ତଳମୁହାଁ ପାରଦ: ଫୁଲବାଣୀ ସବୁଠୁ ଥଣ୍ଡା
ଭୁବନେଶ୍ବର: ପ୍ରବଳ ଜାଡରେ ଥରୁଛି ଓଡ଼ିଶା। ଉପାନ୍ତରୁ ଉପକୂଳ ସବୁଠି ତଳମୁହାଁ ପାରଦ। ରାଜ୍ୟରେ ଅସହ୍ୟ ଶୀତ ଅନୁଭୁତ ହେବା ସହ ୬ ସହରର ସର୍ବନିମ୍ନ ରାତ୍ରି ତାପମାତ୍ରା ୧୦ ଡିଗ୍ରୀ ଠାରୁ କମ ରେକର୍ଡ କରାଯାଇଛି। ପାରଦ ତଳମୁହାଁ ହେବା…
ଭୁବନେଶ୍ବର: ପ୍ରବଳ ଜାଡରେ ଥରୁଛି ଓଡ଼ିଶା। ଉପାନ୍ତରୁ ଉପକୂଳ ସବୁଠି ତଳମୁହାଁ ପାରଦ। ରାଜ୍ୟରେ ଅସହ୍ୟ ଶୀତ ଅନୁଭୁତ ହେବା ସହ ୬ ସହରର ସର୍ବନିମ୍ନ ରାତ୍ରି ତାପମାତ୍ରା ୧୦ ଡିଗ୍ରୀ ଠାରୁ କମ ରେକର୍ଡ କରାଯାଇଛି। ପାରଦ ତଳମୁହାଁ ହେବା…
ବ୍ରହ୍ମପୁର: ବୈଦ୍ୟନାଥପୁର ଥାନା ଅନ୍ତର୍ଗତ କଳିଙ୍ଗନଗର ଦ୍ବିତୀୟ ଲାଇନରେ ଘରେ ଚୋରି କରିବା ପରେ ଦୁର୍ବୃତ୍ତ ଘରେ ଲଗାଇଦେଲେ ନିଆଁ । କଳିଙ୍ଗ ନଗରର ପ୍ଲଟ ନମ୍ବର ୨୧ରେ ଦେବୀ ପ୍ରସାଦ ପଟ୍ଟନାୟକଙ୍କ ଘରେ ଗତକାଲି ରାତିରେ କିଛି ଦୁବୃର୍ତ୍ତ ପଶିଥିଲେ…
ଭୁବନେଶ୍ୱର: କୃଷି ଓଡ଼ିଶା କାର୍ୟ୍ୟକ୍ରମରେ ଶୁକ୍ରବାର ଏକ ନିଆରା ଦୃଶ୍ୟ ଦେଖିବାକୁ ମିଳଛି। ମୁଖ୍ୟମନ୍ତ୍ରୀ ମୋହନ ମାଝି ନାନୋ କାରରେ ବସି ବରମୁଣ୍ଡା ପଡିଆରୁ ଲୋକସେବା ଭବନକୁ ଗଲେ । । ତେବେ ଏହି ସମୟରେ ମୁଖ୍ୟମନ୍ତ୍ରୀଙ୍କ ସହ ଉପ-ମୁଖ୍ୟମନ୍ତ୍ରୀ କେଭି…
ଭୁବନେଶ୍ୱର: ଆସନ୍ତା ୮ତାରିଖରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପ୍ରବାସୀ ଭାରତୀୟ କାର୍ୟ୍ୟକ୍ରମରେ ସାମିଲ ହେବେ। ୮ ତାରିଖ ରାତିରେ ରାଜଭବନରେ ରାତ୍ରୀଯାପନ କରିବେ। ସେହିପରି ୯ ତାରିଖ ଜନତା ମଇଦାନରେ ଏକ କାର୍ୟ୍ୟକ୍ରମରେ ସାମିଲ ହେବା ନେଇ ସୂଚନା…
