ମାଟ୍ରିକ୍ ପ୍ରଶ୍ନପତ୍ରରେ ରହିବ ୱାଟର୍ ମାର୍କ କୋଡ୍
କଟକ: ପ୍ରଶ୍ନପତ୍ର ପ୍ରଘଟକାରୀଙ୍କୁ ସାବାଡ୍ କରିବା ପାଇଁ ଏଥର ମାଟ୍ରିକ୍ର ପ୍ରତି ପ୍ରଶ୍ନପତ୍ର ଉପରେ ପରୀକ୍ଷାର୍ଥୀଙ୍କ ବୁକ୍ଲେଟ୍ର କ୍ରମିକ ନମ୍ବର ତଥା ସିରିଏଲ୍ ନମ୍ବର ୱାଟର୍ ମାର୍କରେ ଉଲ୍ଲେଖ ରହିବ । ବୁକଲେଟ୍ ନମ୍ବର ୱାଟର ମାର୍କ ସହ କ୍ୟୁ-ଆର୍ (କୁଇକ୍…















