ଓଡ଼ିଶା ଫେରିଲା ଜିନ୍ନତ
ଭୁବନେଶ୍ୱର: ଓଡ଼ିଶା ଫେରିଲା ବାଘୁଣୀ ଜିନ୍ନତ । ଏନଟିସିଏ ଛାଟ ପରେ ପଶ୍ଚିମବଙ୍ଗ ଆଲିପୁର ଚିଡ଼ିଆଖାନାରୁ ବିଳମ୍ବିତ ରାତିରେ ଓଡ଼ିଶା ଫେରିଛି ଜିନ୍ନତ। ବନବିଭାଗ ପକ୍ଷରୁ ସ୍ବତନ୍ତ୍ର ଗାଡିରେ ପାଇଲଟିଂ କରି ଜିନ୍ନତକୁ ଓଡ଼ିଶା ଅଣାଯାଇଛି । ଓଡ଼ିଶାରେ ପହଞ୍ଚିବା ପରେ…
ଭୁବନେଶ୍ୱର: ଓଡ଼ିଶା ଫେରିଲା ବାଘୁଣୀ ଜିନ୍ନତ । ଏନଟିସିଏ ଛାଟ ପରେ ପଶ୍ଚିମବଙ୍ଗ ଆଲିପୁର ଚିଡ଼ିଆଖାନାରୁ ବିଳମ୍ବିତ ରାତିରେ ଓଡ଼ିଶା ଫେରିଛି ଜିନ୍ନତ। ବନବିଭାଗ ପକ୍ଷରୁ ସ୍ବତନ୍ତ୍ର ଗାଡିରେ ପାଇଲଟିଂ କରି ଜିନ୍ନତକୁ ଓଡ଼ିଶା ଅଣାଯାଇଛି । ଓଡ଼ିଶାରେ ପହଞ୍ଚିବା ପରେ…
କଟକ: କଟକରେ ଆଜି ସକାଳେ ଘଟିଛି ଏକ ମର୍ମନ୍ତୁଦ ଦୁର୍ଘଟଣା। ନିଜ ମଉସାଙ୍କ ସହ ଯାଉଥିବା ଜଣେ କୁନି ଝିଅ ଉପରେ ଚଢ଼ିଗଲା ହାଇୱା। ଏହି ଦୁର୍ଘଟଣା ଯୋବ୍ରା ବ୍ୟାରେଜ ନିକଟରେ ଘଟିଛି।ଆଜି ନୂଆବର୍ଷ ହୋଇଥିବା ବେଳେ ନିଜ ମଉସାଙ୍କ ସହ…
ପୁରୀ: ନୂଆବର୍ଷରେ ଶ୍ରୀଜିଉଙ୍କୁ ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ଭିତରେ ପ୍ରବଳ ଉତ୍ସାହ। ଜନସମୁଦ୍ର ପାଲଟିଛି ବଡଦାଣ୍ଡ। ବଡଠାକୁରଙ୍କୁ ଦର୍ଶନ କରୁଛନ୍ତି ଶ୍ରଦ୍ଧାଳୁ। ନୂଆବର୍ଷରେ ଶ୍ରଦ୍ଧାଳୁଙ୍କ ପ୍ରବଳ ସମାଗମକୁ ଦୃଷ୍ଟିରେ ରଖି, ଗତକାଲି ରାତି ସାଢ଼େ ୧୨ରେ ଶ୍ରୀମନ୍ଦିରରେ ଦ୍ୱାରଫିଟା ନୀତି ସଂପନ୍ନ…
ଜଗତସିଂହପୁର: ଅଦିନିଆ ବର୍ଷାରେ ଚାଷୀଙ୍କର ହୋଇଥିବା କ୍ଷୟକ୍ଷତି ସମ୍ପର୍କରେ ଆଲୋଚନା କରିବାକୁ ଆଜି ୪ ଜିଲ୍ଲା ଗସ୍ତରେ ବାହାରିଛନ୍ତି ବିରୋଧୀ ଦଳ ନେତା ନବୀନ ଟ୍ଟନାୟକ। ପ୍ରଥମେ ପୁରୀ ଜିଲ୍ଲାର ସତ୍ୟବାଦୀ ଯାଇ ଚାଷୀଙ୍କ ସହ ଆଲୋଚନା କରିଥିଲେ ନବୀନ ।…
