୧୩ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

ଭୁବନେଶ୍ୱର : ଆସନ୍ତା ଜାନୁଆରୀ ୧୩ ତାରିଖ(ସୋମବାର) ହେବାକୁ ଥିବା ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ। ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ କାର୍ୟ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ…

Continue reading
‘ସୁଭଦ୍ରା’ ପୋର୍ଟାଲରେ ନୂଆ ବ୍ୟବସ୍ଥା

ଭୁବନେଶ୍ୱର: ‘ସୁଭଦ୍ରା’ରୁ ଅପଟ ଆଉଟ ହିତାଧିକାରୀଙ୍କ ପାଇଁ ନୂଆ ବ୍ୟବସ୍ଥା କରାଯାଇଛି। ଭୁଲରେ ଅପଟ୍‌‌ ଆଉଟ ହିତାଧିକାରୀଙ୍କ ପାଇଁ ପୋର୍ଟାଲରେ ବ୍ୟବସ୍ଥା ହୋଇଛି। ‘ସୁଭଦ୍ରା’ ପୋର୍ଟାଲରେ ନୂଆ ବ୍ୟବସ୍ଥା ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା ସୂଚନା ଦେଇଛନ୍ତି। ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା…

Continue reading
ଓଡ଼ିଶାର ମହାନ ମାଟି ହେଉଛି ଭାରତର ସମୃଦ୍ଧିର ପ୍ରତୀକ:ପ୍ରଧାନମନ୍ତ୍ରୀ

ଭୁବନେଶ୍ବର: ଜନତା ମୈଦାନରେ ଅଷ୍ଟାଦଶ ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀ । ଆନୁଷ୍ଠାନିକ ଭାବେ ଆଜି ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଜନତା ମଇଦାନରେ ଧାର୍ୟ୍ୟ ସମୟ ପୂର୍ବାହ୍ନ ୧୦ଟାରେ ପହଞ୍ଚିଥିଲେ ପ୍ରଧାନମନ୍ତ୍ରୀ । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ…

Continue reading
ପ୍ରବାସୀ ଭାରତୀୟ ଦିବସ ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଜନତା ମଇଦାନରେ ପ୍ରବାସୀ ଭାରତୀୟ ଦିବସ ଉଦ୍‌ଘାଟନ କରିଛନ୍ତି। ମଞ୍ଚରେ ପ୍ରଧାନମନ୍ତ୍ରୀଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ରାଜ୍ୟପାଳ ହରିବାବୁ କମ୍ଭମ୍‌ପତି ସ୍ବାଗତ କରିଥିଲେ। ଏହି ଦିବସକୁ ଉଦ୍‌ଘାଟନ କରି ପ୍ରଧାନମନ୍ତ୍ରୀ କହିଛନ୍ତି,…

Continue reading
ଧାଡ଼ି ଦର୍ଶନ: ୨୦ ତାରିଖରୁ ଟ୍ରାଏଲ୍ ରନ୍

ଭୁବନେଶ୍ୱର: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଧାଡ଼ି ଦର୍ଶନ ପାଇଁ ଆସନ୍ତା ୨୦ ତାରିଖରୁ ଟ୍ରାଏଲ୍ ରନ୍ ହେବ। ମହିଳା ଓ ପୁରୁଷ ଦର୍ଶନାର୍ଥୀଙ୍କ ପାଇଁ ଅଲଗା ଅଲଗା ଧାଡ଼ିରେ ଦର୍ଶନ ବ୍ୟବସ୍ଥା ହେବ। ଯେଉଁମାନେ ପରିବାର ସହ ଯାଇ ଦର୍ଶନ କରିବାକୁ ଚାହିଁବେ,…

