ହକି ଇଣ୍ଡିଆ ଲିଗ୍‌ : ସୁର୍‌ମା ଏଚ୍‌ସିକୁ ହରାଇଲା ୟୁପି ରୁଦ୍ରସ୍‌

ରାଉରକେଲା: ହକି ଇଣ୍ଡିଆ ଲିଗ୍‌ ପୁରୁଷ ବର୍ଗରେ ୟୁପି ରୁଦ୍ରସ କ୍ରମାଗତ ଦ୍ବିତୀୟ ବିଜୟ ହାସଲ କରିଛି। ବିର୍ସା ମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡ଼ିୟମରେ ଗୁରୁବାର ଖେଳା ଯାଇଥିବା ଏକତରଫା ମ୍ୟାଚରେ ୟୁପି ରୁଦ୍ରସ୍‌ ୩-୦ ଗୋଲରେ ସୁର୍‌ମା ହକି କ୍ଲବ୍‌କୁ…

Continue reading
ମୁଖ୍ୟମନ୍ତ୍ରୀଙ୍କ କଟାକ୍ଷ:ବିଜେପି ସରକାରର କାର୍ଯ୍ୟ ଶୈଳୀ ଦେଖି ବିରୋଧୀଙ୍କ ମନରେ ଭୟ ଜାଗିଛି

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ନାମ ନ ନେଇ ତାଙ୍କୁ କଟାକ୍ଷ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଆମ ସରକାର କିଛି ଲୋକଙ୍କୁ ବାଧ୍ୟ କରିଦେଲା ଯେ, ସେମାନେ ନିଜ ବିଳାସପୂର୍ଣ୍ଣ ଟାୱାରରୁ ବାହାରି…

Continue reading
ମୁଖ୍ୟମନ୍ତ୍ରୀଙ୍କୁ ନବୀନଙ୍କ ଚିଠି

ଭୁବନେଶ୍ବର: ଜିଲ୍ଲା ଗସ୍ତ ପରେ ମୁଖ୍ୟମନ୍ତ୍ରୀଙ୍କୁ ବିରୋଧୀ ଦଳ ନେତାଙ୍କ ଚିଠି। ଦୁଇ ଦିନରେ ୫ଜିଲ୍ଲା ଗସ୍ତ ପରେ ମୋହନ ମାଝୀଙ୍କୁ ଚିଠି ଲେଖିଛନ୍ତି ନବୀନ ପଟ୍ଟନାୟକ। ଅନିଦିଆ ବର୍ଷାରେ ଭଙ୍ଗିପଡିଥିବା ଚାଷୀଙ୍କ ଆତ୍ମବଳକୁ ବଢାଇବା ପାଇଁ ଚିଠିରେ ଉଲ୍ଲେଖ କରିଛନ୍ତି…

Continue reading
ଓଡ଼ିଶାର ପ୍ରଜ୍ଞାପନ ମେଢ ମଡେଲକୁ ଖାରଜ କଲା କେନ୍ଦ୍ର

ଭୁବନେଶ୍ବର: ଡବଲ ଇଞ୍ଜିନ ସରକାର ସତ୍ତ୍ବେ ଓଡ଼ିଆ ଅସ୍ମିତା ଅଣଦେଖା । ଦିଲ୍ଲୀରେ ଚଳିତ ବର୍ଷ ସାଧାରଣତନ୍ତ୍ର ଦିବସରେ ଗଡିବ ନାହିଁ ଓଡିଶାର ପ୍ରଜ୍ଞାପନ ମେଢ । ଓଡିଶା ପକ୍ଷରୁ ଦିଆଯାଇଥିବା ମଡେଲକୁ ଖାରଜ କରିଦେଇଛି କେନ୍ଦ୍ର । ଏଥର ଓଡିଶା…

Continue reading
ଓଡ଼ିଶାରେ ନୂଆ ରାଜ୍ୟପାଳ

ଓଡ଼ିଶାରେ ପହଞ୍ଚିଲେ ନୂଆ ରାଜ୍ୟପାଳ ହରିବାବୁ କମ୍ଭମପତି। ଭୁବନେଶ୍ୱର ବିମାନ ବନ୍ଦରରେ ପଞ୍ଚିବା ପରେ ନୂଆ ରାଜ୍ୟପାଳଙ୍କୁ ସ୍ୱାଗତ କରିଥିଲେ ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀଙ୍କ ସହ ମନ୍ତ୍ରୀ ମଣ୍ଡଳର ସଦସ୍ୟ। ରାଜଭବନ ପକ୍ଷରୁ ରାଜ୍ୟପାଳଙ୍କୁ ଗାର୍ଡ ଅଫ୍ ଅନର ପ୍ରଦାନ କରାଯାଇଛି। ଆଜି…

