୮୦ ପ୍ରତିଶତ କିମ୍ବା ତା’ଠାରୁ ଅଧିକ ଭିନ୍ନକ୍ଷମଙ୍କ ପାଇଁ ସାମାଜିକ ସୁରକ୍ଷା ଭତ୍ତା ୩ ହଜାର ୫୦୦ ଟଙ୍କା କରିଛନ୍ତି ବିଜେପି ସରକାର। କେନ୍ଦୁଝରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ…

Continue reading
‘ସଂଗଠନ ପାଇଁ ବୟସ ବାଧକ ନୁହଁ’

ଭୁବନେଶ୍ୱର: ସଂଗଠନ ପାଇଁ ବୟସ ବାଧକ ନୁହଁ ବୋଲି ବିରୋଧୀ ଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟ କହିଛନ୍ତି। ପ୍ରସନ୍ନ ଆଚାର୍ଯ୍ୟଙ୍କ ଘରେ ବିଜେଡିର କିଛି ବରିଷ୍ଠ ନେତାଙ୍କ ମେଳିକୁ ନେଇ ଚର୍ଚ୍ଚା ଜୋର ଧରିବା ପରେ ସେ ଏଭଳି କହିଛନ୍ତି। ଆଜି…

Continue reading
ସରକାର ସଜାଗ, ଆତଙ୍କିତ ହୁଅନ୍ତୁନି

ଭୁବନେଶ୍ୱର: ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ଏବଂ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ହ୍ୟୁମାନ ମେଟାନ୍ୟୁମୋ ଭାଇରସ୍ (ଏଚ୍‌ଏମ୍‌ପିଭି)ଭୂତାଣୁ ନେଇକୁ ନେଇ ସଂପୂର୍ଣ୍ଣ ସଜାଗ ରହିଛନ୍ତି। ତେଣୁ ଏହାକୁ ନେଇ ଓଡ଼ିଶାବାସୀ ବିଚଳିତ କିମ୍ବା ଆତଙ୍କିତ ହେବାର ଆବଶ୍ୟକତା ନାହିଁ। ସଚେତନ…

Continue reading
ସ୍କୁଲକୁ ଅଣ୍ଡା ଯୋଗାଇ ପାରିଲେନି, କ୍ଷୀର ଯୋଗାଇବେ କିପରି:କଂଗ୍ରେସ

ଭୁବନେଶ୍ବର : ସ୍କୁଲ ପିଲାମାନଙ୍କୁ ମଧ୍ୟାହ୍ନ ଭୋଜନରେ କ୍ଷୀର ଦେବାକୁ ଯୋଜନା କରୁଛନ୍ତି ରାଜ୍ୟ ସରକାର। ଏନେଇ ମତ୍ସ୍ୟ ଓ ପଶୁ ସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି ମଧ୍ୟାହ୍ନ ଭୋଜନରେ ଛାତ୍ରଛାତ୍ରୀମାନଙ୍କୁ ୨୦୦ ମିଲିମିଟର ଭିଟାମିନ…

Continue reading
ମୁଖ୍ୟମନ୍ତ୍ରୀ ବାଣ୍ଟିଲେ ବର୍ଦ୍ଧିତ ଭତ୍ତା

କେନ୍ଦୁଝର: ଆଜି ସରକାର ବାଣ୍ଟିଲେ ଭତ୍ତା । ୮୦ ବର୍ଷରୁ ଅଧିକ ବୟସ୍କଙ୍କୁ ମିଳିଲା ୩୫ ଶହ ଟଙ୍କା । ୮୦ ପ୍ରତିଶତରୁ ଊର୍ଦ୍ଧ୍ବ ଭିନ୍ନକ୍ଷମ ବି ଉପକୃତ ହୋଇଛନ୍ତି। କେନ୍ଦୁଝର ଧରଣୀଧର କକଲେଜରୁ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ…

Continue reading
ଦଳୀୟ ନେତ୍ରୀଙ୍କ ଅଭିଯୋଗ: ଝାରସୁଗୁଡାରେ ଭାଙ୍ଗିଯିବ ବିଜେଡି

ବ୍ରଜରାଜନଗର: ବ୍ରଜରାଜନଗର ପୌର ପରିଷଦ ଅଧ୍ୟକ୍ଷା ଯାଜ୍ଞସେନୀ ଓରାମଙ୍କ ବିରୋଧରେ ଅନାସ୍ଥା ଆସିଥିବା ବେଳେ ନବୀନ ନିବାସରୁ ବିଜେଡି ନେତ୍ରୀ ଦୀପାଳି ଦାସଙ୍କୁ ଡାକରା ଆସିଥିବା ଚର୍ଚ୍ଚା ହେଉଛି । ଆଜି ଦଳୀୟ ସୁପ୍ରିମୋଙ୍କ ଉଦ୍ଦେଶ୍ୟରେ ଭିଡ଼ିଓ ଜାରି କରି ଯାଜ୍ଞସେନୀ…

Continue reading