ଶପଥ ନେଲେ ହରି ବାବୁ କମ୍ଭମ୍ପତି
ଭୁବନେଶ୍ୱର: ଓଡ଼ିଶାର ନୂତନ ରାଜ୍ୟପାଳ ଭାବେ ଶପଥ ନେଲେ ହରିବାବୁ କମ୍ଭମ୍ପତି । ଓଡ଼ିଶାର ୨୭ତମ ରାଜ୍ୟପାଳ ଭାବେ ଆଜି ସେ ଶପଥ ନେଇଛନ୍ତି। ଆଜି ପୂର୍ବାହ୍ନ ୧୦ଟା୧୦ ମିନିଟ୍ରେ ହରି ବାବୁ କମ୍ଭମ୍ପତିଙ୍କୁ ଶପଥ ପାଠ କରାଇଛନ୍ତି ହାଇକୋର୍ଟ ମୁଖ୍ୟ…
ଭୁବନେଶ୍ୱର: ଓଡ଼ିଶାର ନୂତନ ରାଜ୍ୟପାଳ ଭାବେ ଶପଥ ନେଲେ ହରିବାବୁ କମ୍ଭମ୍ପତି । ଓଡ଼ିଶାର ୨୭ତମ ରାଜ୍ୟପାଳ ଭାବେ ଆଜି ସେ ଶପଥ ନେଇଛନ୍ତି। ଆଜି ପୂର୍ବାହ୍ନ ୧୦ଟା୧୦ ମିନିଟ୍ରେ ହରି ବାବୁ କମ୍ଭମ୍ପତିଙ୍କୁ ଶପଥ ପାଠ କରାଇଛନ୍ତି ହାଇକୋର୍ଟ ମୁଖ୍ୟ…
ଭୁବନେଶ୍ୱର: ପୁଣି ଥରେ ଧମକପୂର୍ଣ୍ଣ ମେଲ୍ ପଠାଇଛି ଖଲିସ୍ତାନୀ ଆତଙ୍କବାଦୀ ପନ୍ନୁ। ଖୁବ୍ ଶୀଘ୍ର ଓଡ଼ିଶାରେ ପ୍ରବାସୀ ଭାରତୀୟ ଦିବସ ଆୟୋଜିତ ହେବାକୁ ଥିବା ବେଳେ ଉକ୍ତ ସମୟରେ ବ୍ୟାଘାତ ସୃଷ୍ଟି ପାଇଁ ଧମକପୂର୍ଣ୍ଣ ମେଲ୍ ତଥା ଭିଡିଓ ମେସେଜ ପଠାଇଛି…
ପୁରୀ: ଆଜିଠୁ ପୁଣି ଆରମ୍ଭ ହେବ ରତ୍ନଭଣ୍ଡାର ମରାମତି କାର୍ୟ୍ୟ। ପୂର୍ବରୁ ଭିତର ରତ୍ନଭଣ୍ଡାର ଓ ବାହାର ରତ୍ନଭଣ୍ଡାରର ଚୂନ ପ୍ଳାଷ୍ଟର ଛଡାଇଦିଆଯାଇଛି। ଚୂନ ଛଡାଯିବା ପରେ ପଥରର ସରଫେସ ଦେଖାଗଲାଣି। ଅନେକ ପଥରରେ ଫାଟ ରହିଛି। ପଥର ପଥର ଭିତରେ…
ଭୁବନେଶ୍ୱର: ରାଜ୍ୟ ସରକାର ପୌର ପ୍ରଶାସନରେ ନୂଆ ନିର୍ଦ୍ଦେଶକଙ୍କ ସମେତ ୧୭ଟି ପୌର ସଂସ୍ଥାରେ ନୂଆ କାର୍ୟ୍ୟନିର୍ବାହୀ ଅଧିକାରୀଙ୍କୁ ନିଯୁକ୍ତି ଦେଇଛନ୍ତି । ରାଜ୍ୟ ସରକାରଙ୍କ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ପୌର ପ୍ରଶାସନର ନିର୍ଦ୍ଦେଶକ ଭାବେ କାର୍ୟ୍ୟରତ ବରିଷ୍ଠ ଓଏଏସ୍…
ବରଗଡ଼: ବିଶ୍ବପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜି ଠାରୁ ଆରମ୍ଭ ହେଉଛି। ଏହା ୧୧ ଦିନ ଧରି ଚାଲିବ। ଏନେଇ ପ୍ରସ୍ତୁତି ପର୍ବ ଶେଷ ହୋଇଛି। ବରଗଡ଼ ସହର ପାଲଟିବ ମଥୁରା ନଗରୀ। ଚାଲିବ କଂସ ମହାରାଜଙ୍କ ରାଜୁତି। କଂସ ମହାରାଜଙ୍କଠାରୁ…
