ଶ୍ରୀମନ୍ଦିର ହୁଣ୍ଡିରୁ ଦାନସୂତ୍ରରେ ମିଳିଛି ୧୦ଲକ୍ଷ ୯୪ହଜାର ୭୪ଟଙ୍କା

ପୁରୀ : ବର୍ଷର ପ୍ରଥମ ଦିନ ଅର୍ଥାତ ବୁଧବାର ଶ୍ରୀମନ୍ଦିର ହୁଣ୍ଡିରୁ ୧୦ଲକ୍ଷ ୯୪ହଜାର ୭୪ଟଙ୍କା ଦାନସୂତ୍ରରେ ମିଳିଛି। ଗତ ବର୍ଷ ଅକ୍ଟୋବର ୮ରେ ଶ୍ରୀମନ୍ଦିର ହୁଣ୍ଡିରୁ ଶ୍ରଦ୍ଧାଳୁଙ୍କ ପକ୍ଷରୁ ସର୍ବାଧିକ ୯ଲକ୍ଷ ୬୬ହଜାର ୪୮୦ଟଙ୍କା ଦାନ ସୂତ୍ରରେ ମିଳିଥିଲା। ସେହିଭଳି…

Continue reading
ଚାଷୀଙ୍କ ବୀମା ରାଶି ୬୯ ହଜାର ୫୧୫ କୋଟି ଟଙ୍କାକୁ ବୃଦ୍ଧି ନିଷ୍ପତ୍ତି

ନୂଆଦିଲ୍ଲୀ: ବଢିଲା ‘ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା’ ସହାୟତା ରାଶି। ୨୦୨୫ର ପ୍ରଥମ କେନ୍ଦ୍ର କ୍ୟାବିନେଟ୍ ବୈଠକରେ ଚାଷୀଙ୍କ ବୀମା ରାଶି ୬୯ ହଜାର ୫୧୫ କୋଟି ଟଙ୍କାକୁ ବୃଦ୍ଧି କରିବାକୁ ନିଷ୍ପତ୍ତି ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…

Continue reading
ଆଜି ଓଡ଼ିଶା ଆସୁଛନ୍ତି ନୂଆ ରାଜ୍ୟପାଳ

ଭୁବନେଶ୍ୱର: ଆଜି ଓଡ଼ିଶା ଆସୁଛନ୍ତି ନୂଆ ରାଜ୍ୟପାଳ ହରିବାବୁ କମ୍ଭାମପତି । ଭୁବନେଶ୍ୱରରେ ପହଞ୍ଚିବା ପରେ ଶ୍ରୀଜିଉଙ୍କୁ ଦର୍ଶନ କାର୍ୟ୍ୟକ୍ରମ ରହିଛି । ଆସନ୍ତାକାଲି ନୂଆ ରାଜ୍ୟପାଳଙ୍କ ଶପଥ ଗ୍ରହଣ କରିବେ। ଛାତ୍ର ରାଜନୀତିରୁ ନିଜର କ୍ୟାରିୟର ଆରମ୍ଭ କରିଥିବା ଡଃ…

Continue reading
୧୫ ସୁଦ୍ଧା ସରିବ ରାସନକାର୍ଡ ଇ-କେୱାଇସି ଯାଂଚ

ଭୁବନେଶ୍ୱର: ଚଳିତମାସ ୧୫ତାରିଖ ସୁଦ୍ଧା ରାସନକାର୍ଡର ଆଧାରଭିତ୍ତିକ ଇ-କେୱାଇସି ଯାଂଚ ପ୍ରକ୍ରିୟା ଶେଷ କରିବାକୁ ରାଜ୍ୟ ସରକାର ଲକ୍ଷ୍ୟ ରଖିଛନ୍ତି । ରାଜ୍ୟ ଭିତରେ ରାସନକାର୍ଡ ହିତାଧିକାରୀ ଥିବା ବୃଦ୍ଧବୃଦ୍ଧା ଓ ଅସୁସ୍ଥ ଲୋକଙ୍କୁ ଭେଟି କେୱାଇସି ଯାଂଚ କରିବା ନିମନ୍ତେ…

Continue reading
୩ ଆଇପିଏସ୍‌ଙ୍କୁ ଡିଜି ପାହ୍ୟାକୁ ପଦୋନ୍ନତି

ଭୁବନେଶ୍ୱର: ୩ ଜଣ ବରିଷ୍ଠ ଆଇପିଏସ୍ ଅଫିସରଙ୍କୁ ସରକାର ପଦୋନ୍ନତି ମିଳିଛି। ସେମାନେ ହେଉଛନ୍ତି ୧୯୯୩ ବ୍ୟାଚ୍‌ର ଆଇପିଏସ୍ ଅଫିସର ବିନୟତୋଷ ମିଶ୍ର, ଆର.ପି କୋଚେ ଓ ସୁଶାନ୍ତ କୁମାର ନାଥ। ଏହି ତିନି ଅଫିସରଙ୍କୁ ଡିଜିପି ପାହ୍ୟାକୁ ପଦୋନ୍ନତି ମିଳିଛି।ବିନୟତୋଷ…