Continue reading
୧୩ରୁ ଅଯୋଧ୍ୟାକୁ ଗଡ଼ିବ ସ୍ୱତନ୍ତ୍ର ବସ୍‌

ଭୁବନେଶ୍ବର : ଜାନୁଆରୀ ୧୩ରୁ ଉତ୍ତରପ୍ରଦେଶର ପ୍ରୟାଗରାଜରେ ଆରମ୍ଭ ହେବ ମହାକୁମ୍ଭ ମେଳା। ଏହି ମେଳାରେ କୋଟି କୋଟି ଶ୍ରଦ୍ଧାଳୁ ଯୋଗଦେଇ ଗଙ୍ଗାରେ ବୁଡ଼ ପକାଇବେ। ସେଥିପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଥିବାବେଳେ ଏଥିରେ ସାମିଲ୍‌ ହେବା ପାଇଁ ଓଡ଼ିଶାରୁ…

Continue reading
ପାଞ୍ଜି ଖୋଲିବ:ପ୍ରଦୀପ ପାଣିଗ୍ରାହୀ

ଭୁବନେଶ୍ୱର:ବ୍ରହ୍ମପୁର ଏମ୍‌ପି ପ୍ରଦୀପ ପାଣିଗ୍ରାହୀ କେତେକ ମାମଲାରେ ନିର୍ଦ୍ଦୋଷ ସାବ୍ୟସ୍ତ ହେବା ପରେ ବୁଧବାର ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ କରିଛନ୍ତି। ଠକେଇ ମାମଲାରେ ଦୋଷମୁକ୍ତ ହେବାପରେ ପ୍ରଦୀପ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଛନ୍ତି, ତାଙ୍କୁ ସେତେବେଳେ ମିଛରେ…

Continue reading
ସ୍ପେସ୍‌ ଡକିଂ ସ୍ଥଗିତ ରଖିଲା ଇସ୍ରୋ

ନୂଆଦିଲ୍ଲୀ: ସ୍ପେସ୍‌ ଡକିଂ ସ୍ଥଗିତ ରଖିଲା ଭାରତୀୟ ମହାକାଶ ଗବେଷଣା ସଂସ୍ଥା ଇସ୍ରୋ। ସ୍ପେଡେକ୍ସ ମିଶନରେ ଯାଇ ମହାକାଶରେ ଘୁରି ବୁଲୁଥିବା ୨ଟି ସ୍ପେସ୍‌କ୍ରାଫ୍ଟ ଚେଜର୍ ଓ ଟାର୍ଗେଟକୁ ଯୋଡ଼ାଯିବା ପାଇଁ ଆଜି ସମୟ ଧାର୍ୟ୍ୟ ହୋଇଥିଲା। ଏବେ ଏହାକୁ ସ୍ଥଗିତ…

Continue reading
ଝୁଲି ପଡ଼ିଲେ ଦୁଇ ଛାତ୍ର

ନୂଆଦିଲ୍ଲୀ: ଝୁଲି ପଡ଼ିଲେ ଜେଇଇ ପରୀକ୍ଷା ପାଇଁ କୋଚିଂ ନେଉଥିବା ଦୁଇ ଛାତ୍ର। ରାଜସ୍ଥାନର କୋଟାରୁ ସାମ୍ନାକୁ ଆସିଛି ପୁଣି ଏଭଳି କିଛି ଅଭିଯୋଗ। ସୂଚନା ମୁତାବକ, କୋଟାର ବିଜ୍ଞାନ ନଗରରେ ରହି ଜେଇଇ ପାଇଁ ପ୍ରସ୍ତୁତ ହେଉଥିବା ୨୦ ବର୍ଷୀୟ…

Continue reading
୧୩ରୁ ଖୋଲିବ ରାଜଭବନ ଉଦ୍ୟାନ

ଭୁବନେଶ୍ୱର : ରାଜଭବନ ଉଦ୍ୟାନ ଆସନ୍ତା ୧୩ ତାରିଖରୁ ଖୋଲା ରହିବ । ସର୍ବସାଧାରଣ ଜାନୁଆରୀ ୨୨ ତାରିଖ ପର୍ୟ୍ୟନ୍ତ ରାଜଭବନ ଉଦ୍ୟାନ ବୁଲି ଦେଖିପାରିବେ । କିନ୍ତୁ ଏଥର ନିୟମ ଟିକେ ଅଲଗା ହୋଇଛି । କାରଣ କେବଳ ମୋବାଇଲ୍‌…

Continue reading