Continue reading
ବଡ଼ ଘୋଷଣା, ଦୁଇଗୁଣ ହେଲା ସ୍ୱାଧୀନତା ସଂଗ୍ରାମୀଙ୍କ ଭତ୍ତା

ଆଜି ସ୍ୱାଧୀନତା ସଂଗ୍ରାମୀଙ୍କ ଭତ୍ତା ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ୩୮ତମ ସ୍ୱାଧୀନତା ସଂଗ୍ରାମୀ ଦିବସ ସମାରୋହରେ ମୁଖ୍ୟମନ୍ତ୍ରୀ ଭତ୍ତା ବୃଦ୍ଧି ନେଇ ଘୋଷଣା କରିଛନ୍ତି। କାରାବରଣ କରିଥିବା ସବୁ ସ୍ୱାଧୀନତା ସଂଗ୍ରାମୀ ମାନଙ୍କର ପେନସନକୁ ୧୦ ହଜାରରୁ ୨୦ ହଜାର…

Continue reading
ଓଡ଼ିଶାରେ ପହଞ୍ଚିଲା ପ୍ରଥମ ଡବଲ ଡେକର ବସ୍‌

ଓଡ଼ିଶା ମାଟିରେ ପାଦ ଦେଲା ଗୋଟିଏ ଇଲେକ୍ଟ୍ରି ଡବଲ ଡେକର ବସ୍‌। ବସ୍‌ଟି ଆନ୍ଧ୍ରପ୍ରଦେଶ ବର୍ଡର ଅତିକ୍ରମ କରି ବ୍ରହ୍ମପୁରରେ ପହଞ୍ଚିଛି। ଏହି ବସ୍‌କୁ ନେଇ ଓଡ଼ିଶାବାସୀଙ୍କ ମଧ୍ୟରେ ପ୍ରବଳ ଉତ୍ସାହ ରହିଛି। କାରଣ ଏଥିରେ ରହିଛି ଓଡ଼ିଶାର କଳା, ସଂସ୍କୃତିର…

Continue reading
ଆଇଏଏସ୍‌ ସ୍ତରରେ ଅଦଳବଦଳ

ନୂଆ ବର୍ଷ ଆରମ୍ଭରୁ ପାୱାର କରିଡରରେ ହେଲାଣି ହଲଚଲ। ପ୍ରାୟ ୫ ମାସ ତଳେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବ୍ୟକ୍ତିଗତ ସଚିବ ଭାବେ ନିଯୁକ୍ତି ପାଇଥିବା ଅରିନ୍ଦମ ଡାକୁଆଙ୍କ ବଦଳି ହୋଇଛି। ତେବେ ତାଙ୍କ ସ୍ଥାନରେ କିଏ ଏହି ପଦ ସମ୍ଭାଳିବେ…

Continue reading
ରାଜଧାନୀର ମୁକୁଳା ଡ୍ରେନର ସମୀକ୍ଷା କଲେ ମନ୍ତ୍ରୀ

ଭୁବନେଶ୍ୱର: ଗୁରୁବାର ସକାଳୁ ରାଜଧାନୀର ମୁକୁଳା ଡ୍ରେନର ସମୀକ୍ଷା କରିଛନ୍ତି ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର। ପ୍ରବାସୀ ଭାରତୀୟ ଦିବସ ପୂର୍ବରୁ ରାଜଧାନୀର ବିଭିନ୍ନ ଡ୍ରେନ ଓ ପରିମଳ ବ୍ୟବସ୍ଥାର ଅନୁଧ୍ୟାନ କରିଛନ୍ତି। ମନ୍ତ୍ରୀଙ୍କ ସହ ବିଏମ୍‌ସି ଏବଂ ବିଡିଏର…

Continue reading
୨ ବର୍ଷରେ ପୂରଣ ହେବ ୬୫ ହଜାର ସରକାରୀ ପଦବୀ

ଭୁବନେଶ୍ୱର: ସରକାରଙ୍କ ଲୋକବଳ ବଢିଲେ, ଜନସାଧାରଣଙ୍କୁ ଉତ୍ତମ ସେବା ଯୋଗାଇ ଦେଇପାରିବା ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଲୋକସେବା ଭବନ ଠାରେ ବିଭିନ୍ନ ନିଯୁକ୍ତି ଆୟୋଗର ଅଧ୍ୟକ୍ଷମାନଙ୍କ ସହିତ ଆଲୋଚନାରେ କହିଛନ୍ତି। ବର୍ଷର ପ୍ରଥମ ଦିନରେ ରାଜ୍ୟରେ ସରକାରୀ…

Continue reading