Continue reading
ନବୀନ ନିଜେ ଓଡ଼ିଆ ଲୋକଙ୍କୁ ତାଚ୍ଛଲ୍ୟ କରିଥିଲେ:ତଥାଗତ

ଭୁବନେଶ୍ୱର: ସାଧାରଣତଃ ପ୍ରଶାସନିକ ବ୍ୟବସ୍ଥାରେ ଜଣେ ଆଇଏଏସ୍‌ ଅଧିକାରୀ ସରକାରୀ ଚାକିରିରୁ ଅବସର ନେବା ପରେ ନିଜ ଜନ୍ମସ୍ଥାନକୁ ଫେରିବାର ଲକ୍ଷ୍ୟ କରାଯାଏ। କିନ୍ତୁ ପାଣ୍ଡିଆନ୍‌ଙ୍କୁ ଦଳର ମଙ୍ଗ ଧରାଇ ନବୀନ ନିଜେ ଓଡ଼ିଆ ଲୋକଙ୍କୁ ତାଚ୍ଛଲ୍ୟ କରିଥିଲେ। ନବୀନ ଭାବିଥିଲେ…

Continue reading
ରାଜ୍ୟରେ ଶିଳ୍ପ ସ୍ଥାପନ କରିବେ ୨୫ କମ୍ପାନୀ, ବିନିଯୋଗ କରିବେ ୪୨୨୨.୨୪ କୋଟି

ଭୁବନେଶ୍ୱର:ରାଜ୍ୟରେ ଶିଳ୍ପ ସ୍ଥାପନ କରିବେ ୨୫ କମ୍ପାନୀ। ଏହି କମ୍ପାନିଗୁଡିକ ମିଳିତ ଭାବେ ଓଡ଼ିଶାରେ ୪୨୨୨.୨୪ କୋଟି ଟଙ୍କା ବିନିଯୋଗ କରିବେ । ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ବୁଧବାର ବସିଥିବା ୧୩୩ତମ ରାଜ୍ୟସ୍ତରୀୟ ସିଙ୍ଗଲ୍‌ୱିଣ୍ଡୋ ଅନୁମୋଦନ କର୍ତ୍ତୃପକ୍ଷ…

Continue reading
ଆୟୁଷ୍ମାନରେ ମହିଳାଙ୍କୁ ୧୦ ଲକ୍ଷ:ସ୍ୱାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର: ଆସନ୍ତା ଫେବୃଆରୀରେ ଓଡ଼ିଶାରେ ଲାଗୁ ହେବ ଆୟୁଷ୍ମାନ ଭାରତ ଯୋଜନା । ଆଉ ଏହି ଯୋଜନାକୁ ନେଇ ଏବେ ଏକ ବଡ଼ ଖବର ସାମନାକୁ ଆସିଛି । ତାହା ହେଲା ଏହି ଯୋଜନାରେ ମହିଳାମାନଙ୍କୁ ୧୦ ଲକ୍ଷର ଚିକିତ୍ସା ସୁବିଧା…

Continue reading
ନବୀନଙ୍କ ଲୋକପ୍ରିୟତାର ସଦୁପଯୋଗ କରିବା ବିଜେଡି ପାଇଁ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର: ରାଜନୈତିକ ଦୃଷ୍ଟିକୋଣରୁ ବିଦାୟୀ ୨୦୨୪ ବର୍ଷ ରାଜ୍ୟର ରାଜନୈତିକ ଦଳଗୁଡ଼ିକ ପାଇଁ ଉଭୟ ତିକ୍ତ-ମଧୁର ଅନୁଭୂତି ଦେଇଥିବା ବେଳେ ୨୦୨୫ ତିନି ପ୍ରମୁଖ ରାଜନୈତିକ ଦଳ ପାଇଁ ଆହ୍ବାନ, ସଂଘର୍ଷ ଓ ସମ୍ମାନର ବର୍ଷ ହେବ।ଦୀର୍ଘ ୨୪ ବର୍ଷ କ୍ଷମତାରେ…

Continue reading
ନୂଆବର୍ଷରେ କଂଗ୍ରେସ ଦେଖିବ ନୂଆ ସଭାପତି

ଭୁବନେଶ୍ୱର: ରାଜନୈତିକ ଦୃଷ୍ଟିକୋଣରୁ ବିଦାୟୀ ୨୦୨୪ ବର୍ଷ ରାଜ୍ୟର ରାଜନୈତିକ ଦଳଗୁଡ଼ିକ ପାଇଁ ଉଭୟ ତିକ୍ତ-ମଧୁର ଅନୁଭୂତି ଦେଇଥିବା ବେଳେ ୨୦୨୫ ତିନି ପ୍ରମୁଖ ରାଜନୈତିକ ଦଳ ପାଇଁ ଆହ୍ବାନ, ସଂଘର୍ଷ ଓ ସମ୍ମାନର ବର୍ଷ ହେବ। କଂଗ୍ରେସ ଏପର୍ୟ୍ୟନ୍ତ ଏକ…

Continue reading