କ୍ଷତିଗ୍ରସ୍ତ ଚାଷୀମାନଙ୍କ ପାଇଁ ୨୯୧ କୋଟି ସହାୟତା ଯୋଗାଇଦେବା ପାଇଁ ନିଷ୍ପତ୍ତି

ଭୁବନେଶ୍ୱର: ରବିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱର ବରମୁଣ୍ଡା ଖେଳ ପଡିଆ ଠାରେ ରାଜ୍ୟସ୍ତରୀୟ ପାଣି ପଞ୍ଚାୟତ ପକ୍ଷ ଉଦ୍‌ଯାପନ ଅବସରରେ ପାଣି ପଞ୍ଚାୟତ ଗୁଡିକର ନିୟମ ଅନୁଯାୟୀ ନିର୍ବାଚନ ଓ କାଗଜ ପତ୍ର ଅଡିଟ୍ କରିବା ପାଇଁ ନିର୍ଦ୍ଦେଶ…

Continue reading
ଦରଦାମ ନିୟନ୍ତ୍ରଣ କ୍ଷେତ୍ରରେ ସରକାର ସମ୍ପୂର୍ଣ ବିଫଳ : ବିଜୁ ଜନତା ଦଳ

ଭୁବନେଶ୍ୱର : ଅତ୍ୟାବଶକୀୟ ଜିନିଷର ଅହେତୁକ ଦର ବୃଦ୍ଧି ପ୍ରସଙ୍ଗରେ ବିଜୁ ଜନତା ଦଳ ତରଫରୁ ଜାନୁଆରୀ ୬ ତାରିଖରେ ଲୋକସେବା ଭବନ ସମ୍ମୁଖରେ ଏକ ଗଣ ବିକ୍ଷୋଭ ହେବାକୁ ଥିବା ବେଳେ, ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ଦଳର ମହିଳା…

Continue reading
ପାଣି ପଞ୍ଚାୟତ ଗୁଡିକର ନିର୍ବାଚନ ଓ ଅଡିଟ୍ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର ; ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱର ବରମୁଣ୍ଡା ଖେଳ ପଡିଆ ଠାରେ ରାଜ୍ୟସ୍ତରୀୟ ପାଣି ପଞ୍ଚାୟତ ପକ୍ଷ ଉଦ୍‌ଯାପନ ଅବସରରେ ପାଣି ପଞ୍ଚାୟତ ଗୁଡିକର ନିୟମ ଅନୁଯାୟୀ ନିର୍ବାଚନ ଓ କାଗଜ ପତ୍ର ଅଡିଟ୍ କରିବା ପାଇଁ ନିର୍ଦ୍ଦେଶ…

Continue reading
ଶ୍ରୀମନ୍ଦିର ମୁଖ ପଖାଳ ସେବକ ନିଲମ୍ବିତ

ପୁରୀ : ଶ୍ରୀମନ୍ଦିରରେ ବିଶୃଙ୍ଖଳା ତଥା ଅନ୍ୟ ଏକ ସେବକଙ୍କୁ ମାରପିଟ୍ ଘଟଣାରେ ଜଣେ ମୁଖ ପଖାଳ ସେବକଙ୍କୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ନିଲମ୍ବିତ କରିଛନ୍ତି। ମୁଖ ପଖାଳ ସେବକ ଜଣକ ହେଲେ ବିଶ୍ବନାଥ ଖୁଣ୍ଟିଆ। ତାଙ୍କୁ ୩ ମାସ ପାଇଁ…

Continue reading
ରାଜନୈତିକ ରାବଣଙ୍କର ଅନ୍ତ ଘଟିଛି: ମୁଖ୍ୟମନ୍ତ୍ରୀ

ଯାଜପୁର: ଯାଜପୁର ଜିଲ୍ଲାରେ ରାଜନୈତିକ ରାବଣଙ୍କର ଅନ୍ତ ଘଟିଛି। ବିରୋଧୀଙ୍କୁ ନିଶାନା କରି ଏଭଳି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଗତକାଲି ସଂଧ୍ୟାରେ ଯାଜପୁର ଧର୍ମଶାଳା ମହୋତ୍ସବରେ ଯୋଗଦେଇ ଏହା କହିଛନ୍ତି ମୁଖ୍ୟମନ୍ତ୍ରୀ। ଉପସ୍ଥିତ ଜନସାଧାରଣଙ୍କୁ ସମ୍ବୋଧିତ କରି ସେ…

