ରାସ୍ତା ତଳକୁ ଖସିଲା ସିମେଣ୍ଟ ଟ୍ରକ୍, ଚାଳକ ମୃତ
ନୟାଗଡ଼ ଜିଲ୍ଲା ଦଶପଲ୍ଲା ଥାନା ବାରିହା ପିଟା ଗାଁ ନିକଟରେ ୩୦ଫୁଟ୍ ରାସ୍ତା ତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ୍ । ଟ୍ରକ ଭିତରେ ଚାପି ହୋଇ ରହିଛି ଚାଳକଙ୍କ ମୃତଦେହ । ଟ୍ରକଟି ବିଶାଖାପାଟଣାରୁ ସିମେଣ୍ଟ ନେଇ ସୁନ୍ଦରଗଡ଼ ଅଭିମୁଖେ…
ନୟାଗଡ଼ ଜିଲ୍ଲା ଦଶପଲ୍ଲା ଥାନା ବାରିହା ପିଟା ଗାଁ ନିକଟରେ ୩୦ଫୁଟ୍ ରାସ୍ତା ତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ୍ । ଟ୍ରକ ଭିତରେ ଚାପି ହୋଇ ରହିଛି ଚାଳକଙ୍କ ମୃତଦେହ । ଟ୍ରକଟି ବିଶାଖାପାଟଣାରୁ ସିମେଣ୍ଟ ନେଇ ସୁନ୍ଦରଗଡ଼ ଅଭିମୁଖେ…
ନୂଆଦିଲ୍ଲୀ: ଏଥର ବିଜେପି ଚାନ୍ଦା ଆକାରରେ ପାଇଛି ପୁଳାପୁଳା ଟଙ୍କା। ବିରୋଧୀଙ୍କୁ ବହୁତ ପଛରେ ପକାଇଛି ଶାସକ ଦଳ। ପୂର୍ବ ବର୍ଷ ଅପେକ୍ଷା ବିଜେପିର ଖାତାକୁ ଏଥର ଆସିଛି ତିନି ଗୁଣ ଅଧିକ ପାଣ୍ଠି। ନିର୍ବାଚନ ପୂର୍ବରୁ ଏହି ଟଙ୍କା ବିଜେପିର…
କାବୁଲ: ପାକିସ୍ତାନ ବାୟୁସେନା ଆଫଗାନିସ୍ତାନର ତାଲିବାନ ଆତଙ୍କବାଦୀଙ୍କ ଶିବିର ଉପରେ ବିମାନ ଆକ୍ରମଣ କରିଛି। ଏହି ଆକ୍ରମଣରେ ୪୬ଜଣଙ୍କର ମୃତ୍ୟୁ ହୋଇଥିବାବେଳେ କେତେକ ପ୍ରଶିକ୍ଷଣ ଶିବିର ନଷ୍ଟ ହୋଇଛି। ଆଫଗାନିସ୍ତାନର ପାକ୍ଟିକା ପ୍ରଦେଶର ବରମାଲ ଜିଲାର ପାର୍ବତ୍ୟ ଅଞ୍ଚଳରେ ଥିବା ତାଲିବାନ…
ଭୁବନେଶ୍ବର: ଚଳିତ ମାସ ୧୭ ତାରିଖ ଠାରୁ ରାଜ୍ୟରେ ବର୍ଷା ଜାରି ରହିଛି। ବଡ଼ଧରଣର ବର୍ଷା ହୋଇ ନଥିବା ବେଳେ ହାଲୁକାରୁ ମଧ୍ୟମଧରଣର ବର୍ଷା ଚାଷୀକୁଳଙ୍କୁ କ୍ଷତି ପହଞ୍ଚାଇଛି। ଫସଲ ଅମଳ ସମୟରେ ବର୍ଷା ଜାରି ରହିଥିବାରୁ ଚାଷୀମାନେ ହନ୍ତସନ୍ତ ହେଉଛନ୍ତି।…