ଭୁବନେଶ୍ୱର: ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ବର୍ଗତ ମନମୋହନ ସିଂହଙ୍କ ବିୟୋଗରେ ଚାଲିଥିବା ରାଷ୍ଟ୍ରୀୟ ଶୋକ ଓ ଅଦିନିଆ ବର୍ଷାରେ କ୍ଷତିଗ୍ରସ୍ତ ଚାଷୀଙ୍କ ଦୁଃଖରେ ସମବେଦନା ଜଣାଇ ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ଆସନ୍ତକାଲି ନୂଆ ବର୍ଷ କାର୍ଯ୍ୟକ୍ରମରେ ସାମିଲ ହେବେ ନାହିଁ। ତେଣୁ…
କୋଲକାତା: ବିଜେପି ନେତା ଶୁଭେନ୍ଦୁ ଅଧିକାରୀ ମଙ୍ଗଳବାର କହିଛନ୍ତି ଯେ ପଶ୍ଚିମବଙ୍ଗରେ କ୍ଷମତାକୁ ଆସିଲେ ସନ୍ଦେଶଖାଲିରେ ହୋଇଥିବା ଅତ୍ୟାଚାରର ତଦନ୍ତ ପାଇଁ ବିଜେପି ଏକ କମିଶନ ଗଠନ କରିବ ଏବଂ ତୃଣମୂଳ କଂଗ୍ରେସ ମୁଖ୍ୟ ତଥା ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଜେଲ…
ବାରିପଦା: ପ୍ରାୟ ୪୮ ଘଣ୍ଟା ଯାଏଁ କୋଲକାତାସ୍ଥିତ ଆଲିପୁର ପ୍ରାଣୀ ଉଦ୍ୟାନରେ ରହିଲା ପରେ ବାଘୁଣୀ ଜୀନତ ଓଡ଼ିଶାମୁହାଁ ହୋଇଛି। ସେଠାରେ ସମସ୍ତ ପ୍ରକାର ସ୍ବାସ୍ଥ୍ୟଜନିତ ପରୀକ୍ଷା ନିରୀକ୍ଷା ସରିବା ପରେ ଜୀନତକୁ ଶିମିଳିପାଳ ଅଣାଯାଉଛି। ବନ ବିଭାଗ ପକ୍ଷରୁ ମିଳିଥିବା…
ରାଜ୍ୟର ପ୍ରଥମ ବିଜେପି ମୁଖ୍ୟମନ୍ତ୍ରୀ ନିଜର ପ୍ରଥମ ଇଂରାଜୀ ନୂଆବର୍ଷକୁ ପାଳନ କରିବେ ନାହିଁ। ରାଜ୍ୟର ପ୍ରଥମ ବିଜେପି ମୁଖ୍ୟମନ୍ତ୍ରୀ ଓ ଉପମୁଖ୍ୟମନ୍ତ୍ରୀ ଉଭୟ ଆଜି ଏନେଇ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ କାର୍ଯ୍ୟାଳୟ ଆଜି ଏସମ୍ପର୍କରେ…
ଦୀର୍ଘ ବର୍ଷର ପରିଶ୍ରମର ଅନ୍ତ ହେବାକୁ ଯାଉଛି। ନୂଆ ସରକାର ନେଇଛନ୍ତି ନୂଆ ନିଷ୍ପତ୍ତି। ଦୀର୍ଘ ବର୍ଷ ହେଲା ଲୋକସେବା ଭବନ ସାମ୍ବାଦିକଙ୍କ ପାଇଁ ନୋ ଏଣ୍ଟ୍ରି ଥିବା ବେଳେ ଏବେ ତାହା ପୁଣି ଥରେ ଉନ୍ମୁକ୍ତ ହେବାକୁ ଯାଉଛି। ଅର୍ଥାତ…
ବିଦାୟୀ ବର୍ଷରେ ୧୮୧ ଜଣ ଦୁର୍ନୀତିଗ୍ରସ୍ତ ସରକାରୀ ବାବୁଙ୍କୁ ବାନ୍ଧିଛି ଭିଜିଲାନ୍ସ । କେବଳ ସରକାରୀ ବାବୁ ନୁହନ୍ତି ସେମାନଙ୍କ ସହଯୋଗୀଙ୍କୁ ବାନ୍ଧିବା ସହ ସେମାନଙ୍କ ନାଁରେ ରୁଜୁ ହୋଇଛି ୨ଶହରୁ ଅଧିକ ମାମଲା । ୧୮୧ ଜଣ ସରକାରୀ ଅଫିସରଙ୍କ…