Continue reading
ଟ୍ରାକ୍ଟର ଓଲଟି ୨ ଭଉଣୀ ମୃତ, ଡ୍ରାଇଭର୍ ଗୁରୁତର

ଯାଜପୁର : ଟ୍ରାକ୍ଟର ଓଲଟି ୨ ଭଉଣୀ ମୃତ, ଡ୍ରାଇଭର୍ ଗୁରୁତର । ଯାଜପୁର ରୋଡ୍ ଥାନା ଯୋଡ଼ାବର ନିକଟ ଗଣ୍ଡା ନାଳରେ ଏକ ଟ୍ରାକ୍ଟର ଓଲଟି ପଡିଛି। ମୃତକ ଯୋଡ଼ାବର ରମ୍ପାସ ଗାଁ ମାଝୀ ସାହିର ଦୁଇ ଭଉଣୀ ବୋଲି…

Continue reading
ଦୁର୍ବୃତ୍ତଙ୍କ ଗୁଳିମାଡ଼ରେ ୨ ମୃତ

ଯାଜପୁର: ପାଣିକୋଇଲି ଛକରେ ଥିବା ପଣ୍ଡା ଅଳଙ୍କାର ନାମକ ସୁନା ଦୋକାନରୁ ଲୁଟ ଉଦ୍ୟମ ବେଳେ ଦୁର୍ବୃତ୍ତଙ୍କ ଗୁଳିମାଡ଼ । ସୁନା ଦୋକାନର ୨ କର୍ମଚାରୀଙ୍କ ସହ ରାସ୍ତା କଡରେ ଥିବା ଇଲେକ୍ଟ୍ରି କର୍ମଚାରୀଙ୍କ ଉପରକୁ ଗୁଳିମାଡ଼ I ଏଥିରେ ବିଦ୍ୟୁତ…

Continue reading
ମନୋଜ ସାହୁ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ନିଯୁକ୍ତ

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ସଚିବ ସ୍ଥରରେ ସାମାନ୍ୟ ପରିବର୍ତ୍ତନ ହୋଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବ୍ୟକ୍ତିଗତ ସଚିବ ଭାବେ ମନୋଜ ସାହୁଙ୍କୁ ନିଯୁକ୍ତି ଦିଆଯାଇଛି। ସାଧାରଣ ପ୍ରଶାସନ ଓ ଅଭିଯୋଗ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁଯାୟୀ, ୨୦୦୬ ବ୍ୟାଚର ଆଇଏଏସ…

Continue reading
୧୫ ପରେ ସୁଭଦ୍ରା ଟଙ୍କା

ଭୁବନେଶ୍ୱର: ଆସନ୍ତା ୧୫ ତାରିଖ ପରେ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା ମିଳିବ । ଏନେଇ ଶନିବାର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି । ସେ କହିଛନ୍ତି ସର୍ଭେ ଅବଧି ଡିସେମ୍ବର ୩୦ ପରିବର୍ତ୍ତେ ଜାନୁଆରୀ…

Continue reading
ଚଳିତ ବର୍ଷ ୫୦୦ ଟ୍ରାଫିକ କର୍ମଚାରୀଙ୍କୁ ନିଯୁକ୍ତି ଦିଆଯିବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଶନିବାର ଜାତୀୟ ସଡ଼କ ସୁରକ୍ଷା ଅଭିଯାନର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି ଅବସରରେ ଲୋୟର ପିଏମ୍‌ଜିରୁ ରାମ ମନ୍ଦିର ଯାଏ ସଚେତନତା ପଦଯାତ୍ରା ଆରମ୍ଭ ହୋଇଛି। ଓଡ଼ିଶା ଯାତ୍ରୀ ଆପ୍‌ର ମଧ୍ୟ ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ।…

Continue reading