ଭୁବନେଶ୍ବର: କେନ୍ଦ୍ର ସରକାର ଓଡ଼ିଶା ଓ ରାଜସ୍ଥାନର ଗ୍ରାମୀଣ ସ୍ଥାନୀୟ ସଂସ୍ଥା ଗୁଡ଼ିକ ପାଇଁ ୨୦୨୪-୨୫ ଆର୍ଥିକ ବର୍ଷରେ ପଞ୍ଚଦଶ ଅର୍ଥ ଆୟୋଗ (ଏକ୍ସଭି ଏଫସି) ଅନୁଦାନ ରାଶି ପ୍ରଦାନ କରିଛନ୍ତି। ଓଡ଼ିଶାର ଗ୍ରାମୀଣ ସ୍ଥାନୀୟ ସଂସ୍ଥା ଗୁଡ଼ିକ ପାଇଁ ୨୦୨୪-୨୫…
କଟକ: ଲାଲବାଗ ଥାନା ଅନ୍ତର୍ଗତ ସିଦ୍ଧେଶ୍ୱର ସାହିରେ ଆଜି ଏକ ବିଭତ୍ସ ହତ୍ୟାକାଣ୍ଡ ଘଟି ଯାଇଛି । ଜଣେ ମହିଳା କନଷ୍ଟେବଳଙ୍କୁ ବିଭତ୍ସ ଭାବେ ହତ୍ୟାକରି ତାଙ୍କ ସ୍ୱାମୀ ଆତ୍ମହତ୍ୟା ଉଦ୍ୟମ କରୁଥିବା ବେଳେ ଗୁରୁତର ଭାବେ ଆହତ ହୋଇଛନ୍ତି। ଅପରପକ୍ଷେ…
ଭୁବନେଶ୍ୱର: ରାଜ୍ୟରେ ଗତ ମଙ୍ଗଳବାର ଠାରୁ ବର୍ଷା ଲାଗି ରହିଛି। ତେବେ ଆସନ୍ତା ୨୭ ତାରିଖ ସକାଳ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିାଳିଛି। ଅପରପକ୍ଷେ ଆସନ୍ତକାଲି ଉପକୂଳ ଓ ଆଭ୍ୟନ୍ତରୀଣ…
ଭୁବନେଶ୍ୱର: ଆସନ୍ତା ମାର୍ଚ୍ଚ ମାସରେ ‘ସୁଭଦ୍ରା’ ଯୋଜନାର ଦ୍ୱିତୀୟ କିସ୍ତି ଟଙ୍କା ଲୋକଙ୍କ ଆକାଉଣ୍ଟକୁ ଯିବ। ଆଜି ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୂଚନା ଦେଇଛନ୍ତି। ସେ କହିଛନ୍ତି ଜାନୁଆରି ଶେଷ ସୁଦ୍ଧା ଓଡ଼ିଶାର ୧ କୋଟିରୁ ଅଧିକ ଯୋଗ୍ୟ…
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ରାଜ୍ୟରେ 1542ଟି ବହୁମୁଖୀ ପ୍ରାଥମିକ କୃଷି ସମବାୟ ସମିତିର ଶୁଭାରମ୍ଭ କରିଛନ୍ତି । ଲୋକ ସେବା ଭବନର convention centre ଠାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଏହି ସମବାୟ ସମିତି…
ଭୁବନେଶ୍ୱର: ବାଜପେୟୀ ଜୀ ଥିଲେ ଜଣେ ଦେବୋପମ ବ୍ୟକ୍ତି । ତାଙ୍କ ଜୀବନର ଗଭୀରତା, ସଦ୍ଗୁଣ ଓ ଆଦର୍ଶ ତାଙ୍କୁ ଦେବତାଙ୍କ ସହିତ ତୁଳନୀୟ କରିଥିଲା । ତାଙ୍କର ବ୍ୟକ୍ତିତ୍ୱ ଥିଲା ଶାନ୍ତ, ସ୍ନିଗ୍ଧ, ସରଳ ଓ ନମ୍ର । ଦଳମତ…