ଭୁବନେଶ୍ଵର:୧୪ ତାରିଖରୁ ପର୍ୟ୍ୟଟକଙ୍କ ପାଇଁ ଭିତରକନିକା ବନ୍ଦ ରହିବ। କୁମ୍ଭୀର ଗଣନା ପାଇଁ ୧୪ ତାରିଖରୁ ୨୧ ତାରିଖ ଯାଏଁ ଭିତରକନିକା ବନ୍ଦ ରହିବ। ପ୍ରଥମ କରି ଭିତରକନିକା ବାହାର ନଦୀନାଳରେ ମଧ୍ୟ ଗଣନା କରାଯିବ। ଏ ନେଇ ବନଖଣ୍ଡ ଅଧିକାରୀ…
ଭୁବନେଶ୍ୱର: ସୁଭଦ୍ରା ଯୋଜନାକୁ ନେଇ ରାଜ୍ୟ କ୍ୟାବିନେଟ୍ରେ ବଡ଼ ନିଷ୍ପତ୍ତି। ଚଳିତ ବର୍ଷ ମାର୍ଚ୍ଚ ୩୧ ସୁଦ୍ଧା ‘ସୁଭଦ୍ରା’ ଆବେଦନ କଲେ ବି ଆବେଦନକାରୀ ମହିଳାଙ୍କୁ ୨୦୨୪ରେ ବାକିଥିବା ୨ଟି କିସ୍ତି ମିଳିବ। ଗତକାଲି ଅନୁଷ୍ଠିତ କ୍ୟାବିନେଟ୍ ବୈଠକରେ ଏହି ନିଷ୍ପତ୍ତି…
ଭୁବନେଶ୍ୱର: ସଡ଼କ ସୁରକ୍ଷା ମାସର ଉଦ୍ଘାଟନ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବଡ଼ ଘୋଷଣା । ସଡ଼କ ସୁରକ୍ଷା ଓ ଦୁର୍ଘଟଣା ହ୍ରାସ ପାଇଁ ବସ୍ରେ ଲାଗିବ ଇଲୋକ୍ଟ୍ରୋନିକ୍ସ ସ୍ମାର୍ଟ ଡିଭାଇସ୍ । ଏହି ଡିଭାଇସ୍ ଲଗାଇବା ପାଇଁ ଘରୋଇ ବସ୍…
ଜଗତସିଂହପୁର: ବାଣ ବିସ୍ଫୋରଣରେ ଗୋଟିଏ ପରିବାରର ୨ ଜଣକର ମୃତ୍ୟୁ ହୋଇଥିବା ବେଳେ ଆଉ ୨ ଜଣ ଗୁରୁତର ହୋଇଛନ୍ତି। ୨ ମୃତକ ଦୁଇ ଜଣ ହେଲେ ବଡ଼ ବାଗ ଗାଁର ରାଜେଶ ଦାସ ଓ ତାଙ୍କ ସ୍ତ୍ରୀ ରାନୀ ଦାସ।…
ଭୁବନେଶ୍ୱର: ଦେଶର ‘ଖୋ ଖୋ’ ଖେଳ ପାଇଁ ଆସିଛି ଏକ ସୁବର୍ଣ୍ଣ ସମୟ। ଓଡିଶା ସରକାର ଏହି ଖେଳକୁ ଯୋଗାଇ ଦେବେ ଆର୍ଥିକ ପ୍ରୋତ୍ସାହନ। ପୂର୍ବରୁ ଜାତୀୟ ହକି ଖେଳକୁ ଓଡିଶା ସ୍ପନସର୍ କରୁଥିବାବେଳେ, ଏବେ ‘ଖୋ ଖୋ’ ଖେଳକୁ ମଧ୍ୟ…
ନୂଆଦିଲ୍ଲୀ: ଦିଲ୍ଲୀ ବିଧାନସଭା ନିର୍ବାଚନରେ ଏଥର ଜୋରଦାର ଲଢ଼େଇ ଦେଖିବାକୁ ମିଳିବ। ଫେବୃଆରୀ ମାସରେ ବିଧାନସଭା ନିର୍ବାଚନ ହେବାକୁ ଥିବା ବେଳେ ୩ ପ୍ରମୁଖ ରାଜନୀତିକ ଦଳ-ଆପ, କଂଗ୍ରେସ ଓ ବିଜେପି ନିଜର ପ୍ରଚାର ବେଗକୁ ଏବେ ଠାରୁ ବଢ଼ାଇ ଦେଇଛନ୍ତି।…