ଭୁବନେଶ୍ୱର: ଚଳିତ ବର୍ଷ ଭୁବନେଶ୍ବରରୁ ବିଶ୍ୱ ଦେଖିବ ଜନଜାତିଙ୍କ ଜୀବନଚର୍ୟ୍ୟା। ପ୍ରଥମଥର ପାଇଁ ଭୁବନେଶ୍ୱରରେ ହେଉଥିବା ପ୍ରବାସୀ ଭାରତୀୟ ସମ୍ମିଳନୀ ଅବସରରେ ୟୁନିଟ-୩ ପ୍ରଦର୍ଶନୀ ପଡ଼ିଆରେ ଆୟୋଜନ କରାଯାଇଛି ଆଦିବାସୀ ମେଳା-୨୦୨୫। ଏଥିରେ ଓଡ଼ିଶାର ଆଦିବାସୀମାନଙ୍କ କଳା, ସଂସ୍କୃତି, ପରମ୍ପରା ଓ…
ସମ୍ବଲପୁର: ସମ୍ବଲପୁରରେ ଘଟିଛି ବଡ଼ ଧାରଣାର ଡକାୟତି। ଆଜି ସକାଳୁ ସମ୍ବଲପୁର ବୁଢ଼ାରଜା ଅଞ୍ଚଳରେ ଥିବା ମାନା ପୁରମ୍ ଗୋଲ୍ଡ ଫାଇନାନ୍ସ କାର୍ୟ୍ୟାଳୟରୁ ଲୁଟି ନେଇଛନ୍ତି ଲକର ଭିତରେ ଥିବା ୩୦ କିଲୋ ସୁନା ସହ ସମସ୍ତ ଟଙ୍କା। ଆଜି ମାନା…
କଳାହାଣ୍ଡି: ଭିଜିଲାନ୍ସ ଜାଲରେ ସୁପର ଭାଇଜର । ୪ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡ଼ିଲେ ମେଡିକାଲ ସୁପରଭାଇଜର ଲକ୍ଷ୍ମୀ ମହାରଣା । କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ଡାକ୍ତରଖାନାରେ କାର୍ୟ୍ୟରତ ସୁପରଭାଇଜର ଲକ୍ଷ୍ମୀ ମହାରଣା ଜନ୍ମମୃତ୍ୟୁ ପ୍ରମାଣ ପତ୍ର ନିମନ୍ତେ…
ଭୁବନେଶ୍ବର: ଭୁବନେଶ୍ୱର ପହଞ୍ଚିଲା ଡବଲ ଡେକର ବସ୍ । ବସ୍ରେ ଓଡ଼ିଶାର କଳା, ସଂସ୍କୃତିର ଝଲକ ପ୍ରତିଫଳିତ ରହିଛି । ପ୍ରବାସୀ ଭାରତୀୟ ଦିବସରେ ଯୋଗଦେବାକୁ ଆସିଥିବା ଅତିଥିମାନେ ଏହି ବସ୍ରେ ଯାତ୍ରା କରିବେ । କ୍ୟାପିଟାଲ ଅର୍ବାନ ରିଜିଅନ ଟ୍ରାନ୍ସପୋର୍ଟ…
ସିଡ୍ନୀ: ଶୁକ୍ରବାରଠାରୁ ସିଡ୍ନୀରେ ଘରୋଇ ଅଷ୍ଟ୍ରେଲିଆ ବିପକ୍ଷ ୫ମ ତଥା ଅନ୍ତିମ ଟେଷ୍ଟମ୍ୟାଚ୍ରୁ ଅଧିନାୟକ ରୋହିତ ଶର୍ମା ଓହରି ଯାଇଛନ୍ତି ବୋଲି ରିପୋର୍ଟରୁ ପ୍ରକାଶ। ଏହି ମ୍ୟାଚ୍ରୁ ସେ ବିଶ୍ରାମ ନେବେ ବୋଲି ଗୁରୁବାର ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀର ଏବଂ…